Home Bibles ଲେବୀୟ ପୁସ୍ତକ 25:9 · ଓଡ଼ିଆ ବାଇବେଲ
ଲେବୀୟ ପୁସ୍ତକ 25:9 · ଓଡ଼ିଆ ବାଇବେଲ

ତହୁଁ ସପ୍ତମ ମାସର ଦଶମ ଦିନ ରେ ତୁମ୍ଭେ ମହାଶବ୍ଦକାରୀ ତୂରୀ ବଜାଇବ, ପ୍ରଯଶ୍ଚିତ ଦିନ ରେ ତୁମ୍ଭମାନେେ ନିଜର ସମଗ୍ର ଦେଶ ରେ ତୂରୀ ବଜାଇବ।

Cross references

ଲେବୀୟ ପୁସ୍ତକ 16:20

ଏହି ପ୍ରକା ରେ ସେ ମହାପବିତ୍ରସ୍ଥାନ, ସମାଗମ ତମ୍ବୁ ଓ ୟଜ୍ଞବଦେୀ ନିମନ୍ତେ ପ୍ରାଯଶ୍ଚିତ କରିସାରିଲା ଉତ୍ତା ରେ ସହେି ଜୀଅନ୍ତା ଛାଗକୁ ଆଣିବ।

ଲେବୀୟ ପୁସ୍ତକ 16:29

ତୁମ୍ଭମାନଙ୍କ ପାଇଁ ଏହା ଚିରନ୍ତନ ବିଧି ହସ୍ତ ହବେ। ସପ୍ତମ ମାସର ଦଶମ ଦିନ ରେ ତୁମ୍ଭମାନେେ କିଛି ଖାଦ୍ୟ ଖାଇବା ଉଚିତ୍ ନୁହେଁ। ତୁମ୍ଭମାନଙ୍କ ମଧିଅରେ ସ୍ବଦେଶୀଯ ହେଉ ବା ବିଦେଶୀଯ ହେଉ ତୁମ୍ଭମାନେେ କୌଣସି ପ୍ରକାର କାମ କରିବା ଉଚିତ୍ ନୁହେଁ।

ଲେବୀୟ ପୁସ୍ତକ 16:30

କାରଣ ସହେି ଦିନ ରେ ତୁମ୍ଭମାନଙ୍କୁ ଶୁଚି କରିବା ନିମନ୍ତେ ତୁମ୍ଭମାନଙ୍କ ପାଇଁ ପ୍ରାଯଶ୍ଚିତ କରାୟିବ। ତୁମ୍ଭମାନେେ ସଦାପ୍ରଭୁଙ୍କ ସମ୍ମୁଖ ରେ ନିଜ ନିଜର ସକଳ ପାପରୁ ପରିଷ୍କୃତ ହବେ।

ଲେବୀୟ ପୁସ୍ତକ 23:24

ଇଶ୍ରାୟେଲର ସନ୍ତାନଗଣଙ୍କୁ ତୁମ୍ଭେ କୁହ, ସପ୍ତମ ମାସର ପ୍ରଥମ ଦିନ ରେ ତୁମ୍ଭମାନଙ୍କର ମହାବିଶ୍ରାମ, ତୂରୀଧ୍ଯନି ଦ୍ବାରା ସ୍ମରଣାର୍ଥକ ପବିତ୍ର ସଭା ହବେ।

ଲେବୀୟ ପୁସ୍ତକ 23:27

ସହେି ସପ୍ତମ ମାସର ଦଶମ ଦିନ ଅବଶ୍ଯ ପାପରୁ ପ୍ରାଯଶ୍ଚିତ୍ତର ଦିନ ହବେ। ସଦେିନ ତୁମ୍ଭମାନଙ୍କର ଏକ ପବିତ୍ର ସଭା ହବୋ ଉଚିତ୍। ତୁମ୍ଭମାନେେ କିଛି ଖାଦ୍ୟ ଖାଇବା ଉଚିତ୍ ନୁହେଁ ଓ ସଦାପ୍ରଭୁଙ୍କୁ ସୁବାସିତ ଉପହାର ଉତ୍ସର୍ଗ କରିବା ଉଚିତ୍।

ଲେବୀୟ ପୁସ୍ତକ 25:10

ପୁଣି ତୁମ୍ଭେ ପଚାଶତମ ବର୍ଷକୁ ପବିତ୍ରରୂପେ ବିବଚେନା କରିବ। ସମୁଦାଯ ଦେଶ ରେ ପ୍ରେତ୍ୟକକ ବାସିନ୍ଦାମାନଙ୍କ ପ୍ରତି ମୁକ୍ତି ଘାଷେଣା କରିବ। ତାହା ତୁମ୍ଭମାନଙ୍କ ନିମନ୍ତେ ୟୋବଲେ (ମହୋଲ୍ଲାସ ଉତ୍ସବ) ହବେ। ତୁମ୍ଭମାନେେ ସମସ୍ତେ ନିଜ ନିଜର ସମ୍ପତ୍ତି ନିକଟକୁ ଫରେିୟିବ ଓ ପ୍ରେତ୍ୟକକ ନିଜ ନିଜ ବଂଶ ନିକଟକୁ ଫରେିୟିବ।

ଲେବୀୟ ପୁସ୍ତକ 27:17

ଯଦି ଜଣେ ମନୁଷ୍ଯ ମହୋଲ୍ଲାସ-ଉତ୍ସବ ବର୍ଷ ରେ ଆପଣା କ୍ଷେତ୍ର ଉତ୍ସର୍ଗ କରେ, ତବେେ ଯାଜକର ନିରୂପିତ ମୂଲ୍ଯ ଅନୁସାରେ ତାହାର ମୂଲ୍ଯ ସ୍ଥିର ହବେ।

ଲେବୀୟ ପୁସ୍ତକ 27:24

ମହୋଲ୍ଲାସ-ଉତ୍ସବ ବର୍ଷ ରେ ସହେି କ୍ଷେତ୍ର ପ୍ରକୃତ ଜମି ମାଲିକ ନିକଟକୁ ଫରେିୟିବ।

ଗଣନା ପୁସ୍ତକ 10:10

ଆଉ ମଧ୍ଯ ତୁମ୍ଭମାନଙ୍କ ଆନନ୍ଦ ଦିନ ରେ ଓ ତୁମ୍ଭମାନଙ୍କ ନିରୂପିତ ପର୍ବ ରେ ଓ ତୁମ୍ଭମାନଙ୍କ ମାସର ଆରମ୍ଭ ରେ ତୁମ୍ଭମାନେେ ଆପଣାମାନଙ୍କ ହାମବେଳି ଓ ମଙ୍ଗଳାର୍ଥକ ବଳି ଉପରେ ଏହି ତୂରୀ ବଜାଇବ। ତାହା ପରମେଶ୍ବରଙ୍କ ସମ୍ମୁଖ ରେ ସ୍ମରଣାର୍ଥେ କରାୟିବ। ମୁଁ ସଦାପ୍ରଭୁ ତୁମ୍ଭମାନଙ୍କର ପରମେଶ୍ବର ଅଟେ।

ଗଣନା ପୁସ୍ତକ 36:4

ଯେତବେେଳେ ମହୋଲ୍ଲାସ-ଉତ୍ସବ ଇଶ୍ରାୟେଲ ଲୋକମାନଙ୍କ ଦ୍ବାରା ପାଳନ କରାୟିବ, ସମାନଙ୍କେର ସମ୍ପତ୍ତି ଅଧିକାର ସମାନେେ ବିବାହ କରିଥିବା ପରିବାରକୁ ଚାଲିୟିବ। ଏହି ପ୍ରକା ରେ ସମାନଙ୍କେର ସମ୍ପତ୍ତି ଅଧିକାର ଆମ୍ଭମାନଙ୍କ ପରିବାରରୁ ନିଆୟିବ।

ଗୀତସଂହିତା 89:15

ସଦାପ୍ରଭୁ! ଯେଉଁମାନେ ତୁମ୍ଭକୁ ପ୍ରଶଂସା କରନ୍ତି, ଆଶୀର୍ବାଦ ପ୍ରାପ୍ତ ହୁଅନ୍ତି। ସମାନେେ ତୁମ୍ଭର ଦୟାର ଆ ଲୋକରେ ବଞ୍ଚନ୍ତି।

ଗୀତସଂହିତା 89:16

ତୁମ୍ଭର ନାମ ସମାନଙ୍କେୁ ଦିନସାରା ଆନନ୍ଦ ପ୍ରଦାନ କରେ। ସମାନେେ ତୁମ୍ଭର ଧାର୍ମିକତାକୁ ପ୍ରଶଂସା କରନ୍ତି।

ରେରିତମାନଙ୍କ କାର୍ଯ୍ୟର ବିବରଣ 13:38

ତେଣୁ ଭାଇମାନେ, ତୁମ୍ଭମାନଙ୍କର ଜାଣିବା ଉଚିତ ଯେ, କବଳେ ଏହି ଜଣଙ୍କ ଦ୍ବାରା ହିଁ ତୁମ୍ଭମାନଙ୍କର ସମସ୍ତ ପାପ କ୍ଷମା ହାଇପୋ ରେ।

ରୋମୀୟଙ୍କ ପ୍ରତି ପତ୍ର 10:18

କିନ୍ତୁ ମୁଁ ପଗ୍ଭରୁଛି: କଣ ଲୋକେ ସୁସମାଗ୍ଭର ଶୁଣି ନାହାନ୍ତି? ହଁ ସମାନେେ ଶୁଣିଛନ୍ତି। ଶାସ୍ତ୍ର କୁ ହେ:

ରୋମୀୟଙ୍କ ପ୍ରତି ପତ୍ର 15:19

ସମାନେେ ଆଶ୍ଚର୍ୟ୍ଯ କର୍ମ ଓ ଅଭୂତ ଘଟଣା ମାଧ୍ଯମ ରେ ପବିତ୍ର ଆତ୍ମାଙ୍କର ଶକ୍ତି ରେ ପରମେଶ୍ବରଙ୍କୁ ମାନିଛନ୍ତି। ମୁଁ ୟିରୂଶାଲମ ଠାରୁ ଇଲ୍ଲୁରିକ ଗ୍ଭରିପଟ ଅଞ୍ଚଳ ରେ ଖ୍ରୀଷ୍ଟଙ୍କ ସୁସମାଗ୍ଭର ପ୍ରଗ୍ଭର କଲି ଓ ମାରେ ସହେି କାର୍ୟ୍ଯ ସମାପ୍ତ କଲି।

କରିନ୍ଥୀୟଙ୍କ ପ୍ରତି ଦ୍ୱିତୀୟ ପତ୍ର 5:19

ମାେ କହିବା କଥା ଯେ, ପରମେଶ୍ବର ଖ୍ରୀଷ୍ଟଙ୍କ ହତେୁ ଲୋକମାନଙ୍କର ପାପଗୁଡ଼ିକୁ ଗଣନା ନ କରି, ନିଜକୁ ଜଗତର ଲୋକମାନଙ୍କ ସହିତ ପୁନର୍ମିଳିତ କରୁଛନ୍ତି। କବଳେ ସତେିକି ନୁହେଁ ମାତ୍ର ସେ ଆମ୍ଭମାନଙ୍କୁ, ଲୋକମାନଙ୍କୁ ପୁନର୍ମିଳନର ସମ୍ବାଦ କହିବା ଭାର ଦଇେଛନ୍ତି। ସେଥିପାଇଁ ଆମ୍ଭେ ଯୀଶୁ ଖ୍ରୀଷ୍ଟଙ୍କ ପ୍ରତିନିଧି ଭାବେ କାମ କରୁଛୁ।

ଥେସଲନୀକୀୟଙ୍କ ପ୍ରତି ପ୍ରଥମ ପତ୍ର 1:8

ମାକିଦନିଆ ଓ ଆଖାଯା ରେ ତୁମ୍ଭମାନଙ୍କ ପାଖରୁ ପ୍ରଭୁଙ୍କର ଶିକ୍ଷା ପ୍ରସାରିତ ହାଇେଥିଲା। ପ୍ରେତ୍ୟକକ ସ୍ଥାନ ରେ ପରମେଶ୍ବରଙ୍କଠା ରେ ତୁମ୍ଭ ବିଶ୍ବାସ ପରିଚିତ ହାଇେଛି। ଅତଏବ ତୁମ୍ଭମାନଙ୍କ ବିଶ୍ବାସ ବିଷୟ ରେ ଆମ୍ଭର କିଛି କହିବାର ଆବଶ୍ଯକ ନାହିଁ।

Interlinear

Choose Theme