Home Bibles ☰ Books ଲେବୀୟ ପୁସ୍ତକ 27:34 · ଓଡ଼ିଆ ବାଇବେଲ
ଲେବୀୟ ପୁସ୍ତକ 27:34 · ଓଡ଼ିଆ ବାଇବେଲ

ଏ ସମସ୍ତ ଆଜ୍ଞା ଯାହାକୁ ସଦାପ୍ରଭୁ ସୀନଯ ପର୍ବତ ରେ ଇଶ୍ରାୟେଲ ସନ୍ତାନଗଣଙ୍କ ଉଦ୍ଦେଶ୍ଯ ରେ ମାଶାଙ୍କେୁ ପ୍ରଦାନ କରିଥିଲେ।

Cross references

ଲେବୀୟ ପୁସ୍ତକ 26:46

ଏହିସବୁ ବ୍ଯବସ୍ଥା, ବିଧି ଓ ଶିକ୍ଷାମାନ ସଦାପ୍ରଭୁ ଇଶ୍ରାୟେଲ ଲୋକମାନଙ୍କୁ ଦେଲେ। ଏହିସବୁ ବିଧି ଇଶ୍ରାୟେଲ ସନ୍ତାନଗଣ ଓ ସଦାପ୍ରଭୁଙ୍କ ମଧିଅରେ ସ୍ଥାପିତ ହାଇେଥିଲା। ଆଉ ସଦାପ୍ରଭୁ ଏହି ସମସ୍ତ ବିଧି ମାଶାଙ୍କେୁ ସୀନଯ ପର୍ବତ ରେ ଦଇେଥିଲେ ଓ ମାଶାେ ଇଶ୍ରାୟେଲର ଲୋକମାନଙ୍କୁ ତାହା ଦେଲେ।

ଗଣନା ପୁସ୍ତକ 1:1

ଦ୍ବିତୀୟ ବର୍ଷର ଦ୍ବିତୀୟ ମାସ ପ୍ରଥମ ଦିନ ରେ ଇଶ୍ରାୟେଲର ଲୋକମାନେ ମିଶର ଛାଡିଲାପରେ, ସଦାପ୍ରଭୁ ସୀନଯ ମରୁଭୂମିରେ ସମାଗମ ତମ୍ବୁ ମଧିଅରେ ମଶାଙ୍କେୁ କହିଲେ,

ଗଣନା ପୁସ୍ତକ 3:1

ସହେିଦିନ ସୀନଯ ପର୍ବତ ରେ ସଦାପ୍ରଭୁ ମାଶାଙ୍କେ ସଙ୍ଗେ କଥା ହେଲେ, ହାରୋଣ ଓ ମାଶାଙ୍କେର ବଂଶାବଳୀ ଏହି।

ଗଣନା ପୁସ୍ତକ 28:6

ଏହା ନିତ୍ଯ ହାମବେଳି, ସଦାପ୍ରଭୁଙ୍କ ଉଦ୍ଦେଶ୍ଯ ରେ ସୁବାସିତ ନବୈେଦ୍ଯ ସୀନଯ ପର୍ବତ ରେ ନିରୂପିତ ହାଇେଥିଲା।

ଗଣନା ପୁସ୍ତକ 36:13

ସଦାପ୍ରଭୁ ଯିରୀହାେ ନକଟସ୍ଥ ୟର୍ଦ୍ଦନ ସମୀପରେ ମାୟୋବ ପଦା ରେ ମାଶାଙ୍କେୁ ବ୍ଯବସ୍ଥା ଦେଲେ। ଇଶ୍ରାୟେଲ ଲୋକମାନଙ୍କ ନିମନ୍ତେ ସଦାପ୍ରଭୁ ଏହିସବୁ ଆଜ୍ଞା ଓ ଶାସନ ଆଦେଶ ଦଇେଥିଲେ।

ଦିତୀୟ ବିବରଣ 1:3

କିନ୍ତୁ ଏହାଥିଲା ଚାଳିଶତମ ବର୍ଷର ଏକାଦଶ ମାସର ପ୍ରଥମ ଦିନ ରେ ମାଶାେ ଇଶ୍ରାୟେଲୀୟମାନଙ୍କୁ ସଦାପ୍ରଭୁଙ୍କର ଆଜ୍ଞା ଅନକ୍ସ୍ଟସା ରେ ସଦାପ୍ରଭୁଙ୍କର ବାକ୍ଯମାନ କହିଥିଲେ।

ଦିତୀୟ ବିବରଣ 4:5

ହିଁ ଦେଖ, ସଦାପ୍ରଭୁ ମାରେ ପରମେଶ୍ବର ମାେତେ ଯେପରି ଆଜ୍ଞା ଦେଲେ, ମୁ ସହେି ବ୍ଯବସ୍ଥାସବୁ ଶିକ୍ଷା ଦଲେି। ମୁ ତୁମ୍ଭମାନଙ୍କୁ ସହେିପରି ବ୍ଯବସ୍ଥା ଓ ବିଧି ଶିକ୍ଷା ଦଇେଅଛି, ଯେପରି ତୁମ୍ଭମାନେେ ଯେଉଁ ଦେଶ ଅଧିକାର କରିବାକୁ ଯାଉଅଛ, ସହେି ଦେଶ ରେ ତୁମ୍ଭମାନେେ ସମାନଙ୍କେ ଅନକ୍ସ୍ଟସା ରେ ବାସ କରିବ।

ଦିତୀୟ ବିବରଣ 4:45

ଏହିସବୁ ପ୍ରମାଣିତ ବାକ୍ଯ, ନିଯମ, ବ୍ଯବସ୍ଥା ଯାହାକି ମାଶାେ ଇଶ୍ରାୟେଲର ଲୋକମାନଙ୍କୁ ଦେଲେ, ଯେତବେେଳେ ମିଶରରକ୍ସ୍ଟ ବାହାରି ଆସିଲେ।

ଯୋହନଲିଖିତ ସୁସମାଚାର 1:17

ମାଶାଙ୍କେ ଦ୍ବାରା ଆମ୍ଭକୁ ନିୟମ ମିଳିଲା, କିନ୍ତୁ ଯୀଶୁ ଖ୍ରୀଷ୍ଟଙ୍କ ଦ୍ବାରା ଅନୁଗ୍ରହ ଓ ସତ୍ଯ ମାର୍ଗ ଆସିଲା।

ଗାଲାତୀୟଙ୍କ ପ୍ରତି ପତ୍ର 4:24

ଏହି ସତ୍ଯ କାହାଣୀ ଗୋଟିଏ ଅର୍ଥ ପ୍ରକାଶ କରେ। ଦୁଇଜଣ ସ୍ତ୍ରୀ ଦୁଇ ପ୍ରକାରର ଚୁକ୍ତିକୁ ଦର୍ଶାନ୍ତି। ଗୋଟିଏ ଚୁକ୍ତି ସୀନୟ ପର୍ବତଠା ରେ ହାଇେଥିଲା। ଏହି ଚୁକ୍ତି ଉଦ୍ଦେଶ୍ଯ ରେ ଯେଉଁ ଲୋକମାନେ ଜନ୍ମ ହୁଅନ୍ତି, ସମାନେେ କ୍ରୀତଦାସ ଭଳି। ଏହି ଚୁକ୍ତି ହାଗାର ନାମ୍ନୀ ଏକ ସ୍ତ୍ରୀ ସହିତ ସଂୟୁକ୍ତ।

ଏବ୍ରୀ 12:18

ତୁମ୍ଭମାନେେ ଗୋଟିଏ ନୂଆ ଜାଗାକୁ ଆସିଛ। ଏହି ସ୍ଥାନଟି ଇଶ୍ରାୟେଲୀୟମାନେ ଆସିଥିବା ପର୍ବତ ଭଳି ଜାଗା ନୁହେଁ। ତୁମ୍ଭମାନେେ ଗୋଟିଏ ଛୁଇଁ ପାରୁଥିବା ଓ ନିଆଁ ରେ ଜଳୁଥିବା ପର୍ବତ ପାଖକୁ ଆସି ନାହଁ। ତୁମ୍ଭମାନେେ ଅନ୍ଧାରୁଆ, ଝାପ୍ସା ଓ ଝଡ଼ ହେଉଥିବା ସ୍ଥାନକୁ ଆସି ନାହଁ।

Interlinear

Choose Theme