ଲେବୀୟ ପୁସ୍ତକ 25:26 · ଓଡ଼ିଆ ବାଇବେଲ
ଯଦି ସହେି ବ୍ଯକ୍ତିର ନିକଟ ସଂପର୍କୀଯ କହେି ତା'ର ଭୂମି ମୁକ୍ତ କରିବାକୁ ନ ଥାଏ, ତବେେ ସେ ନିଜେ ଅଧିକ ଧନ ଲାଭ କଲାପରେ ତା'ର ଭୂମି ମୁକ୍ତ କରିବ।
Cross references
ଲେବୀୟ ପୁସ୍ତକ 5:7
ଯଦି ସେ ମଷେ ଶାବକ ଦବୋକୁ ଅକ୍ଷମ ଦବେେ ସେ ଦୁଇଟି କପୋତ କିମ୍ବା ଦୁଇଟି ପାରାଛୁଆ ଆପଣା କୃତ ଦୋଷାର୍ଥକ ବଳିଦାନ ରୂପେ ଆଣିବ। ତହିଁରୁ ଗୋଟିଏ ପାପ ନିମନ୍ତେ ଓ ଅନ୍ୟଟି ହାମବେଳି ନିମନ୍ତେ ସଦାପ୍ରଭୁଙ୍କ ଉଦ୍ଦେଶ୍ଯ ରେ ଉତ୍ସର୍ଗ କରିବ।
ଲେବୀୟ ପୁସ୍ତକ 25:49
ତାହାର କକା କିମ୍ବା କକାର ପୁତ୍ର ତାକୁ ମୁକ୍ତ କରିପାରିବ। ଆଉ ତା'ର ବଂଶଜାତ ନିକଟବର୍ତ୍ତୀ କୌଣସି ଜ୍ଞାତି ତାକୁ ମୁକ୍ତ କରିପାରିବ କିମ୍ବା ତାହାର ସ୍ବହସ୍ତ ରେ ଅଧିକ ଧନ ହେଲେ ସେ ନିଜକୁ ମଧ୍ଯ ମୁକ୍ତ କରିପାରିବ।