ଲେବୀୟ ପୁସ୍ତକ 27:19 · ଓଡ଼ିଆ ବାଇବେଲ
ଯଦି ସହେି ବ୍ଯକ୍ତି ତା'ର କ୍ଷେତ୍ର ମୁକ୍ତ କରିବାକୁ ଇଚ୍ଛା କରିବ, ତବେେ ସେ କ୍ଷେତ୍ରମୂଲ୍ଯ ସହିତ ଆଉ ପଞ୍ଚମାଂଶ ଅଧିକ ମୂଲ୍ଯ ୟୋଗ କରିବ। ତହିଁରେ ସେ କ୍ଷେତ୍ର ତାହାର ହବେ।
Cross references
ଲେବୀୟ ପୁସ୍ତକ 27:13
ଯଦି ସେ ଲୋକ କୌଣସି ମତେ ତାକୁ ଫରୋଇ ନବୋକୁ ଇଚ୍ଛା କରେ, ତବେେ ସେ ନିରୂପିତ ମୂଲ୍ଯର ପଞ୍ଚମାଂଶ ଅଧିକ ହବେ।