Home Bibles ଲେବୀୟ ପୁସ୍ତକ 27:18 · ଓଡ଼ିଆ ବାଇବେଲ
ଲେବୀୟ ପୁସ୍ତକ 27:18 · ଓଡ଼ିଆ ବାଇବେଲ

ମାତ୍ର ଯଦି ସେ ମହୋଲ୍ଲାସ-ଉତ୍ସବ ପରେ ଆପଣା କ୍ଷେତ୍ର ଉତ୍ସର୍ଗ କରେ, ତବେେ ଯାଜକ ମହୋଲ୍ଲାସ-ଉତ୍ସବ ବର୍ଷ ପର୍ୟ୍ଯନ୍ତ ଅବଶିଷ୍ଟ ବର୍ଷର ସଂଖ୍ଯା ଅନୁସାରେ ତା' ସହିତ ମୂଲ୍ଯର ଗଣନା କରିବ। ପୁଣି ତଦନୁସା ରେ ତା'ର ନିରୂପିତ ମୂଲ୍ଯରୁ ଉଣା କରାୟିବ।

Cross references

ଲେବୀୟ ପୁସ୍ତକ 25:15

ତୁମ୍ଭେ ମହୋଲ୍ଲାସ-ଉତ୍ସବ ପରବର୍ଷର ସଂଖ୍ଯା ଅନୁସାରେ ଆପଣା ପ୍ରତିବେଶୀଠାରୁ କିଣିବ ଓ ଫଳ ଉତ୍ପତ୍ତି ବର୍ଷର ସଂଖ୍ଯା ଅନୁସାରେ ସେ ତୁମ୍ଭଠା ରେ ବିକ୍ରଯ କରିବ।

ଲେବୀୟ ପୁସ୍ତକ 25:16

ତୁମ୍ଭେ ମହୋଲ୍ଲାସ-ଉତ୍ସବ ବର୍ଷର ଆଧିକ୍ଯ ଅନୁସାରେ ତହିଁର ମୂଲ୍ଯ ବୃଦ୍ଧି କରିବ ଓ ବର୍ଷର ନ୍ଯୁନତା ଅନୁସାରେ ମୂଲ୍ଯ ଊଣା କରିବ, କାରଣ ସେ ତୁମ୍ଭକୁ ବର୍ଷର ସଂଖ୍ଯା ଅନୁସାରେ ଭୂମି ଜାତ ଦ୍ରବ୍ଯ ବିକ୍ରଯ କରିବ।

ଲେବୀୟ ପୁସ୍ତକ 25:27

ସେ ଭୂମି ବିକ୍ରୀ ହେଲା ବର୍ଷର ଗଣନା କରୁ ଓ ତଦନୁସା ରେ ଅତିରିକ୍ତ ମୂଲ୍ଯ କ୍ରଯକର୍ତ୍ତାକୁ ଫରୋଇ ଦେଉ। ତହିଁରେ ସେ ପୁନର୍ବାର ନିଜର ଅଧିକାର ଫରୋଇ ନବୋକୁ ୟଥେଷ୍ଟ ଅର୍ଥ ନ ପାଏ,

ଲେବୀୟ ପୁସ୍ତକ 25:51

ଯବେେ ମହୋଲ୍ଲାସ-ଉତ୍ସବ ବର୍ଷକୁ ଅନକେ ବର୍ଷ ବାକିଥାଏ ତବେେ କ୍ରଯ ମୂଲ୍ଯର ଏକ ବଡ ଅଂଶ ତାକୁ ଫରୋଇ ଦବେ।

ଲେବୀୟ ପୁସ୍ତକ 27:23

ତବେେ ଯାଜକ ତା'ର ନିରୁପିତ ମୁଲ୍ଯ ଅନୁସାରେ ମହୋଲ୍ଲାସ-ଉତ୍ସବ ବର୍ଷ ପର୍ୟ୍ଯନ୍ତ ତାହା ପାଇଁ ଗଣନା କରିବ, ପୁଣି ସେ ସହେିଦିନ ତା'ର ନିରୂପିତ ମୂଲ୍ଯ ଦବେ। ସହେି କ୍ଷେତ୍ର ସଦାପ୍ରଭୁଙ୍କ ପବିତ୍ର ବସ୍ତୁତୁଲ୍ଯ ହବେ।

Interlinear

Choose Theme