ତା'ପରେ ସେ ଗୋବତ୍ସକୁ ଛାଉଣୀ ବାହାରକୁ ନଇେ ପୂର୍ବ ଗୋବତ୍ସ ପରି ତାକୁ ଦଗ୍ଧ କରିବା ଉଚିତ୍। ଏହା ସମଗ୍ର ଇଶ୍ରାୟେଲର ଲୋକମାନଙ୍କ ପାଇଁ ପାପାର୍ଥକ ନବୈେଦ୍ଯ।
Cross references
ଏହାପରେ ବାଛୁରୀର ମାଂସ, ଚର୍ମ ଏବଂ ତା'ର ଗୋବର ନଇେ ଛାଉଣୀ ବାହା ରେ ଦଗ୍ଧ କର। ଏହା ଯାଜକମାନଙ୍କ ପାଇଁ ନବୈେଦ୍ଯ ହବେ।
ସହେି ଚର୍ମ, ମଦେ, ମସ୍ତକ, ପଦ, ଅନ୍ତ, ଗୋବର ଓ ଷଣ୍ଢର ସମସ୍ତ ଅଂଶ ନଇେ ଛାଉଣୀ
ତା'ପରେ ଯାଜକ ଆପଣା ବସ୍ତ୍ର ବଦଳାଇ ଅନ୍ୟ ବସ୍ତ୍ର ପିନ୍ଧିବ। ସେ ସହେି ଭସ୍ମକୁ ଛାଉଣୀ ବାହା ରେ ଏକ ଶୁଚି ସ୍ଥାନକୁ ନଇୟିବେ।
ପୁଣି ଯାଜକର ପ୍ରେତ୍ୟକକ ଶସ୍ଯ ନବୈେଦ୍ଯ ସମ୍ପୂର୍ଣ୍ଣ ଦଗ୍ଧ ହବେ, ତାହା ଭୋଜନ କରାୟିବ ନାହିଁ।
ମାନ୍ତ ସେ ଚର୍ମ, ମାଂସ ଓ ଗୋମଯ ନଇେ ଛାଉଣୀର ବାହା ରେ ଦଗ୍ଧ କଲେ। ସଦାପ୍ରଭୁଙ୍କ ଆଜ୍ଞା ଅନୁସାରେ ମାଶାେ ଏହା କଲେ।
ଏହାପରେ ହାରୋଣ ଲୋକମାନଙ୍କର ପାପାର୍ଥକ ବଳିର ଛାଗ ନଇେ ବଧ କରିବ ଓ ତାହାର ରକ୍ତ ବିଚ୍ଛଦବେସ୍ତ୍ରର ଭିତରକୁ ଆଣି, ଯେପରି ଗୋବତ୍ସ ରକ୍ତ ନଇେ କରିଥିଲା, ସହେିପରି ତାହାର ରକ୍ତ ନଇେ କରିବ। ଅର୍ଥାତ୍ ପାପାଚ୍ଛାଦନ ଉପରେ ଓ ପାପାଚ୍ଛଦନ ସମ୍ମୁଖ ରେ ତାହା ଛିଞ୍ଚିବ।
ପୁଣି ହାରୋଣ ସହେି ଜିଅନ୍ତା ଛାଗର ମସ୍ତକରେ ଆପଣା ଦୁଇହସ୍ତ ରଖି ତାହା ଉପରେ ଇଶ୍ରାୟେଲ ସନ୍ତାନଗଣର ସମସ୍ତ ଅପରାଧ, ସମସ୍ତ ଅଧର୍ମ ଓ ସମସ୍ତ ପାପ ସ୍ବୀକାର କରିବ। ଆଉ ତାହା ସବୁ ସହେି ଛାଗର ମସ୍ତକରେ ଅର୍ପଣ କରି ପୂର୍ବରୁ ପ୍ରସ୍ତୁତ ଥିବା ଲୋକ ହସ୍ତ ରେ ତାହାକୁ ମହୁଭୁମିକୁ ପଠାଇ ଦବେ।
ଯେଉଁ ପାପର୍ଥକ ବଳି ଗୋବତ୍ସ ଓ ଛାଗର ରକ୍ତ ମହାପବିତ୍ର ସ୍ଥାନକୁ ଅଣାୟାଇ ପ୍ରାଯଶ୍ଚିତ ହବୋ ପାଇଁ ଥିଲା, ସମାନଙ୍କେର ଚର୍ମ, ମାଂସ ଓ ମଳ, ଲୋକମାନେ ଛାଉଣୀ ବାହାରକୁ ନଇେ ଅଗ୍ନି ରେ ଦଗ୍ଧ କରିବେ।
ସମାନେେ ସାତ ଗୋଟି ବଳଦ, ସାତାଟେି ମଷେ, ସାତାଟେି ମଷେଶାବକ ଓ ସାତାଟେି ବୋଦା ଆଣିଲେ। ଏହି ପଶୁଗୁଡ଼ିକ ପବିତ୍ର ସ୍ଥାନର ଓ ଯିହୁଦାର ଲୋକମାନଙ୍କ ନିମନ୍ତେ ପାପାର୍ଥକ ବଳିସ୍ବରୂପେ ଉତ୍ସର୍ଗୀକୃତ ହବୋକୁ ଥିଲା। ରାଜା ହିଜକିଯ ହାରୋଣଙ୍କ ବଂଶଧର ଯାଜକମାନଙ୍କୁ ସଦାପ୍ରଭୁଙ୍କ ୟଜ୍ଞବଦେୀ ଉପରେ ସହେି ପଶୁଗୁଡ଼କ ଉତ୍ସର୍ଗ କରିବାକୁ ଆଦେଶ ଦେଲେ।
ନିର୍ବାସନରୁ ଆଗତ ବନ୍ଦୀତ୍ବର ସନ୍ତାନଗଣ ସମଗ୍ର ଇଶ୍ରାୟେଲ ନିମନ୍ତେ ଇଶ୍ରାୟେଲ ପରମେଶ୍ବରଙ୍କ ଉଦ୍ଦେଶ୍ଯ ରେ ହାମବେଳି ରୂପେ 12 ବୃଷ, 96ଅଣ୍ତିରା ମଷେ, 77 ମଷେଶାବକ, ପାପାର୍ଥକ ବଳି ନିମନ୍ତେ 12 ଛାଗ ଉତ୍ସର୍ଗ କଲେ। ଏହିସବୁ ସଦାପ୍ରଭୁଙ୍କ ଉଦ୍ଦେଶ୍ଯ ରେ ହାମବେଳି ଥିଲା।
ପୁଣି ସହେି ସମୟରେ ଅଧିପତି ଆପଣା ନିମନ୍ତେ ଓ ଦେଶସ୍ଥ ସକଳ ଲୋକଙ୍କ ନିମନ୍ତେ ପାପାର୍ଥକ ବଳିରୂପେ ଏକ ବୃଷଭ ଉତ୍ସର୍ଗ କରିବେ।
ମନୁଷ୍ଯପୁତ୍ରଙ୍କ କ୍ଷେତ୍ର ରେ ତାହା ଏକାଭଳି। ମନୁଷ୍ଯପୁତ୍ର ଅନ୍ୟମାନଙ୍କଠାରୁ ସବୋ ପାଇବେ ବୋଲି ଆସିନାହାନ୍ତି। ସେ ଅନ୍ୟମାନଙ୍କର ସବୋ କରିବା ପାଇଁ ଆସି ଅଛନ୍ତି। ମନୁଷ୍ଯପୁତ୍ର ଅନକେ ଲୋକଙ୍କ ମୁକ୍ତିର ମୂଲ୍ଯଭାବେ ନିଜ ଜୀବନଦାନ କରିବା ପାଇଁ ଆସିଛନ୍ତି।
ଆମ୍ଭେ ଖ୍ରୀଷ୍ଟଙ୍କ ନିମନ୍ତେ କହୁ। ଖ୍ରୀଷ୍ଟଙ୍କର କିଛି ପାପ ନ ଥିଲା। କିନ୍ତୁ ପରମେଶ୍ବର ଆମ୍ଭମାନଙ୍କ ପାଇଁ ତାହାଙ୍କୁ ପାପ ରୂପେ ଗଣ୍ଯ କଲେ, ଯେପରି ତାହାଙ୍କ ମାଧ୍ଯମ ରେ ଆମ୍ଭେ ପରମେଶ୍ବରଙ୍କ ଠା ରେ ଧାର୍ମିକ ଗଣିତ ହାଇପୋରିବା।
କବଳେ ଜଣେ ମାତ୍ର ପରମେଶ୍ବର ଅଛନ୍ତି। ମଣିଷ ପାଇଁ ପରମେଶ୍ବରଙ୍କ ନିକଟରେ ପହଞ୍ଚିବା ନିମନ୍ତେ ଜଣେ ମାତ୍ର ମଧ୍ଯସ୍ଥ ଅଛନ୍ତି। ସହେି ମଧ୍ଯସ୍ଥ ଯୀଶୁଖ୍ରୀଷ୍ଟ ଅଟନ୍ତି। ସେ ଜଣେ ମଣିଷ।