Home Bibles ଲେବୀୟ ପୁସ୍ତକ 3:6 · ଓଡ଼ିଆ ବାଇବେଲ
ଲେବୀୟ ପୁସ୍ତକ 3:6 · ଓଡ଼ିଆ ବାଇବେଲ

ଯବେେ କହେି ସଦାପ୍ରଭୁଙ୍କ ଉଦ୍ଦେଶ୍ଯ ରେ ଉତ୍ସର୍ଗ ମଷେ କିମ୍ବା ଛଳେି ମଧ୍ଯରୁ ମଙ୍ଗଳାର୍ଥକ ନବୈେଦ୍ଯ କରେ ତବେେ ସେ ନିଖୁଣ ଅଣ୍ଡିରା କିମ୍ବା ମାଈ ମଷେ ବା ଛଳେି ଉତ୍ସର୍ଗ କରିବ।

Cross references

ଲେବୀୟ ପୁସ୍ତକ 1:2

ତୁମ୍ଭେ ଇଶ୍ରାୟେଲ ସନ୍ତାନଗଣଙ୍କୁ କୁହ, ତୁମ୍ଭମାନଙ୍କ ମଧ୍ଯରୁ କହେି ଯଦି ସଦାପ୍ରଭୁଙ୍କ ଉଦ୍ଦେଶ୍ଯ ରେ ନବୈେଦ୍ଯ ଉତ୍ସର୍ଗ କରେ, ତବେେ ସେ ନିଜ ପାଳିତ ଗୋରୁ, ମଷେ କିମ୍ବା ଛଳେି ଉତ୍ସର୍ଗ କରୁ।

ଲେବୀୟ ପୁସ୍ତକ 1:10

ଯଦି ସେ ମଷେ କିମ୍ବା ଛାଗ ଆପଣା ପଲରୁ ହାମବେଳି ଉତ୍ସର୍ଗ କରେ, ତବେେ ତାହା ନିଖୁଣ ପୁଂପଶୁ ହାଇେଥିବ।

ଲେବୀୟ ପୁସ୍ତକ 3:1

ଯବେେ କୌଣସି ବ୍ଯକ୍ତି ମଙ୍ଗଳାର୍ଥକ ନବୈେଦ୍ଯ ଉତ୍ସର୍ଗ କରୁଥାଏ, ତବେେ ସେ ତା'ର ପଲରୁ ଅଣ୍ଡିରା କିମ୍ବା ମାଈ ପଶୁଟିଏ ଆଣିବ। ସେ ସଦାପ୍ରଭୁଙ୍କ ଛାମୁକୁ ନିଖୁଣ ପଶୁ ଆଣିବା ଉଚିତ୍।

ଲେବୀୟ ପୁସ୍ତକ 19:5

ତୁମ୍ଭମାନେେ ଯଦି ସଦାପ୍ରଭୁଙ୍କ ଉଦ୍ଦେଶ୍ଯ ରେ ମଙ୍ଗଳାର୍ଥକ ବଳିଦାନ କର, ତବେେ ତାହା ଗୃହୀତ ହବୋ ପାଇଁ ବିଧି ଅନୁସାରେ ଉତ୍ସର୍ଗ କରିବ।

ଲେବୀୟ ପୁସ୍ତକ 23:19

ତା'ପରେ ତୁମ୍ଭମାନେେ ପାପାର୍ଥକ ବଳି ନିମନ୍ତେ ଏକ ଛାଗ ଓ ମଙ୍ଗଳାର୍ଥକ ବଳି ନିମନ୍ତେ ଦୁଇଟି ଏକ ବର୍ଷୀଯ ମଷେବତ୍ସ ଉତ୍ସର୍ଗ କରିବ।

ଗଣନା ପୁସ୍ତକ 6:14

ପୁଣି ସେ ସଦାପ୍ରଭୁଙ୍କ ପାଇଁ ତାହାର ଭଟେି ଆଣିବ ଗୋଟିଏ ଏକବର୍ଷୀଯ ହୃଷ୍ଟପୃଷ୍ଟ ଫୁ ମଷେ ହାମବେଳି ପାଇଁ ଆଣିବ। ଗୋଟିଏ ହୃଷ୍ଟପୃଷ୍ଟ ମଷେ ପାପାର୍ଥକ ବଳି ନିମନ୍ତେ ଓ ଗୋଟିଏ ହୃଷ୍ଟପୃଷ୍ଟ ଅଣ୍ତିରା ମେଣ୍ତା ମଙ୍ଗଳାର୍ଥକ ନବୈେଦ୍ଯକୁ ରୂପେ ଉତ୍ସର୍ଗ କରିବ।

ଯିଶାଇୟ 60:7

କଦରରେ ସମସ୍ତ ମଷେ ତୁମ୍ଭ ନିକଟରେ ଏକତ୍ରୀତ ହବେେ ଓ ନବାଯୋତର ମଷେପଲ ତୁମ୍ଭର ସବୋ କରିବେ। ସମାନେେ ଆମ୍ଭଦ୍ବାରା ଗ୍ରାହ୍ଯ ହାଇେ ଆମ୍ଭ ୟଜ୍ଞବଦେୀ ନିକଟକୁ ଆସିବେ ଓ ଆମ୍ଭେ ଆମ୍ଭର ଭୂଷଣସ୍ବରୂପ ମନ୍ଦିରକୁ ଭୂଷତ କରିବା।

ରେରିତମାନଙ୍କ କାର୍ଯ୍ୟର ବିବରଣ 4:27

ଯେତବେେଳେ ହରେୋଦ, ପନ୍ତିୟ ପୀଲାତ, ଇଶ୍ରାୟେଲ ଅନ୍ୟ ଦେଶୀୟମାନେ ମିଳିତ ହାଇେ ଏହି ସହର ରେ ଜମା ହାଇେ ତୁମ୍ଭର ପବିତ୍ର ସବେକ ଯୀଶୁଙ୍କ ବିରୁଦ୍ଧ ରେ ଠିଆ ହେଲେ ସେତବେେଳେ ଏହା ପ୍ରକୃତ ରେ ସଫଳ ହେଲା। ସହେି ଯୀଶୁଙ୍କୁ ତୁମ୍ଭେ ଖ୍ରୀଷ୍ଟ ରୂପେ ମନୋନୀତ କରିଥିଲ।

ରୋମୀୟଙ୍କ ପ୍ରତି ପତ୍ର 12:1

ସେଥିପାଇଁ ହେ ଭାଇ ଓ ଭଉଣୀମାନେ! ପରମେଶ୍ବରଙ୍କ ଅନୁଗ୍ରହକୁ ସ୍ମରଣ କରି, ତୁମ୍ଭମାନେେ ନିଜର ଜୀବନକୁ, ଏକ ଜୀବନ୍ତ ବଳିଦାନ ସ୍ବରୂପ ପରମେଶ୍ବରଙ୍କୁ ଅର୍ପଣ କର।ଏହା କବଳେ ତାହାଙ୍କୁ ସମର୍ପିତ ହବେ। ଏହା ପରମେଶ୍ବରଙ୍କୁ ଅତି ପ୍ରସନ୍ନ କରିବ। ଏହି ସମର୍ପଣ, ତୁମ୍ଭମାନଙ୍କ ପାଇଁ ପରମେଶ୍ବରଙ୍କ ଆତ୍ମୀକ ଉପାସନା ଅଟେ।

ଗାଲାତୀୟଙ୍କ ପ୍ରତି ପତ୍ର 3:28

ଅତଏବ ଖ୍ରୀଷ୍ଟଙ୍କଠା ରେ ତୁମ୍ଭେ ସମସ୍ତେ ଏକ ହାଇେଥିବା କାରଣରୁ ଯିହୂଦୀ ଓ ଗ୍ରୀକ୍, ଦାସ ଓ ସ୍ବାଧୀନଲୋକ, ପୁରୁଷ ଓ ମହିଳା କାହାରି ଭିତ ରେ କୌଣସି ଭଦେ ରହିଲା ନାହିଁ।

ଗାଲାତୀୟଙ୍କ ପ୍ରତି ପତ୍ର 4:4

କିନ୍ତୁ ଉଚିତ୍ ସମୟ ଉପସ୍ଥିତ ହବୋରୁ ପରମେଶ୍ବର ନିଜ ପୁତ୍ରଙ୍କୁ ପଠାଇଲେ। ସେ ଜଣେ ସ୍ତ୍ରୀଙ୍କଠାରୁ ଜନ୍ମ ଗ୍ରହଣ କରିଥିଲେ ଓ ବ୍ଯବସ୍ଥା ଅଧିନ ରେ ଜୀବନଯାପନ କରୁଥିଲେ।

ଏଫିସୀୟଙ୍କ ପ୍ରତି ପତ୍ର 1:10

ପରମେଶ୍ବରଙ୍କର ଯୋଜନା ଥିଲା ଯେ ଉଚିତ୍ ସମୟ ଉପସ୍ଥିତ ହେଲେ, ଖ୍ରୀଷ୍ଟଙ୍କଠା ରେ ବିଶ୍ବାସ କରୁଥିବା ସ୍ବର୍ଗ ଓ ପୃଥିବୀର ସମସ୍ତ ବସ୍ତୁଗୁଡିକୁ ଏକତ୍ର କରିବେ ଓ ଖ୍ରୀଷ୍ଟ ତହିଁର ମସ୍ତକ ସ୍ବରୂପ ହବେେ।

ଏଫିସୀୟଙ୍କ ପ୍ରତି ପତ୍ର 2:13

ସେତବେେଳେ ତୁମ୍ଭମାନେେ ପରମେଶ୍ବରଙ୍କଠାରୁ ଦୂର ରେ ଥିଲ। କିନ୍ତୁ ଏବେ ଖ୍ରୀଷ୍ଟ ଯୀଶୁଙ୍କଠା ରେ ବିଶ୍ବାସ ଥିବା ହତେୁ ତୁମ୍ଭେ ତାଙ୍କର ନିକଟବର୍ତ୍ତୀ ହାଇେଛ। ଖ୍ରୀଷ୍ଟଙ୍କର ରକ୍ତ ଦ୍ବାରା ତୁମ୍ଭେ ପରମେଶ୍ବରଙ୍କର ନିକଟତର ହାଇେଛ।

ତୀତସଙ୍କ ପ୍ରତି ପତ୍ର 2:11

ଯଦି ତା'ପରେ ମଧ୍ଯ ସେ ପୁନଃ ତର୍କବିତର୍କ କରେ, ତା' ସହିତ ସମ୍ପର୍କ ରଖ ନାହିଁ। ତୁମ୍ଭେ ଜାଣି ରଖ ଯେ ସଭେଳି ଲୋକ ମନ୍ଦ ଓ ପାପୀ। ତାହାର ପାପ ପ୍ରମାଣିତ କରେ ଯେ ସେ ହେଉଛି ଦୋଷୀ।

Interlinear

Choose Theme