ଯଦି ସେ ମଷେ ଶାବକ ଦବୋକୁ ଅକ୍ଷମ ଦବେେ ସେ ଦୁଇଟି କପୋତ କିମ୍ବା ଦୁଇଟି ପାରାଛୁଆ ଆପଣା କୃତ ଦୋଷାର୍ଥକ ବଳିଦାନ ରୂପେ ଆଣିବ। ତହିଁରୁ ଗୋଟିଏ ପାପ ନିମନ୍ତେ ଓ ଅନ୍ୟଟି ହାମବେଳି ନିମନ୍ତେ ସଦାପ୍ରଭୁଙ୍କ ଉଦ୍ଦେଶ୍ଯ ରେ ଉତ୍ସର୍ଗ କରିବ।
Cross references
ଯଦି କହେି ସଦାପ୍ରଭୁଙ୍କ ଉଦ୍ଦେଶ୍ଯ ରେ କୌଣସି ପକ୍ଷୀବଳି ଉତ୍ସର୍ଗ କରିବ, ତବେେ ତାହା କପୋତ କିମ୍ବା ପାରା ଶାବକ ହାଇେଥିବ।
ପୁଣି ସେ ସଗେୁଡିକୁ ଯାଜକ ନିକଟକୁ ଆଣିବ। ଯାଜକ ପ୍ରଥମେ ପାପାର୍ଥକ ନବୈେଦ୍ଯ ଉତ୍ସର୍ଗ କରି, ତା'ର ବକରେୁ ମୁଣ୍ଡ ମାେଡିବ ମାତ୍ର ତାକୁ ଦୁଇଭାଗ କରିବ ନାହିଁ।
ଯଦି ସେ ଦୁଇଟି କପୋତ ଛୁଆ କିମ୍ବା ଦୁଇଟି ପାରା ଛୁଆ ଆଣିବାକୁ ଅସମର୍ଥ ହୁଏ ତବେେ ସେ ପାପାର୍ଥକ ନବୈେଦ୍ଯ ପାଇଁ ଐଫାର ଦଶମାଂଶ ସରୁ ମଇଦା ଆଣିବା ଉଚିତ୍, ସେଥି ରେ ତୈଳ ଦବୋ ଉଚିତ୍ ନୁହେଁ କି ସୁଗନ୍ଧି ହବୋ ଉଚିତ୍ ନୁହଁ କାରଣ ତାହା ପାପାର୍ଥକ ନବୈେଦ୍ଯ ।
ଇଶ୍ରାୟେଲର ଲୋକମାନଙ୍କୁ କୁହ, ' ସମାନେେ ସଦାପ୍ରଭୁଙ୍କ ସମ୍ମୁଖ ରେ ପାପାର୍ଥକ ବଳି ନିମନ୍ତେ ଏକ ଅଣ୍ଡିରା ଛାଗ ଓ ହାମବେଳି ନିମନ୍ତେ ଏକ ଗୋବତ୍ସ ଓ ମଷେ ଶାବକ ନବେେ, କାରଣ ସଦାପ୍ରଭୁ ଏହା ଆଜ୍ଞା କରିଛନ୍ତି। ବାଛୁରୀ ଏବଂ ମଷେଛୁଆ ନିଶ୍ଚଯ ଏକ ବର୍ଷୀଯ ଓ ନିଖୁଣ ହାଇେଥିବେ।
ଯାଜକ ସଗେୁଡିକୁ ସଦାପ୍ରଭୁଙ୍କୁ ଉତ୍ସର୍ଗ କରିବା ଉଚିତ୍ ଏବଂ ଏହି ପ୍ରକାର ତା'ର ପ୍ରଯଶ୍ଚିତ ହୁଏ ଏବଂ ତା'ର ଶୁଦ୍ଧି ହୁଏ। ପୁତ୍ର ବା କନ୍ଯା ପ୍ରସବକାରିଣୀ ସ୍ତ୍ରୀ ପ୍ରତି ଶୁଚି ନିମନ୍ତେ ଏହିସବୁ ବ୍ଯବସ୍ଥା ଅଟେ।
ଆଉ ଯଦି ଲୋକଟି ଦରିଦ୍ର ଓ ସେ ସମସ୍ତ ଦ୍ରବ୍ଯ ଦବୋକୁ ଅକ୍ଷମ, ତବେେ ସେ ନିଜର ପ୍ରାଯଶ୍ଚିତ ପାଇଁ ଦୋଳନୀଯ ନବୈେଦ୍ଯ ରୂପେ ଦୋଷାର୍ଥକ ବଳି ପାଇଁ ଗୋଟିଏ ମଷେବତ୍ସା ଓ ଶସ୍ଯ ନବୈେଦ୍ଯରୂପେ ଏକ ଐଫାର ଦଶମାଂଶ ତୈଳ ମିଶ୍ରିତ ସରୁ ମଇଦା ଓ ଏକ ଲୋଗ୍ ତୈଳ ଆଣିବ।
ପୁଣି ସହେି ଦରିଦ୍ର ଲୋକର ପ୍ରାପ୍ତିର ସାଧ୍ଯ ଅନୁସାରେ ଦୁଇଟି କପୋତ କିମ୍ବା ଦୁଇଟି ପାରା ଆଣିବ। ଆଉ ସେଥିରୁ ଗୋଟିଏ ପାପାର୍ଥକ ବଳି ଓ ଅନ୍ୟଟି ହାମବେଳି ହବେ।
ତାହାର ପ୍ରାପ୍ତିର ସାଧ୍ଯ ଅନୁସାରେ ଶସ୍ଯ ନବୈେଦ୍ଯ ସହିତ ଗୋଟିଏ ପାପାର୍ଥକ ବଳିରୂପେ ଓ ଅନ୍ୟଟି ହାମବେଳି ରୂପେ ଉତ୍ସର୍ଗ କରିବ। ପୁଣି ଯାଜକ ଶାଧେନୀୟ ଲୋକ ନିମନ୍ତେ ସଦାପ୍ରଭୁଙ୍କ ସମ୍ମୁଖ ରେ ପ୍ରାଯଶ୍ଚିତ କରିବ। ଫଳ ରେ ଲୋକଟି ଶୁଚି ହବେ।
ଅଷ୍ଟମ ଦିନ ରେ ସହେି ଲୋକ ଦୁଇଟି କପୋତ କିମ୍ବା ଦୁଇଟି ପାରାଛୁଆ ଆଣିବ। ସେ ସମାଗମ ତମ୍ବୁ ଦ୍ବାର ନିକଟରେ ସଦାପ୍ରଭୁଙ୍କ ସମ୍ମୁଖ ରେ ଯାଜକକୁ ଅର୍ପଣ କରିବ।
ପୁଣି ଯାଜକ ସେଥିରୁ ଗୋଟିକୁ ପାପାର୍ଥକ ବଳି ଓ ଅନ୍ୟଟିକୁ ହାମବେଳି ରୂପେ ଉତ୍ସର୍ଗ କରିବ। ଆଉ ସହେି ଲୋକ ସଦାପ୍ରଭୁଙ୍କ ସମ୍ମୁଖ ରେ ପ୍ରାଯଶ୍ଚିତ ହବେ। କାରଣ ତାଙ୍କର କ୍ଷରଣ ପାଇଁ।
ତା'ପରେ ସେ ଯାଜକ ସେଥିମଧ୍ଯରୁ ଗୋଟିଏ ପକ୍ଷୀ ପାପାର୍ଥକ ବଳିରୂପେ ଓ ଅନ୍ୟଟିକୁ ହାମବେଳି ରୂପେ ଉତ୍ସର୍ଗ କରିବ। ଏହିରୂପେ ସେ ଯାଜକ ସଦାପ୍ରଭୁଙ୍କ ସମ୍ମୁଖ ରେ ସେ ସ୍ତ୍ରୀ ଲୋକଙ୍କୁ ପ୍ରାଯଶ୍ଚିତ କରାଇବ।
ପୁଣି ହାରୋଣ ଇଶ୍ରାୟେଲ ସନ୍ତାନଗଣର ମଣ୍ଡଳୀରୁ ପାପାର୍ଥକ ବଳି ପାଇଁ ଦୁଇଟି ଛାଗ ଓ ହାମବେଳି ପାଇଁ ଏକ ମଷେ ନବେ।
ଯଦି ଲୋକଟି ଅତି ଦରିଦ୍ର ଓ ନିରୂପିତ ମୂଲ୍ଯ ଦଇେ ପାରିବ ନାହିଁ, ତବେେ ତାକୁ ଯାଜକ ନିକଟକୁ ଅଣାୟିବ, ଯାଜକ ତାହାର ମୂଲ୍ଯ ନିରୂପିତ କରିବ। ମାନତକାରୀର ଶକ୍ତି ଅନୁସାରେ ଯାଜକ ତାହାର ମୂଲ୍ଯ ନିରୂପଣ କରିବ।
ଆଉ ଯାଜକ ତହିଁରୁ ଗୋଟିଏକୁ ପାପାର୍ଥକ ନବୈେଦ୍ଯ ରୂପେ ଓ ଅନ୍ୟଟି ହାମବେଳି ରୂପେ ଉତ୍ସର୍ଗ କରିବ। ସେ ଶବ ସମନ୍ଧ ରେ ଯେଉଁ ପାପ ନାସରୀଯ କଲା, ତହିଁ ଲାଗି ପ୍ରାଯଶ୍ଚିତ କରିବ ଓ ସେ ସହେିଦିନ ପୁନର୍ବାର ତା'ର ମସ୍ତକ ପବିତ୍ର କରିବ।
ଯୀଶୁ ବାପ୍ତିଜିତ ହେଲେ। ଯୀଶୁ ଜଳରୁ ବାହାରିବା ମାତ୍ ରେ ଆକାଶ ଖାଲିଗେଲା, ଏବଂ ସେ ପରମେଶ୍ବରଙ୍କ ଆତ୍ମାକୁ ଗୋଟିଏ କପୋତ ରୁପରେ ତଳକୁ ଓହ୍ଲଇେ ତାହାଙ୍କ ଉପରକୁ ଆସୁଥିବାର ଦେଖିଲେ।
ସାବଧାନ, ଗଧିଆମାନଙ୍କ ଭିତ ରେ ମଷେମାନଙ୍କୁ ଛାଡିବା ଭଳି ମୁଁ ତୁମ୍ଭମାନଙ୍କୁ ବାହାରକୁ ପଠାଉଛି। ତୁମ୍ଭେ ସାପ ଭଳି ଚତୁର ହୁଅ। କପୋତ ଭଳି ନିରୀହ ହୁଅ।
ପ୍ରଭୁଙ୍କ ନିୟମ ରେ ଆହୁରି ମଧ୍ଯ ଲଖାେଅଛି: ତୁମ୍ଭକୁ ଦୁଇଟି କପୋତ କିମ୍ବା ଦୁଇଟି ପାରାଛୁଆ ମଧ୍ଯ ବଳି ଦବୋକୁ ହବେ। ତେଣୁ ଏହି ବ୍ଯବସ୍ଥା ଅନୁସାରେ ବଳି ଦବୋ ନିମନ୍ତେ ୟୋ ସଫେ ଓ ମରିୟମ ୟିରୂଶାଲମକୁ ଗଲେ।