ତୁମ୍ଭେ ତାକୁ ଜଣେ ନିଷ୍ଠୁର ସ୍ବାମୀରୂପେ ବ୍ଯବହାର କରିବ ନାହିଁ। ତୁମ୍ଭେ ତୁମ୍ଭର ପରମେଶ୍ବରଙ୍କୁ ଭକ୍ତି କରିବ।
Cross references
ତେଣୁ ମିଶରୀଯମାନେ ତହିଁରୁ ତାଙ୍କୁ ଅଧିକ ପରିଶ୍ରମ କରାଇଲେ।
ମାତ୍ର ସହେି ଧାତ୍ରୀମାନେ ପରମେଶ୍ବରଙ୍କୁ ବିଶ୍ବାସ କରୁଥିବାରୁ, ରାଜାଙ୍କ ଆଜ୍ଞା ମାନି ନଥିଲେ. ସମାନେେ ପୁତ୍ର ସନ୍ତାନକୁ ଜୀବିତ ରଖିଲେ।
କାରଣ ସମାନେେ ପରମେଶ୍ବରଙ୍କୁ ଡ଼ରୁ ଥିଲେ। ଇଶ୍ରାୟେଲୀୟମାନଙ୍କ ସଂଖ୍ଯା ବଢ଼ିଲା ଏବଂ ବହୁତ ଶକ୍ତିଶାଳୀ ହେଲା।
ଦୀର୍ଘଦିନ ପରେ ସହେି ମିଶର ରେ ରାଜା ମୃତ୍ଯୁବରଣ କଲେ କିନ୍ତୁ ଇଶ୍ରାୟେଲଯମାନଙ୍କୁ ପୂର୍ବପରି କଠିନ ପରିଶ୍ରମ କରିବାକୁ ପଡିଲା। ସମାନେେ ଅନୁନଯ କଲେ ଏବଂ ପରମେଶ୍ବର ସମାନଙ୍କେର ଡାକ ଶୁଣିଲେ।
ଏହାପରେ ସଦାପ୍ରଭୁ କହିଲେ, ଆମ୍ଭେ ମିଶର ରେ ଆପଣା ଲୋକମାନଙ୍କର ଅସୁବିଧା ସବୁ ଦେଖିଛୁ ଏବଂ ମିଶରୀଯବାସୀ ସମାନଙ୍କେୁ ୟନ୍ତ୍ରଣା ଦବୋ ସମୟରେ ଆମ୍ଭେ ସମାନଙ୍କେର କ୍ରନ୍ଦନ ଶୁଣିଛୁ। ଆମ୍ଭେ ସମାନଙ୍କେର ୟନ୍ତ୍ରଣା ସବୁ ଜାଣିଛୁ।
ଆମ୍ଭେ ଇଶ୍ରାୟେଲୀୟ ଲୋକମାନଙ୍କର କ୍ରନ୍ଦନ ଶୁଣିଅଛୁ। ଆମ୍ଭେ ଦେଖିଛୁ ମିଶରୀଯମାନେ ସମାନଙ୍କେୁ କିପରି ଦୌରାତ୍ମ୍ଯ କରିଛନ୍ତି ଓ ତାଙ୍କର ଜୀବନ ଦୁର୍ବିସହ କରିଛନ୍ତି।
ଫାରୋଙ୍କର ମୁନିବମାନେ, ତଦାରଖକାରୀମାନଙ୍କୁ ଲୋକମାନଙ୍କ ଉପରେ ନିୟୁକ୍ତ କଲେ। ସମାନେେ କ୍ରୀତଦାସମାନଙ୍କୁ ଚାବୁକ ମାରି କହିଲେ, କାହିଁକି ତୁମ୍ଭମାନେେ ଯେତେ ଇଟା ନିର୍ମାଣ କରୁଥିଲ, ସତେିକି ଇଟା ନିର୍ମାଣ କରୁନାହଁ? ପୂର୍ବରୁ ତୁମ୍ଭମାନେେ ଇଟା ତିଆରି କରିପାରୁଥିଲ, ଏବଂ କାହିଁକି କରି ପାରିବ ନାହିଁ।
ତୁମ୍ଭମାନେେ ପରସ୍ପର ପ୍ରତି ଅନ୍ଯାଯ କରିବ ନାହିଁ। କିନ୍ତୁ ଆପଣା ପରମେଶ୍ବରଙ୍କୁ ଭୟ କରିବ, କାରଣ ଆମ୍ଭେ ସଦାପ୍ରଭୁ ତୁମ୍ଭମାନଙ୍କର ପରମେଶ୍ବର ଅଟୁ।
ତୁମ୍ଭମାନେେ ନିଜ ଅନ୍ତେ ଆପଣା ଭବିଷ୍ଯତ ସନ୍ତାନଗଣ ଅଧିକାର ନିମନ୍ତେ ପୈତୃକ ସମ୍ପତ୍ତିରୂପେ ସମାନଙ୍କେୁ ଦଇପୋରିବ। ସମାନେେ ତୁମ୍ଭମାନଙ୍କର ଓ ତୁମ୍ଭର ପରିବାରର ସବୁଦିନ ପାଇଁ ଦାସ ହାଇେ ରହିବେ। ମାତ୍ର ତୁମ୍ଭମାନେେ ନିଜ ଭ୍ରାତା ଇଶ୍ରାୟେଲ ଲୋକମାନଙ୍କ ଉପରେ କଠାେର କତ୍ତୃର୍ତ୍ବ କରିବ ନାହିଁ।
ମାତ୍ର ସହେି ବ୍ଯକ୍ତି ତା' ସହିତ ଜଣେ କ୍ଷଣସ୍ଥାଯୀ ଘରୋଇ ସାହାୟ୍ଯକାରୀ ହିସାବ ରେ ରହିବ। ତୁମ୍ଭ ସାକ୍ଷାତ ରେ ତାହା ଉପରେ କହେି କଠାେର କତ୍ତୃର୍ତ୍ବ କରିପାରିବେ ନାହିଁ।
ତୁମ୍ଭେ ଶାନ୍ତ ଓ କ୍ଲାନ୍ତ ହବୋ ସମୟରେ ସେ ପଥରେ ତୁମ୍ଭକୁ ଭଟେି ତକ୍ସ୍ଟମ୍ଭ ପଶ୍ଚାଦବର୍ତ୍ତୀ ଦୁର୍ବଳ ଲୋକମାନଙ୍କୁ ତକ୍ସ୍ଟମ୍ଭ ପଛ ରେ କିପରି ଆକ୍ରମଣ କରିଥିଲା ଓ ସେ ପରମେଶଓରଙ୍କୁ ଭୟ କଲାନାହିଁ। ଏହା ସ୍ମରଣ କର।
ତୁମ୍ଭମାନେେ ଯିହୁଦା ଓ ୟିରୁଶାଲମର ଲୋକମାନଙ୍କୁ ତୁମ୍ଭର କ୍ରୀତଦାସରୂପେ ରଖିବା ନିମନ୍ତେ ଯୋଜନା କରିଅଛ। ଏହା କରି ତୁମ୍ଭମାନେେ ସଦାପ୍ରଭୁ ତୁମ୍ଭମାନଙ୍କର ପରମେଶ୍ବରଙ୍କର ବିରୁଦ୍ଧ ରେ ମଧ୍ଯ ପାପ କରିଅଛ।
ମୁଁ ଯଦି ମାରେ କ୍ରୀତଦାସଙ୍କ ପ୍ରତି ନ୍ଯାଯ କରିବାକୁ ମନା କରିଥାଏ। ସେତବେେଳେ ମାେ ବିରୁଦ୍ଧ ରେ ସମାନଙ୍କେର ଅଭିଯୋଗ ଥାଏ।
ତବେେ ପରମେଶ୍ବରଙ୍କର ସମ୍ମୁଖୀନ ହେଲା ବେଳେ ମୁଁ କ'ଣ କରିବି ? ମୁଁ ଯାହା କରିଛି ତା'ର ବ୍ଯାଖ୍ଯା କରିବାକୁ ପରମେଶ୍ବର ଯଦି କହନ୍ତି ତବେେ ମୁଁ କି ଉତ୍ତର ଦବେି ?
ଆମ୍ଭେ ନିଜ ଲୋକମାନଙ୍କ ଉପ ରେ କ୍ରୋଧିତ ହେଲୁଁ। ଆପଣା ଅଧିକାରକୁ ଅପବିତ୍ର କଲୁ ଓ ତୁମ୍ଭ ହସ୍ତ ରେ ସମାନଙ୍କେୁ ସମର୍ପର କଲୁ। ତୁମ୍ଭେ ସମାନଙ୍କେ ପ୍ରତି ଦୟା ପ୍ରକାଶ କଲ ନାହିଁ। ତୁମ୍ଭେ ବୃଦ୍ଧଲୋକ ଉପ ରେ ୟୁଆଳି ବଡ଼ ଭାରି କରି ଥୋଇଲ।
ସମାନେେ କୁହନ୍ତି, ଆମ୍ଭେ ତୁମ୍ଭକୁ ଭକ୍ତି କରିବା ପାଇଁ ଉପବାସ କରିଅଛୁ, ମାତ୍ର ତୁମ୍ଭେ କାହିଁକି ଦୃଷ୍ଟି କରୁ ନାହଁ ? ଆମ୍ଭମାନେେ କାହିଁକି ଆପଣା ପ୍ରାଣକୁ କ୍ଲେଶ ଦଇେଅଛୁ ଓ ତୁମ୍ଭେ ମନୋୟୋଗ କରୁ ନାହଁ ?
ଏବଂ ତୁମ୍ଭମାନେେ ଦୁର୍ବଳ ମାନଙ୍କୁ ସବଳ କରି ନାହଁ ଓ ପୀଡିତ ମାନଙ୍କର ଚିକିତ୍ସା କରି ନାହିଁ, ଆହତ ମଷେମାନଙ୍କର କ୍ଷତସ୍ଥାନ ରେ ପଟି ବାନ୍ଧି ନାହଁ। ବିତାଡ଼ିତ ମଷେମାନଙ୍କୁ ଫରୋଇ ଆଣି ନାହଁ କିମ୍ବା ଯେ ହଜିଗଲା ତାକୁ ଖାଜେିଲ ନାହିଁ। କିନ୍ତୁ ତୁମ୍ଭମାନେେ ବଳ ରେ ଓ ନିଷ୍ଠୁର ଭାବରେ ସମାନଙ୍କେୁ ଶାସନ କରିଅଛ।
ତା'ପ ରେ ଆମ୍ଭେ ତୁମ୍ଭ ନିକଟକୁ ଆସିବା ଓ ଉଚିତ୍ ବିଗ୍ଭର କରିବା। ଆମ୍ଭେ ଅତି ଶୀଘ୍ର ସାକ୍ଷ୍ଯ ଦବୋ ସମାନଙ୍କେ ବିରୁଦ୍ଧ ରେ, ଯେଉଁମାନେ ମାଯାବୀ, ବ୍ଯଭିଗ୍ଭରୀ, ମିଥ୍ଯାବାଦୀ ଏବଂ ଯେଉଁମାନେ କାମ କରିବା ଲୋକଙ୍କୁ ଠକନ୍ତି। ଯେଉଁମାନେ ବିଧବା ଓ ଅନାଥମାନଙ୍କୁ ଅତ୍ଯାଗ୍ଭର କରନ୍ତି, ବିଦେଶୀମାନଙ୍କୁ ତଡି ଦିଅନ୍ତି। ସହେିପରି ଲୋକମାନେ ଆମ୍ଭକୁ ଭୟ ଓ ସମ୍ମାନ କରନ୍ତି ନାହିଁ। ସର୍ବଶକ୍ତିମାନ ସଦାପ୍ରଭୁ ଏହି କଥା କହିଥିଲେ।
ହେ ମାଲିକଗଣ ! ଠିକ୍ ସହେି ଭଳି ତୁମ୍ଭର ଦାସମାନଙ୍କୁ ଉତ୍ତମ ବ୍ଯବହାର କର। ତାହାଙ୍କୁ ଧମକ ଦଇେ ଭୟଭୀତ କଲା ଭଳି କଥା କୁହ ନାହିଁ। ତୁମ୍ଭେ ଜାଣ ଯେ, ତୁମ୍ଭର ଓ ତାହାଙ୍କର ସହେି ସମାନ ମାଳିକ ଯେ କି ସ୍ବର୍ଗ ରେ ଅଛନ୍ତି। ସହେି ମାଲିକ (ପରମେଶ୍ବର) କୌଣସି ପକ୍ଷପାତ ବିଚାର କରନ୍ତି ନାହିଁ।
ମାଲିକମାନେ ! ଯାହା ସୁନ୍ଦର ଓ ଯଥାର୍ଥ ତାହା ତୁମ୍ଭ ସବେକମାନଙ୍କୁ ଦିଅ। ମନରେଖ ଯେ ସ୍ବର୍ଗ ରେ ତୁମ୍ଭମାନଙ୍କର ମଧ୍ଯ ଜଣେ ମାଲିକ ଅଛନ୍ତି।