Home Bibles ଲେବୀୟ ପୁସ୍ତକ 4:12 · ଓଡ଼ିଆ ବାଇବେଲ
ଲେବୀୟ ପୁସ୍ତକ 4:12 · ଓଡ଼ିଆ ବାଇବେଲ

ବାହାରକୁ ନିଆୟିବା ଉଚିତ୍ ଓ ଧର୍ମକାର୍ୟ୍ଯର ପଦ୍ଧତି ପାଇଁ ଏ ସ୍ଥାନକୁ କାଠ ରଖି ଅଗ୍ନି ଦ୍ବାରା ଦଗ୍ଧ କରିବ।

Cross references

ଯାତ୍ରା ପୁସ୍ତକ 29:14

ଏହାପରେ ବାଛୁରୀର ମାଂସ, ଚର୍ମ ଏବଂ ତା'ର ଗୋବର ନଇେ ଛାଉଣୀ ବାହା ରେ ଦଗ୍ଧ କର। ଏହା ଯାଜକମାନଙ୍କ ପାଇଁ ନବୈେଦ୍ଯ ହବେ।

ଲେବୀୟ ପୁସ୍ତକ 6:4

ଏହି ଦୋଷଗୁଡିକ ମଧ୍ଯରୁ ଯେ କୌଣସି ଗୋଟିଏ କରେ ସେ ପାପୀ ବୋଲି ବିବଚେିତ ହୁଏ। ସେ ନିଶ୍ଚଯ ଫରୋଇଦବେ, ଯାହା କିଛି ସେ ଚୋରି କରିଛି କିମ୍ବା ଅନ୍ଯାଯ ଭାବରେ ଗ୍ରହଣ କରିଛି କିମ୍ବା ତାକୁ କିଛି ବିଶ୍ବାସ ରେ ଦିଆୟାଇଛି କିମ୍ବା କିଛି ଗୋଟେ ଅଧିକାର କରିଥିବା ଦ୍ରବ୍ଯ ଯାହାକି ହଜି ୟାଇଛି।

ଲେବୀୟ ପୁସ୍ତକ 6:10

ଯାଜକ ଶଣ ପୋଷାକ ଓ ଜଙ୍ଘିଆ ପରିଧାନ କରିବା ଉଚିତ୍, ଆଉ ସେ ହାମବେଳିର ଭସ୍ମ ସଂଗ୍ରହ କରିବା ଉଚିତ୍ ଓ ୟଜ୍ଞବଦେୀ ପାଶର୍‌ବା ରେ ରଖିବା ଉଚିତ୍।

ଲେବୀୟ ପୁସ୍ତକ 6:11

ତା'ପରେ ଯାଜକ ଆପଣା ବସ୍ତ୍ର ବଦଳାଇ ଅନ୍ୟ ବସ୍ତ୍ର ପିନ୍ଧିବ। ସେ ସହେି ଭସ୍ମକୁ ଛାଉଣୀ ବାହା ରେ ଏକ ଶୁଚି ସ୍ଥାନକୁ ନଇୟିବେ।

ଲେବୀୟ ପୁସ୍ତକ 6:23

ପୁଣି ଯାଜକର ପ୍ରେତ୍ୟକକ ଶସ୍ଯ ନବୈେଦ୍ଯ ସମ୍ପୂର୍ଣ୍ଣ ଦଗ୍ଧ ହବେ, ତାହା ଭୋଜନ କରାୟିବ ନାହିଁ।

ଲେବୀୟ ପୁସ୍ତକ 8:17

ମାନ୍ତ ସେ ଚର୍ମ, ମାଂସ ଓ ଗୋମଯ ନଇେ ଛାଉଣୀର ବାହା ରେ ଦଗ୍ଧ କଲେ। ସଦାପ୍ରଭୁଙ୍କ ଆଜ୍ଞା ଅନୁସାରେ ମାଶାେ ଏହା କଲେ।

ଲେବୀୟ ପୁସ୍ତକ 13:46

ତାହାଠା ରେ ଯେତଦେିନ ୟାଏ ଘା' ରହିବ, େସତଦେିନ ୟାଏ ସେ ଅଶୁଚି ରହିବ, ସେ ଅଶୁଚି ଯୋଗୁଁ ଏକାକୀ ବାସ କରିବ ଓ ଛାଉଣୀର ବାହା ରେ ତାହାର ବାସସ୍ଥାନ ରହିବ।

ଲେବୀୟ ପୁସ୍ତକ 16:27

ଯେଉଁ ପାପର୍ଥକ ବଳି ଗୋବତ୍ସ ଓ ଛାଗର ରକ୍ତ ମହାପବିତ୍ର ସ୍ଥାନକୁ ଅଣାୟାଇ ପ୍ରାଯଶ୍ଚିତ ହବୋ ପାଇଁ ଥିଲା, ସମାନଙ୍କେର ଚର୍ମ, ମାଂସ ଓ ମଳ, ଲୋକମାନେ ଛାଉଣୀ ବାହାରକୁ ନଇେ ଅଗ୍ନି ରେ ଦଗ୍ଧ କରିବେ।

ଗଣନା ପୁସ୍ତକ 5:3

ପୁରୁଷ ବା ସ୍ତ୍ରୀ ୟିଏ ହେଉନା କାହିଁକି ଛାଉଣୀର ବାହା ରେ ତୁମ୍ଭେ ସମାନଙ୍କେୁ ରଖିବ। ୟଦ୍ବାରା ଯେଉଁ ଛାଉଣୀ ମଧିଅରେ ଆମ୍ଭେ ବାସ କରୁ, ତାହା ସମାନେେ ଅଶୁଚି କରିବେ ନାହିଁ।

ଗଣନା ପୁସ୍ତକ 15:35

ତା'ପରେ ସଦାପ୍ରଭୁ ମାଶାଙ୍କେୁ କହିଲେ, ସେ ମନୁଷ୍ଯକୁ ଆଇନ ସଂଗତ ଦଣ୍ତ ଦିଆୟିବ। ସମଗ୍ର ମଣ୍ତଳୀ ତାହାକୁ ଛାଉଣୀ ବାହା ରେ ପଥର ପକାଇ ବଧ କରିବେ।

ଗଣନା ପୁସ୍ତକ 19:3

ତହୁଁ ତୁମ୍ଭମାନେେ ସହେି ଗାଈକୁ ଇଲିଯାସର ଯାଜକକୁ ଦବେ। ସେ ତାହାକୁ ଛାଉଣୀ ବାହାରକୁ ଆଣି ବଧ କରିବ।

ଗଣନା ପୁସ୍ତକ 19:5

ଆଉ ଜଣେ ତାହାର ଦୃଷ୍ଟି ଗୋଚର ରେ ସହେି ଗାଈକି ଦଗ୍ଧ କରିବ, ସେ ତାହାର ଗୋମଯ ସହିତ ଚର୍ମ, ମାଂସ ଓ ରକ୍ତ ଦଗ୍ଧ କରିବ।

ଯିହିଜିକଲ 43:21

ଏବଂ ତୁମ୍ଭେ ସହେି ପାପାର୍ଥକ ବଳି ବୃଷଭକୁ ନଇେ ପବିତ୍ର ସ୍ଥାନର ବାହା ରେ ମନ୍ଦିରର ନିରୂପିତ ସ୍ଥାନ ରେ ତାହା ଦଗ୍ଧ କରିବ।

ଏବ୍ରୀ 13:11

ମହାୟାଜକ ପଶୁମାନଙ୍କର ରକ୍ତକୁ ଅତି ପବିତ୍ର ସ୍ଥାନକୁ ନଇେ ଯାଆନ୍ତି, ଓ ପାପ ପାଇଁ ସେ ରକ୍ତକୁ ସମର୍ପଣ କରନ୍ତି। କିନ୍ତୁ ଶିବିର ବାହା ରେ ପଶୁମାନଙ୍କର ଶରୀରଗୁଡ଼ିକୁ ପୋଡ଼ି ଦିଆଯାଏ।

Interlinear

Choose Theme