ଲେବୀୟ ପୁସ୍ତକ 27:23 · ଓଡ଼ିଆ ବାଇବେଲ
ତବେେ ଯାଜକ ତା'ର ନିରୁପିତ ମୁଲ୍ଯ ଅନୁସାରେ ମହୋଲ୍ଲାସ-ଉତ୍ସବ ବର୍ଷ ପର୍ୟ୍ଯନ୍ତ ତାହା ପାଇଁ ଗଣନା କରିବ, ପୁଣି ସେ ସହେିଦିନ ତା'ର ନିରୂପିତ ମୂଲ୍ଯ ଦବେ। ସହେି କ୍ଷେତ୍ର ସଦାପ୍ରଭୁଙ୍କ ପବିତ୍ର ବସ୍ତୁତୁଲ୍ଯ ହବେ।
Cross references
ଲେବୀୟ ପୁସ୍ତକ 27:12
ପୁଣି ସହେି ପଶୁ ଭଲ ହେଉ କି ମନ୍ଦ ହେଉ ଯାଜକ ତହିଁର ମୂଲ୍ଯ ନିରୂପଣ କରିବ। ଯାଜକର ନିରୂପିତ ମୂଲ୍ଯ ଅନୁସାରେ ତାହାର ମୂଲ୍ଯ ହବେ।
ଲେବୀୟ ପୁସ୍ତକ 27:18
ମାତ୍ର ଯଦି ସେ ମହୋଲ୍ଲାସ-ଉତ୍ସବ ପରେ ଆପଣା କ୍ଷେତ୍ର ଉତ୍ସର୍ଗ କରେ, ତବେେ ଯାଜକ ମହୋଲ୍ଲାସ-ଉତ୍ସବ ବର୍ଷ ପର୍ୟ୍ଯନ୍ତ ଅବଶିଷ୍ଟ ବର୍ଷର ସଂଖ୍ଯା ଅନୁସାରେ ତା' ସହିତ ମୂଲ୍ଯର ଗଣନା କରିବ। ପୁଣି ତଦନୁସା ରେ ତା'ର ନିରୂପିତ ମୂଲ୍ଯରୁ ଉଣା କରାୟିବ।