Home Bibles ଲେବୀୟ ପୁସ୍ତକ 5:2 · ଓଡ଼ିଆ ବାଇବେଲ
ଲେବୀୟ ପୁସ୍ତକ 5:2 · ଓଡ଼ିଆ ବାଇବେଲ

କିମ୍ବା ଯଦି କୌଣସି ବ୍ଯକ୍ତି କିଛି ଅଶୁଚି ଦ୍ରବ୍ଯ ସ୍ପର୍ଶ କରେ ଅର୍ଥାତ୍ ଅଶୁଚି ପଶୁର ଶବ, କି ଅଶୁଚି ଗୋମଷୋଦି ଶବ କି ଅଶୁଚି ଉ ରୋଗାମୀ ପ୍ରାଣୀର ଶବ ସ୍ପର୍ଶ କରେ ଓ ଯଦି ସେ ଏହା ଅଜାଣତ ରେ କରିଥାଏ ତଥାପି ସେ ଅପରାଧୀ ହବେ।

Cross references

ଲେବୀୟ ପୁସ୍ତକ 4:13

ପୁଣି ଇଶ୍ରାୟେଲର ସମସ୍ତ ଜାତି ଯଦି ଅଗୋଚର ରେ ପାପ କରନ୍ତି ଓ ସଦାପ୍ରଭୁ ଯାହା ନ କରିବାକୁ ଆଜ୍ଞା ଦଇେଛନ୍ତି, ତାହା ଯବେେ ସମାନେେ କରନ୍ତି ତବେେ ସମାନେେ ଦୋଷୀ ହବେେ।

ଲେବୀୟ ପୁସ୍ତକ 5:4

କିମ୍ବା କହେି ଯଦି ମନ୍ଦ କରିବାକୁ କି ଭଲ କରିବାକୁ ବାଚାଳତା ପୂର୍ବକ ଶପଥ କରେ ଏବଂ ସେ ଶପଥ ବିଷଯ ରେ ଭୂଲିୟାଏ, ସେ ଦୋଷୀ ବୋଲି ବିବଚେିତ ହବେ, ଯେତବେେଳେ ସେ ମନେ ପକାଇବ କାରଣ ସେ ତା'ର ଶପଥ ରକ୍ଷା କରିପାରିଲା ନାହିଁ।

ଲେବୀୟ ପୁସ୍ତକ 5:17

ଯଦି ସଦାପ୍ରଭୁ ଯାହା ନ କରିବାକୁ କହିଥାନ୍ତି ଓ କୌଣସି ପ୍ରାଣୀ ସେଥିମଧ୍ଯରୁ କୌଣସି କର୍ମ କରି ପାପ କରେ। ୟଦ୍ଯପି ସେ ଜାଣି ନ ଥାଏ, ତଥାପି ସେ ଦୋଷୀ ଅଟେ। ପୁଣି ସେ ତା'ର ଅପରାଧ ବହନ କରିବ।

ଲେବୀୟ ପୁସ୍ତକ 7:21

ଯଦି କୌଣସି ବ୍ଯକ୍ତି ଅଶୁଚି ବସ୍ତୁ କିମ୍ବା ଅଶୁଚି ପ୍ରାଣୀ କିମ୍ବା କୌଣସି ଘୃଣା ଯୋଗ୍ଯ ଅଶୁଚି ବସ୍ତୁ ସ୍ପର୍ଶ କରେ ତବେେ ସେ ଅପବିତ୍ର ହୁଏ ଓ ଯଦି ସେ ସଦାପ୍ରଭୁଙ୍କ ସମ୍ବନ୍ଧୀଯ ମଙ୍ଗଳାର୍ଥକ ବଳିର ମାଂସ ଭୋଜନ କରେ ତବେେ ସହେି ବ୍ଯକ୍ତି ଆପଣା ଲୋକମାନଙ୍କଠାରୁ ପୃଥକ୍ ରହିବ।

ଲେବୀୟ ପୁସ୍ତକ 11:11

ସଦାପ୍ରଭୁ କୁହନ୍ତି ସଗେୁଡିକ ଘୃଣ୍ଯଜୀବ, ତୁମ୍ଭମାନେେ ସମାନଙ୍କେର ମାଂସ ଭକ୍ଷଣ କରିବା ଉଚିତ୍ ନୁହେଁ କି ସମାନଙ୍କେର ଶବ ସ୍ପର୍ଶ କରିବା ଉଚିତ୍ ନୁହେଁ।

ଲେବୀୟ ପୁସ୍ତକ 11:24

ଆଉ ଏମାନଙ୍କ ଦ୍ବାରା ତୁମ୍ଭମାନେେ ଅଶୁଚି ହବେ, ୟିଏ କହେି ସମାନଙ୍କେର ଶବ ଛୁଇଁବ ସେ ସନ୍ଧ୍ଯା ପର୍ୟ୍ଯନ୍ତ ଅଶୁଚି ରହିବ।

ଗଣନା ପୁସ୍ତକ 19:11

ଯଦି କହେି କୌଣସି ମନୁଷ୍ଯର ଶବ ଛୁଏଁ, ତବେେ ସାତଦିନ ପର୍ୟ୍ଯନ୍ତ ଅଶୁଚି ରହିବ।

ଦିତୀୟ ବିବରଣ 14:8

ତୁମ୍ଭମାନେେ ଘକ୍ସ୍ଟସକ୍ସ୍ଟରି ଖାଇବା ଇଚିତ୍ ନକ୍ସ୍ଟହଁ। କାରଣ ତାଙ୍କର ଖକ୍ସ୍ଟରା ଦକ୍ସ୍ଟଇଫାଳ ବିଶିଷ୍ଟ କିନ୍ତୁ ସମାନେେ ପାକକ୍ସ୍ଟଳି କରନ୍ତି ନାହିଁ। ତେଣୁ ତୁମ୍ଭମାନଙ୍କ ପାଇଁ ଘକ୍ସ୍ଟସକ୍ସ୍ଟରି ଅପବିତ୍ର ଅଟେ। ଏପରିକି ମୃତ ଘକ୍ସ୍ଟସକ୍ସ୍ଟରି ଶବକକ୍ସ୍ଟ ଛକ୍ସ୍ଟଅଁ ନାହିଁ।

ଗୀତସଂହିତା 19:12

କହେି ନିଜର ସମସ୍ତ ଭ୍ରାନ୍ତ ଧାରଣାକୁ ବୁଝିପାରନ୍ତି ନାହିଁ। ତଣେୁ ମାେତେ ଗୁପ୍ତ ପାପ କରିବାରୁ ନିବୃତ୍ତ କର।

ଯିଶାଇୟ 52:11

ତୁମ୍ଭମାନେେ ପ୍ରସ୍ଥାନ କର, ପ୍ରସ୍ଥାନ କର। ବାବିଲରୁ ବାହାରି ୟାଅ, ଅଶୁଚି ବସ୍ତୁ ଛୁଅଁ ନାହିଁ। ତୁମ୍ଭମାନେେ ତା'ମଧ୍ଯରୁ ଚାଲିୟାଅ। ହେ ସଦାପ୍ରଭୁଙ୍କ ଯାଜକଗଣ, ତୁମ୍ଭମାନେେ ଶୁଚି ହୁଅ।

ହଗୟ 2:13

ତା'ପ ରେ ହାଗଯ କହିଲେ, ଯଦି ଜଣେ ବ୍ଯକ୍ତି ଗୋଟିଏ ଶବକୁ ଛୁଏଁ ତବେେ ସେ କ'ଣ ଅପବିତ୍ର ହବେ? ବର୍ତ୍ତମାନ ସେ ଯଦି ଅନ୍ୟ ଜିନିଷଗୁଡିକୁ ଛୁଏଁ ସଗେୁଡିକ କ'ଣ ଅପବିତ୍ର ହାଇଯେିବ?

ଲୂକଲିଖିତ ସୁସମାଚାର 11:44

ହାୟ, କାରଣ ତୁମ୍ଭମାନେେ ଲୁଚି ରହିଥିବା ସହେି କବରମାନଙ୍କ ଭଳି, ଯାହା ଉପରେ ଲୋକମାନେ ଅଜଣା ରେ ଚାଲିଯାଆନ୍ତି।

କରିନ୍ଥୀୟଙ୍କ ପ୍ରତି ଦ୍ୱିତୀୟ ପତ୍ର 6:17

ସେଥିପାଇଁ ସେ ଲୋକମାନଙ୍କୁ ଛାଡ଼ି ବାହାରି ଆସ ସମାନଙ୍କେଠାରୁ ନିଜକୁ ଅଲଗା କରି ରଖ, ଯାହା ଅରୁଦ୍ଧ, ତାହାକୁ ଛୁଅଁ ନାହିଁ, ତା' ହେଲେ ମୁଁ ତୁମ୍ଭମାନଙ୍କୁ ଗ୍ରହଣ କରିବି। ୟିଶାଇୟ 52 :11

Interlinear

Choose Theme