ଲେବୀୟ ପୁସ୍ତକ 25:49 · ଓଡ଼ିଆ ବାଇବେଲ
ତାହାର କକା କିମ୍ବା କକାର ପୁତ୍ର ତାକୁ ମୁକ୍ତ କରିପାରିବ। ଆଉ ତା'ର ବଂଶଜାତ ନିକଟବର୍ତ୍ତୀ କୌଣସି ଜ୍ଞାତି ତାକୁ ମୁକ୍ତ କରିପାରିବ କିମ୍ବା ତାହାର ସ୍ବହସ୍ତ ରେ ଅଧିକ ଧନ ହେଲେ ସେ ନିଜକୁ ମଧ୍ଯ ମୁକ୍ତ କରିପାରିବ।
Cross references
ଲେବୀୟ ପୁସ୍ତକ 25:26
ଯଦି ସହେି ବ୍ଯକ୍ତିର ନିକଟ ସଂପର୍କୀଯ କହେି ତା'ର ଭୂମି ମୁକ୍ତ କରିବାକୁ ନ ଥାଏ, ତବେେ ସେ ନିଜେ ଅଧିକ ଧନ ଲାଭ କଲାପରେ ତା'ର ଭୂମି ମୁକ୍ତ କରିବ।