Home Bibles ଲେବୀୟ ପୁସ୍ତକ 25:2 · ଓଡ଼ିଆ ବାଇବେଲ
ଲେବୀୟ ପୁସ୍ତକ 25:2 · ଓଡ଼ିଆ ବାଇବେଲ

ତୁମ୍ଭେ ଇଶ୍ରାୟେଲ ସନ୍ତାନଗଣଙ୍କୁ କୁହ, ଆମ୍ଭେ ତୁମ୍ଭମାନଙ୍କୁ ଯେଉଁ ଦେଶ ଦବୋ, ତୁମ୍ଭମାନେେ ସହେି ଦେଶ ରେ ପ୍ରବେଶ କଲେ ସଦାପ୍ରଭୁଙ୍କ ଉଦ୍ଦେଶ୍ଯ ରେ ଭୂମି ବିଶ୍ରାମ କରିବ।

Cross references

ଯାତ୍ରା ପୁସ୍ତକ 23:10

ମଞ୍ଜି ବୁଣା, ଶସ୍ଯ ଅମଳ କର, ଭୂମିକୁ ଛଅ ବର୍ଷ ପାଇଁ ଫସଲ କର।

ଲେବୀୟ ପୁସ୍ତକ 14:34

'ଆମ୍ଭେ ଯେଉଁ ଦେଶ ତୁମ୍ଭମାନଙ୍କ ଅଧିକାର ନିମନ୍ତେ ଦବୋ, ସହେି କିଣାନ ଦେଶ ରେ, ତୁମ୍ଭମାନେେ ପ୍ରବେଶ କଲେ ଯଦି ଆମ୍ଭେ ତୁମ୍ଭମାନଙ୍କ ଅଧିକୃତ ଦେଶ ରେ କୌଣସି ଗୃହ ରେ କୁଷ୍ଠ ରୋଗର ଦାଗ ଉତ୍ପନ୍ନ କରୁ,

ଲେବୀୟ ପୁସ୍ତକ 23:32

ସହେି ଦିନ ତୁମ୍ଭମାନଙ୍କର ସ୍ବତନ୍ତ୍ର ବିଶ୍ରାମଦିନ ହବେ। ତୁମ୍ଭମାନେେ କୌଣସି ଖାଦ୍ୟ ଖାଇବ ନାହିଁ। ମାସର ନବମ ଦିନର ସନ୍ଧ୍ଯାକାଳ ରେ, ଏକ ସନ୍ଧ୍ଯାଠାରୁ ଆର ସନ୍ଧ୍ଯା ପର୍ୟ୍ଯନ୍ତ ତୁମ୍ଭମାନେେ ନିଜ ନିଜର ବିଶ୍ରାମ ଦିନ ପାଳନ କରିବ।

ଲେବୀୟ ପୁସ୍ତକ 26:34

ତା'ପରେ ଦେଶ ଶୂନ୍ଯ ହାଇଯେିବ ଓ ତୁମ୍ଭମାନେେ ଆପଣା ଶତୃଗଣ ଦେଶ ରେ ରହିବ, ତା'ପରେ ଭୂମି ଆପଣା ବିଶ୍ରାମ ଗ୍ରହଣ କରିବ, ଅର୍ଥାତ୍ ଭୂମି ଆପଣା ବିଶ୍ରାମ ଉପ ଭୋଗ କରିବ।

ଲେବୀୟ ପୁସ୍ତକ 26:35

ବ୍ଯବସ୍ଥା ଅନୁସାରେ ଭୂମି ପ୍ରତି ସାତବର୍ଷ ରେ ଆପଣା ବିଶ୍ରାମ ଏକ ବର୍ଷ ନବେ। ତୁମ୍ଭେ ବାସ କରୁଥିଲା ବେଳେ ଯେଉଁ ବିଶ୍ରାମ ପାଇ ନଥିଲ। ସ୍ଥାନ ଶୂନ୍ଯ ଥିଲା ବେଳେ ସେ ବିଶ୍ରାମ ଗ୍ରହଣ କରିବ।

ଦିତୀୟ ବିବରଣ 32:8

ସର୍ବୋପରିସ୍ଥ ପରମେଶ୍ବର ଯେତବେେଳେ ଗୋଷ୍ଠୀଯ ଲୋକମାନଙ୍କୁ ସମାନଙ୍କେ ଅଧିକାର ଦେଲେ, ଯେତବେେଳେ ସେ ମନକ୍ସ୍ଟଷ୍ଯ ସନ୍ତାନମାନଙ୍କୁ ପୃଥକ କଲେ। ସେତବେେଳେ ସେ ଇଶ୍ରାୟେଲର ସଂଖ୍ଯା ଅନକ୍ସ୍ଟସା ରେ ସେ ସୀମା ସ୍ଥାପନ କଲେ।

ଦିତୀୟ ବିବରଣ 32:49

ତୁମ୍ଭେ ଅବାରୀମ ପର୍ବତ ଉପରକକ୍ସ୍ଟ ୟାଅ। ଯିରୀହାେ ସମ୍ମକ୍ସ୍ଟଖସ୍ଥ ମାଯାେବ ଦେଶସ୍ଥ ନବୋ ପର୍ବତ ଉପରକକ୍ସ୍ଟ ୟାଅ। ଏହାପରେ ଆମ୍ଭେ ଇଶ୍ରାୟେଲ ସନ୍ତାନଗଣଙ୍କକ୍ସ୍ଟ ଦବୋକକ୍ସ୍ଟ ଥିବା ଦେଶ ତୁମ୍ଭେ ଦେଖି ପାରିବ।

ଦିତୀୟ ବିବରଣ 34:4

ପକ୍ସ୍ଟଣି ସଦାପ୍ରଭୁ ତାହାଙ୍କକ୍ସ୍ଟ କହିଲେ, ଆମ୍ଭେ ତକ୍ସ୍ଟମ୍ଭ ବଂଶକକ୍ସ୍ଟ ଏହି ଦେଶ ଦବୋବୋଲି ଯେଉଁ ଦେଶ ବିଷଯ ରେ ଅବ୍ରହାମ, ଇସହାକ୍ ଓ ୟାକକ୍ସ୍ଟବ ନିକଟରେ ଶପଥ କରିଥିଲକ୍ସ୍ଟ, ସହେି ଦେଶମାନ ଏହି। 'ଆମ୍ଭେ ତାହା ତୁମ୍ଭକୁ ସ୍ବଚକ୍ଷକ୍ସ୍ଟ ରେ ଦଖାଇେଲକ୍ସ୍ଟ। ମାତ୍ର ତୁମ୍ଭେ ୟର୍ଦ୍ଦନ ପାର ହାଇେ ସଠାେକକ୍ସ୍ଟ ୟିବାନାହିଁ।'

ଦିତୀୟ ବଂଶାବଳୀ 36:21

ଏହିପରି ଭାବରେ ସଦାପ୍ରଭୁ ଯିରିମିୟ ଭବିଷ୍ଯତ୍ବକ୍ତାଙ୍କ ଦ୍ବାରା ଯେଉଁ ସବୁ ବିଷଯ କହିଥିଲେ, ତାହା ପ୍ରକୃତ ରେ ଘଟିଲା। ସଦାପ୍ରଭୁ ଯିରିମିୟଙ୍କ ମାଧ୍ଯମ ରେ କହିଥିଲେ : ଏହି ସ୍ଥାନ ସତୁରି ବର୍ଷ ପର୍ୟ୍ଯନ୍ତ ଧ୍ବଂସର ସ୍ଥାନ ହାଇେ ରହିବ। କାରଣ ଲୋକମାନେ ବିଶଷେ ବିଶ୍ରାମବାର ରେ ବିଶ୍ରାମ ନ କରିଥିବାରୁ ତାହାକୁ ଭରଣା କରିବା ନିମନ୍ତେ ଏହିପରି ଘଟିଲା। ଏହା ସତୁରି ବର୍ଷ ଲଗିରହିବ।

ଗୀତସଂହିତା 24:1

ପୃଥିବୀ ଓ ତହିଁରେ ଥିବା ସମସ୍ତ ବସ୍ତୁ ସଦାପ୍ରଭୁଙ୍କର ଅଟେ। ପୃଥିବୀର ସମସ୍ତ ଲୋକ ତାଙ୍କ ଆଶ୍ରିତ ଅଟନ୍ତି।

ଗୀତସଂହିତା 115:16

ସ୍ବର୍ଗ ସଦାପ୍ରଭୁଙ୍କର କିନ୍ତୁ ସେ ମନୁଷ୍ଯ ସନ୍ତାନଗଣଙ୍କୁ ପୃଥିବୀ ଦଇେଛନ୍ତି।

ଯିଶାଇୟ 8:8

ସହେି ଜଳରାଶି ଯିହୁଦା ପର୍ୟ୍ଯନ୍ତ ମାଡ଼ିୟିବ ଓ ଯିହୁଦାର କଣ୍ଠ ପର୍ୟ୍ଯନ୍ତ ବ୍ଯାପିବ। ପରିଶଷେ ରେ ତା'କୁ ବୁଡ଼ାଇ ଦବେ।

ଯିରିମିୟ 27:5

ଆମ୍ଭେ ଆମ୍ଭର ମହାପରାକ୍ରମ ଓ ବିଶାଳ ଶକ୍ତିଶାଳୀ ବାହୁ ଦ୍ବାରା ଏହି ପୃଥିବୀ ଓ ପୃଥିବୀ ନିବାସୀ ସକଳ ମନୁଷ୍ଯ ଓ ପଶୁ ସୃଷ୍ଟି କରିଅଛୁ। ଆଉ ଆମ୍ଭେ ଆପଣା ସ୍ବଇଚ୍ଛା ରେ ଯାହାକୁ ଉଚିତ ମନେ କରିବୁ, ଏହା ଦଇପୋରିବୁ।

Interlinear

Choose Theme