Home Bibles ଲେବୀୟ ପୁସ୍ତକ 3:1 · ଓଡ଼ିଆ ବାଇବେଲ
ଲେବୀୟ ପୁସ୍ତକ 3:1 · ଓଡ଼ିଆ ବାଇବେଲ

ଯବେେ କୌଣସି ବ୍ଯକ୍ତି ମଙ୍ଗଳାର୍ଥକ ନବୈେଦ୍ଯ ଉତ୍ସର୍ଗ କରୁଥାଏ, ତବେେ ସେ ତା'ର ପଲରୁ ଅଣ୍ଡିରା କିମ୍ବା ମାଈ ପଶୁଟିଏ ଆଣିବ। ସେ ସଦାପ୍ରଭୁଙ୍କ ଛାମୁକୁ ନିଖୁଣ ପଶୁ ଆଣିବା ଉଚିତ୍।

Cross references

ଯାତ୍ରା ପୁସ୍ତକ 20:24

ତୁମ୍ଭମାନେେ ମାଟି ରେ ଏକ ସ୍ବତନ୍ତ୍ର ୟଜ୍ଞବଦେୀ ମାେ ପାଇଁ ନିର୍ମାଣ କରିବ ଏବଂ ତୁମ୍ଭମାନଙ୍କ ମଷେ ଓ ଗୋରୁଗାଈରୁ ସଠାେରେ ହାମବେଳି, ମଙ୍ଗଳାର୍ଥକ ବଳି ଉତ୍ସର୍ଗ କର। ମୁଁ ତୁମ୍ଭମାନଙ୍କୁ ସବୁଠା ରେ ଆଶୀର୍ବାଦ କରିବା ପାଇଁ ଆସିବି ଯେଉଁଠା ରେ ତୁମ୍ଭମାନେେ ମାେତେ ସ୍ମରଣ କରିବ।

ଯାତ୍ରା ପୁସ୍ତକ 24:5

ଏହାପରେ ମାଶାେ ଇଶ୍ରାୟେଲର ୟୁବକମାନଙ୍କୁ ବଳିଦାନ ଉତ୍ସର୍ଗ କରିବା ପାଇଁଁ ପଠାଇଲେ। ସହେି ୟୁବକଗଣ ପରମେଶ୍ବରଙ୍କ ନିକଟରେ ହାମବେଳି ଓ ମଙ୍ଗଳାର୍ଥକ ବଳି ସ୍ବରୂପେ ବୃଷଭମାନଙ୍କୁ ବଳିଦାନ ଦେଲେ।

ଯାତ୍ରା ପୁସ୍ତକ 29:28

ଇଶ୍ରାୟେଲୀୟମାନେ ସର୍ବଦା ହାରୋଣ ଏବଂ ତାଙ୍କର ପୁତ୍ରମାନଙ୍କୁ ଏହିସବୁ ଅଂଶ ଦବେେ। ଯେତବେେଳେ ଇଶ୍ରାଯୋଲର ଲୋକମାନେ ସହେିସବୁ ନବୈେଦ୍ଯ ଦବେେ ସହେି ସମୟରେ ହାରୋଣ ଏବଂ ତାଙ୍କର ପୁତ୍ରମାନେ ଏହିସବୁ ଅଂଶ ପାଇବେ। ସମାନେେ ଯାଜକକୁ ଯେତବେେଳେ ଏହିସବୁ ଅଂଶ ଦବେେ, ଏହା ୟାୟକମାନଙ୍କ ଦ୍ବାରା ଗ୍ରହଣ କରାୟିବ।

ଲେବୀୟ ପୁସ୍ତକ 1:3

ସେ ଯଦି ନିଜ ଗୋଠରୁ ଗାଈ ହାମବେଳି ରୂପେ ଉତ୍ସର୍ଗ କରେ, ତବେେ ତାହା ନିଶ୍ଚିତ ନିଖୁଣ ଅଣ୍ଡିରା ବାଛୁରୀ ହାଇେଥିବ ଓ ସେ ତାକୁ ସମାଗମ ତମ୍ବୁର ଦ୍ବାର ନିକଟକୁ ଆଣିବ। ତାହାହେଲେ ତାହା ସଦାପ୍ରଭୁଙ୍କ ଦ୍ବାରା ଗୃହୀତ ହବେ।

ଲେବୀୟ ପୁସ୍ତକ 1:10

ଯଦି ସେ ମଷେ କିମ୍ବା ଛାଗ ଆପଣା ପଲରୁ ହାମବେଳି ଉତ୍ସର୍ଗ କରେ, ତବେେ ତାହା ନିଖୁଣ ପୁଂପଶୁ ହାଇେଥିବ।

ଲେବୀୟ ପୁସ୍ତକ 7:11

ସଦାପ୍ରଭୁଙ୍କ ଉଦ୍ଦେଶ୍ଯ ରେ ମଙ୍ଗଳାର୍ଥକ ବଳି ଉତ୍ସର୍ଗ କରିବା ପାଇଁ ନିମ୍ନ ବ୍ଯବସ୍ଥା ଅଟେ।

ଲେବୀୟ ପୁସ୍ତକ 9:4

ପୁଣି ସହଭାଗିତାର ବଳି ନିମନ୍ତେ ଏକ ଷଣ୍ଢ ଓ ଏକ ମଷେ ନିଅ। ସମାନେେ ସହେି ଜିନିଷଗୁଡିକ ସଦାପ୍ରଭୁଙ୍କ ସମ୍ମୁଖ ରେ ଅର୍ପଣ କରିବା ଉଚିତ୍। କାରଣ ସଦାପ୍ରଭୁ ଆଜି ସମାନଙ୍କେୁ ଦର୍ଶନ ଦେଉଛନ୍ତି।'

ଲେବୀୟ ପୁସ୍ତକ 17:5

ଏଣୁ ଇଶ୍ରାୟେଲର ସନ୍ତାନଗଣ ନିଜ ନିଜର ଯେଉଁ ବଳି କ୍ଷେତ୍ରକୁ ନିଅନ୍ତି, ସେ ସମସ୍ତ ସମାଗମ ତମ୍ବୁର ଦ୍ବାର ରେ ଯାଜକ ନିକଟକୁ ଆଣିବେ ଓ ସଦାପ୍ରଭୁଙ୍କ ଉଦ୍ଦେଶ୍ଯ ରେ ମଙ୍ଗଳାର୍ଥକ ବଳିଦାନ ନିମନ୍ତେ ଉତ୍ସର୍ଗ କରିବେ।

ଲେବୀୟ ପୁସ୍ତକ 22:19

ସମାନେେ ଗ୍ରାହ୍ଯ ହବୋ ନିମନ୍ତେ ନିଖୁଣ ଅଣ୍ଡିରା ମଷେ, ଗୋରୁ କିମ୍ବା ପୁଂଛାଗ ଉତ୍ସର୍ଗ କରିବା ଉଚିତ୍।

ଲେବୀୟ ପୁସ୍ତକ 22:21

ମାତ୍ର କୌଣସି ଲୋକ ମାନସିକ ସିଦ୍ଧି ନିମନ୍ତେ ଅବା ସ୍ବେଚ୍ଛାଦତ୍ତ ଉପହାର ନିମନ୍ତେ ଗୋଠରୁ ଅବା ପଲରୁ ସଦାପ୍ରଭୁଙ୍କ ଉଦ୍ଦେଶ୍ଯ ରେ ମଙ୍ଗଳାର୍ଥକ ବଳି ଉତ୍ସର୍ଗ କରେ, ତବେେ ତାହା ଗ୍ରାହ୍ଯ ହବୋ ନିମନ୍ତେ ନିଖୁଣ ପଶୁ ହବେ ଓ ତାହାଠା ରେ କୌଣସି ଖୁଣ ନଥିବ।

ଗଣନା ପୁସ୍ତକ 6:14

ପୁଣି ସେ ସଦାପ୍ରଭୁଙ୍କ ପାଇଁ ତାହାର ଭଟେି ଆଣିବ ଗୋଟିଏ ଏକବର୍ଷୀଯ ହୃଷ୍ଟପୃଷ୍ଟ ଫୁ ମଷେ ହାମବେଳି ପାଇଁ ଆଣିବ। ଗୋଟିଏ ହୃଷ୍ଟପୃଷ୍ଟ ମଷେ ପାପାର୍ଥକ ବଳି ନିମନ୍ତେ ଓ ଗୋଟିଏ ହୃଷ୍ଟପୃଷ୍ଟ ଅଣ୍ତିରା ମେଣ୍ତା ମଙ୍ଗଳାର୍ଥକ ନବୈେଦ୍ଯକୁ ରୂପେ ଉତ୍ସର୍ଗ କରିବ।

ଗଣନା ପୁସ୍ତକ 7:17

ପ୍ରତ୍ୟେକ ଅଧିପତି ପାପ ପାଇଁ ଗୋଟିଏ ଛାଗ ଉତ୍ସର୍ଗ କଲେ, ପ୍ରତ୍ୟେକ ଅଧିପତି ଶାନ୍ତି ବଳରୂପେ ଦୁଇଟି ଗୋରୁ, ପାଞ୍ଚ ମେଷ, ପାଞ୍ଚ ଛାଗ ଓ ଏକବର୍ଷୀୟ ପାଞ୍ଚ ମେଷବତ୍ସ ଉତ୍ସର୍ଗ କଲେ।

ବିଚାରକର୍ତାମାନଙ୍କ ବିବରଣ 20:26

ଏହାପରେ ଇଶ୍ରାୟେଲର ସମସ୍ତ ଲୋକ ବୈଥଲହମେକକ୍ସ୍ଟ ଗଲେ। ସହେି ସ୍ଥାନ ରେ ସମାନେେ ବସି ସଦାପ୍ରଭୁଙ୍କୁ ଗକ୍ସ୍ଟହାରି ଜଣାଇଲେ। ସମାନେେ ସଠାେରେ ଦିନ ତମାମ କିଛି ଖାଇଲେ ନାହିଁ। ସମାନେେ ମଧ୍ଯ ମଦାପ୍ରଭକ୍ସ୍ଟଙ୍କକ୍ସ୍ଟ ହାମବେଳି ଓ ମଙ୍ଗଳାର୍ଥକ ବଳି ପ୍ରଦାନ କଲେ।

ବିଚାରକର୍ତାମାନଙ୍କ ବିବରଣ 21:4

ତା'ପରଦିନ ଠିକ୍ ସକାଳେ ଇଶ୍ରାୟେଲର ଲୋକମାନେ ଏକ ୟଜ୍ଞବଦେୀ ସ୍ଥାପନ କଲେ। ସମାନେେ ସଠାେରେ ହାମବେଳି ଓ ମଙ୍ଗଳାର୍ଥକ ବଳି ଉତ୍ସର୍ଗ କଲେ।

ପ୍ରଥମ ବଂଶାବଳୀ 21:26

ସଦାପ୍ରଭୁଙ୍କର ଉପାସନା କରିବା ନିମନ୍ତେ ଦାଉଦ ଏକ ୟଜ୍ଞବଦେୀ ନିର୍ମାଣ କଲେ। ଦାଉଦ ହାମବେଳି ଏବଂ ମଙ୍ଗଳାର୍ଥକ ବଳି ଉତ୍ସର୍ଗ କଲେ। ଦାଉଦ ସଦାପ୍ରଭୁଙ୍କ ନିକଟରେ ପ୍ରାର୍ଥନା କଲେ। ସଦାପ୍ରଭୁ ସ୍ବର୍ଗରୁ ଅଗ୍ନି ପଠାଇ ଦାଉଦଙ୍କୁ ପ୍ରାର୍ଥନାର ଉତ୍ତର ଦେଲେ। ହାମବେଳି, ନବୈେଦ୍ଯ ଉପରେ ସହେି ଅଗ୍ନି ଅବତରଣ କଲା।

ହିତୋପଦେଶ 7:14

ମଙ୍ଗଳାର୍ଥକ ବଳି ଅଛି। ଆଜି ମୁଁ ମାରେପ୍ରତିଜ୍ଞା ପୂର୍ଣ୍ଣ କରିଅଛି।

ଯିହିଜିକଲ 45:15

ଆଉ ଇଶ୍ରାୟେଲର ଭଲ ଜଳ ହାଇେଥିବା ଚାରଣଭୂମି ସ୍ଥାନରୁ ପଲର 200 ମଷେ ମଧ୍ଯରୁ ଏକ ମଷେ ଦବେ। ତାହା ଲୋକମାନଙ୍କ ନିମନ୍ତେ ବିଶଷେ ନବୈେଦ୍ଯ ହବେ।

ଆମୋଷ 5:22

ଏପରିକି ତୁମ୍ଭେ ହାମବେଳି ଓ ଭୈକ୍ଷ୍ଯ ନବୈେଦ୍ଯ ଅର୍ପଣ କଲେ ହେଁ ଆମ୍ଭେ ସଗେୁଡିକୁ ଗ୍ରହଣ କରିବା ନାହିଁ। ଆଉ ମଧ୍ଯ ମଙ୍ଗଳ ବିଧାନ ପାଇଁ ବଳି ଯୋଗ୍ଯ ପୁଷ୍ଟ ପଶୁଗଣ ପ୍ରତି ଆମ୍ଭେ ଦୃଷ୍ଟି ଦବୋ ନାହିଁ।

ମଲାଖୀ 1:8

ତୁମ୍ଭମାନେେ ୟଜ୍ଞବଦେୀ ନିମନ୍ତେ ଅନ୍ଧ ପଶୁ ବଳିଦାନ କରୁଛ, ଏହା କ'ଣ ଭୂଲ୍ ନୁହେଁ? ତୁମ୍ଭମାନେେ ଯେଉଁ େଛାଟ ଓ ରୋଗୀ ପଶୁଗୁଡିକୁ ଉତ୍ସର୍ଗ କରୁଛ ତାହା ମଧ୍ଯ ଭୁଲ୍ ନୁହେଁ କି? ତୁମ୍ଭମାନେେ ଯଦି ସହେି ଭଟେି ତୁମ୍ଭମାନଙ୍କର ଶାସକକୁ ଦିଅ, ସେ କ'ଣ ସନ୍ତୁଷ୍ଟ ହବେେ? ନା, ସେ କବେେ ହେଲେ ସେ ଭଟେି ଗ୍ରହଣ କରିବେ ନାହିଁ। ସର୍ବଶକ୍ତିମାନ ସଦାପ୍ରଭୁ ଏହି ସବୁ କହିଥିଲେ।

ମଲାଖୀ 1:14

କେତକେ ଲୋକ ଅଛନ୍ତି ଯେଉଁମାନେ ଶପଥ ନିଅନ୍ତି, ଭଲ ସୁସ୍ଥ ପଶୁକୁ ବଳିଦବୋ ପାଇଁ, କିନ୍ତୁ ଶଷେ ରେ ସମାନେେ ରୁଗ୍ଣ ପଶୁକୁ ସଦାପ୍ରଭୁଙ୍କୁ ଉତ୍ସର୍ଗ କରନ୍ତି। ସେଥିପାଇଁ ସମାନେେ ଅଭିଶପ୍ତ ହବେେ। ଆମ୍ଭେ ଜଣେ ମହାନ୍ ରାଜା ଅଟୁ। ଆମ୍ଭକୁ ତୁମ୍ଭମାନେେ ସମ୍ମାନ କରିବା ଉଚିତ ଓ ସମଗ୍ର ବିଶ୍ବ ଆମ୍ଭକୁ ଭୟ ଓ ସମ୍ମାନ କରିବା ଉଚିତ୍। ସର୍ବଶକ୍ତିମାନ ସଦାପ୍ରଭୁ ଏହିସବୁ କହିଥିଲେ।

ରୋମୀୟଙ୍କ ପ୍ରତି ପତ୍ର 5:1

ଆମ୍ଭର ବିଶ୍ବାସ ହତେୁ ଆମ୍ଭକୁ ପରମେଶ୍ବରଙ୍କଠା ରେ ଧାର୍ମିକ କରାଯାଇଛି। ସେଥିପାଇଁ ପ୍ରଭୁ ଯୀଶୁଖ୍ରୀଷ୍ଟଙ୍କ ମାଧ୍ଯମ ରେ ପରମେଶ୍ବରଙ୍କ ସହିତ ଆମ୍ଭେ ଶାନ୍ତି ରେ ଅଛୁ। ବିଶ୍ବାସ ଦ୍ବାରା ଖ୍ରୀଷ୍ଟ ଆମ୍ଭକୁ ପରମେଶ୍ବରଙ୍କ ଅନୁଗ୍ରହର ଅଧୀନ କଲେ।

କଲସୀୟଙ୍କ ପ୍ରତି ପତ୍ର 1:20

ଖ୍ରୀଷ୍ଟଙ୍କ ମାଧ୍ଯମ ରେ ପରମେଶ୍ବର ପୁଣି ଥରେ ସମସ୍ତ ପୃଥିବୀର ବିଷୟ ହେଉ ବା ସ୍ବର୍ଗର ବିଷୟ ହେଉ ନିଜ ସହିତ ମିଳିତ କରିବାକୁ ପସନ୍ଦ କଲେ। ଖ୍ରୀଷ୍ଟଙ୍କ କ୍ରୁଶର ରକ୍ତ ଦ୍ବାରା ପରମେଶ୍ବର ଶାନ୍ତି ଆଣିଲେ।

ଏବ୍ରୀ 10:22

ଆମ୍ଭର ଦହେ ଶୁଦ୍ଧ ଜଳ ରେ ସ୍ନାନ କରିଛି। ଅତଏବ ପରମେଶ୍ବରଙ୍କ ପାଖକୁ ସତ୍ଯନିଷ୍ଠା ହୃଦୟ ରେ ଆସ। ଆମ୍ଭ ବିଶ୍ବାସ ହତେୁ ଆମ୍ଭେ ନିଶ୍ଚିତତା ଅନୁଭବ କରିବା ଉଚିତ୍।

ଯୋହନଙ୍କ ପ୍ରଥମ ପତ୍ର 1:3

ବର୍ତ୍ତମାନ ତୁମ୍ଭମାନଙ୍କୁ ସହେି ସମ୍ବନ୍ଧ ରେ କହିବୁ ଯାହା ଆମ୍ଭମାନେେ ଦେଖିଛୁ ଓ ଶୁଣିଛୁ। କାରଣ ଏହା ଦ୍ବାରା ତୁମ୍ଭମାନେେ ଆମ୍ଭର ସହଭାଗୀ ହାଇପୋରିବ। ପରମପିତା ଓ ତାହାଙ୍କ ପୁତ୍ର ଯୀଶୁଖ୍ରୀଷ୍ଟଙ୍କ ସହ ଆମ୍ଭେ ମଧ୍ଯ ସହଭାଗୀ।

Interlinear

Choose Theme