ଯଦିଓ ଭୂମି ପାଇଁ ବିଶ୍ରାମ ଅଟେ, ତୁମ୍ଭମାନଙ୍କ ପାଇଁ ଖାଦ୍ୟର ଅଭାବ ହବେ ନାହିଁ। ତୁମ୍ଭ ଦାସମାନଙ୍କର, ତୁମ୍ଭ ବର୍ତ୍ତନଜୀବୀମାନଙ୍କର ଓ ତୁମ୍ଭ ସହବାସୀ ବିଦେଶୀମାନଙ୍କର ଭକ୍ଷ୍ଯର ଅଭାବ ହବେ ନାହିଁ। ତେଣୁ ତୁମ୍ଭମାନଙ୍କର କାହାରି ଖାଦ୍ୟର ଅଭାବ ରହିବ ନାହିଁ।
Cross references
କିନ୍ତୁ ସପ୍ତମବର୍ଷ ଜମି ରେ ଆଉ ଫସଲ କର ନାହିଁ। ସପ୍ତମ ବର୍ଷଟି ଭୂମିକୁ ପଡିଆ ରଖ। ଏହି ସମୟରେ ତୁମ୍ଭର କ୍ଷେତ୍ର ରେ କୌଣସି ଫସଲ କର ନାହିଁ। ଯଦି କୌଣସି ଫସଲ ହୁଏ ତବେେ ଦରିଦ୍ର ଲୋକମାନଙ୍କ ପାଇଁ ଛାଡି ଦିଅ ଏବଂ ଅବଶିଷ୍ଟକୁ ବଣ୍ଯଜନ୍ତୁମାନଙ୍କୁ ଖାଇବାକୁ ଛାଡିଦିଅ। ଏପରିକୁ ତୁମ୍ଭମାନଙ୍କର ଦ୍ରାକ୍ଷାକ୍ଷେତ୍ର ଏବଂ ଜିତବୃକ୍ଷ ଥିବା କ୍ଷେତ୍ର ପାଇଁ ଏହିପରି କର।
ତୁମ୍ଭମାନେେ କହିପାର, 'ଆମ୍ଭମାନେେ ତ ବୁଣିବୁ ନାହିଁ, କି ଉତ୍ପନ୍ନ ଫଳ ସଂଗ୍ରହ କରିବୁ ନାହିଁ, ତବେେ ଆମ୍ଭମାନେେ ସପ୍ତମ ବର୍ଷ ରେ କ'ଣ ଖାଇବୁ।'
ହେ ହିଜକିଯ, ଏହା ତୁମ୍ଭ ପ୍ରତି ମାରେ ସାହାୟ୍ଯର ଚିହ୍ନ ହବେ। ଏହି ବର୍ଷ ତୁମ୍ଭମାନେେ ସ୍ବଯଂ କ୍ଷତେ ରେ ବଢିଥିବା ଶସ୍ଯ ଭୋଜନ କରିବ ଓ ପର ବର୍ଷ ତହିଁରୁ ଅଙ୍କୁରିତ ଶସ୍ଯ ଭୋଜନ କରିବ। ମାତ୍ର ତୃତୀୟ ବର୍ଷ ତୁମ୍ଭେ ବୁଣିଥିବା ଶସ୍ଯ କାଟିବ ଓ ତୁମ୍ଭ ଦ୍ବାରା ରୋପିତ ଦ୍ରାକ୍ଷାକ୍ଷେତ୍ରରୁ ଫଳ ଭୋଜନ କରିବ।
ସମସ୍ତ ବିଶ୍ବାସୀମାନେ ଏକାଠି ରହିଲେ ଏବଂ ସମାନଙ୍କେ ପାଖ ରେ ଯାହା ସବୁଥିଲା, ସେଥି ରେ ସମସ୍ତେ ଭାଗୀଦାର ହେଲେ।
ବିଶ୍ବାସୀମାନଙ୍କର ଏକ ମନ, ଏକ ଆତ୍ମା ଥିଲା। ସମାନଙ୍କେ ମଧ୍ଯରୁ କହେି କୌଣସି ଜିନିଷକୁ ନିଜର ବୋଲି କହୁ ନଥିଲେ। ସମାନଙ୍କେ ପାଖ ରେ ଯାହା ଥିଲା, ସେଥି ରେ ସମସ୍ତେ ଭାଗୀଦାର ଥିଲେ।
ସମାନଙ୍କେ ମଧିଅରେ କାହାର କିଛି ଅଭାବ ନଥିଲା। ଯାହାର ଘର ବା ଜମି ଥିଲା, ସେ ତାହାକୁ ବିକ୍ରୀ କରି ଦେଉଥିଲା।