Home Bibles ଲେବୀୟ ପୁସ୍ତକ 27:8 · ଓଡ଼ିଆ ବାଇବେଲ
ଲେବୀୟ ପୁସ୍ତକ 27:8 · ଓଡ଼ିଆ ବାଇବେଲ

ଯଦି ଲୋକଟି ଅତି ଦରିଦ୍ର ଓ ନିରୂପିତ ମୂଲ୍ଯ ଦଇେ ପାରିବ ନାହିଁ, ତବେେ ତାକୁ ଯାଜକ ନିକଟକୁ ଅଣାୟିବ, ଯାଜକ ତାହାର ମୂଲ୍ଯ ନିରୂପିତ କରିବ। ମାନତକାରୀର ଶକ୍ତି ଅନୁସାରେ ଯାଜକ ତାହାର ମୂଲ୍ଯ ନିରୂପଣ କରିବ।

Cross references

ଲେବୀୟ ପୁସ୍ତକ 5:7

ଯଦି ସେ ମଷେ ଶାବକ ଦବୋକୁ ଅକ୍ଷମ ଦବେେ ସେ ଦୁଇଟି କପୋତ କିମ୍ବା ଦୁଇଟି ପାରାଛୁଆ ଆପଣା କୃତ ଦୋଷାର୍ଥକ ବଳିଦାନ ରୂପେ ଆଣିବ। ତହିଁରୁ ଗୋଟିଏ ପାପ ନିମନ୍ତେ ଓ ଅନ୍ୟଟି ହାମବେଳି ନିମନ୍ତେ ସଦାପ୍ରଭୁଙ୍କ ଉଦ୍ଦେଶ୍ଯ ରେ ଉତ୍ସର୍ଗ କରିବ।

ଲେବୀୟ ପୁସ୍ତକ 5:11

ଯଦି ସେ ଦୁଇଟି କପୋତ ଛୁଆ କିମ୍ବା ଦୁଇଟି ପାରା ଛୁଆ ଆଣିବାକୁ ଅସମର୍ଥ ହୁଏ ତବେେ ସେ ପାପାର୍ଥକ ନବୈେଦ୍ଯ ପାଇଁ ଐଫାର ଦଶମାଂଶ ସରୁ ମଇଦା ଆଣିବା ଉଚିତ୍, ସେଥି ରେ ତୈଳ ଦବୋ ଉଚିତ୍ ନୁହେଁ କି ସୁଗନ୍ଧି ହବୋ ଉଚିତ୍ ନୁହଁ କାରଣ ତାହା ପାପାର୍ଥକ ନବୈେଦ୍ଯ ।

ଲେବୀୟ ପୁସ୍ତକ 12:8

ଯାଜକ ସଗେୁଡିକୁ ସଦାପ୍ରଭୁଙ୍କୁ ଉତ୍ସର୍ଗ କରିବା ଉଚିତ୍ ଏବଂ ଏହି ପ୍ରକାର ତା'ର ପ୍ରଯଶ୍ଚିତ ହୁଏ ଏବଂ ତା'ର ଶୁଦ୍ଧି ହୁଏ। ପୁତ୍ର ବା କନ୍ଯା ପ୍ରସବକାରିଣୀ ସ୍ତ୍ରୀ ପ୍ରତି ଶୁଚି ନିମନ୍ତେ ଏହିସବୁ ବ୍ଯବସ୍ଥା ଅଟେ।

ଲେବୀୟ ପୁସ୍ତକ 14:21

ଆଉ ଯଦି ଲୋକଟି ଦରିଦ୍ର ଓ ସେ ସମସ୍ତ ଦ୍ରବ୍ଯ ଦବୋକୁ ଅକ୍ଷମ, ତବେେ ସେ ନିଜର ପ୍ରାଯଶ୍ଚିତ ପାଇଁ ଦୋଳନୀଯ ନବୈେଦ୍ଯ ରୂପେ ଦୋଷାର୍ଥକ ବଳି ପାଇଁ ଗୋଟିଏ ମଷେବତ୍ସା ଓ ଶସ୍ଯ ନବୈେଦ୍ଯରୂପେ ଏକ ଐଫାର ଦଶମାଂଶ ତୈଳ ମିଶ୍ରିତ ସରୁ ମଇଦା ଓ ଏକ ଲୋଗ୍ ତୈଳ ଆଣିବ।

ଦିତୀୟ ରାଜାବଳୀ 7:5

ତେଣୁ ସହେିଦିନ ସନ୍ଧ୍ଯା ରେ ସେ ଗ୍ଭରିଜଣ କୁଷ୍ଠୀ ଅରାମୀଯ ଶିବିରକୁ ଗଲେ। ସମାନେେ ଅରାମୀଯ ଶିବିରର ବାହାର ସୀମା ରେ ପହଞ୍ଚି ଦେଖିଲେ, ସଠାେରେ କୌଣସି ମନୁଷ୍ଯ ନାହିଁ।

ଯିରିମିୟ 5:7

ପରମେଶ୍ବର ପୁଣି କହିଲେ, ଏ ଯିହୁଦା, ତୁମ୍ଭେ ଗୋଟିଏ କାରଣ ଦିଅ, ଆମ୍ଭେ ତୁମ୍ଭକୁ କାହିଁକି କ୍ଷମା କରିବା ? ତୁମ୍ଭର ସନ୍ତାନମାନେ ଆମ୍ଭକୁ ପରିତ୍ଯାଗ କରିଛନ୍ତି। ଯେଉଁମାନେ ଈଶ୍ବର ନୁହଁନ୍ତି ସମାନେେ ସମାନଙ୍କେ ନାମ ରେ ଶପଥ କରିଅଛନ୍ତି। ଆମ୍ଭେ ସମାନଙ୍କେୁ ସମସ୍ତ ଭୋଜନ ଦଇେ ପରିତୃପ୍ତ କରାଇଲେ ମଧ୍ଯ ସମାନେେ ବ୍ଯଭିଚାରୀ ହେଲେ। ସମାନେେ ଦଳ ଦଳ ହାଇେ ବେଶ୍ଯାମାନଙ୍କ ଗୃହ ରେ ବହୁ ସମୟ ଅତିବାହିତ କଲେ।

ମାର୍କଲିଖିତ ସୁସମାଚାର 14:7

କାରଣ ଗରିବମାନେ ତ ସବୁବେଳେ ତୁମ୍ଭ ପାଖ ରେ ରହିବେ। ତୁମ୍ଭେ ଯେତବେେଳେ ଚିହିଁବ, ସମାନଙ୍କେୁ ସାହାୟ୍ଯ କରି ପାରିବ। କିନ୍ତୁ ତୁମ୍ଭମାନେେ ମାେତେ ସଦା ବେଳେ ପାଇବ ନାହିଁ।

ଲୂକଲିଖିତ ସୁସମାଚାର 21:1

ଯୀଶୁ ଦେଖିଲେ ଯେ କେତକେ ଧନୀଲୋକ ମନ୍ଦିରର ଦାନବାକ୍ସ ରେ ପରମେଶ୍ବରଙ୍କ ପାଇଁ ଦାନ ଦେଉଛନ୍ତି।

କରିନ୍ଥୀୟଙ୍କ ପ୍ରତି ଦ୍ୱିତୀୟ ପତ୍ର 8:12

ଯଦି ତୁମ୍ଭମାନଙ୍କର ଦାନ ଦବୋର ଇଚ୍ଛା ଅଛି, ତା' ହେଲେ ତୁମ୍ଭମାନଙ୍କର ଦାନ ଗ୍ରହଣୀୟ ହବେ। ତୁମ୍ଭମାନଙ୍କ ପାଖ ରେ ଯାହା ଅଛି, ସହେି ଅନୁସାରେ ତୁମ୍ଭମାନଙ୍କ ଦାନ ଗ୍ରାହ୍ଯ କରାୟିବ ; ତୁମ୍ଭମାନଙ୍କ ପାଖ ରେ ଯାହା ନାହିଁ, ସେ ଅନୁସାରେ ନୁହେଁ।

Interlinear

Choose Theme