ତା'ପରେ ଯାଜକ ଆପଣା ବସ୍ତ୍ର ବଦଳାଇ ଅନ୍ୟ ବସ୍ତ୍ର ପିନ୍ଧିବ। ସେ ସହେି ଭସ୍ମକୁ ଛାଉଣୀ ବାହା ରେ ଏକ ଶୁଚି ସ୍ଥାନକୁ ନଇୟିବେ।
Cross references
ସାତଦିନ ୟାଏ ୟଜ୍ଞବଦେୀକୁ ପ୍ରସ୍ତୁତ କର। ଏହିପରି ୟଜ୍ଞବଦେୀଟି ଅତି ପବିତ୍ର ହବେ। ଯାହା କିଛି ୟଜ୍ଞବଦେୀକୁ ସ୍ପର୍ଶ କରେ ନିଶ୍ଚଯ ସେସବୁ ପବିତ୍ର ହବେ।
ବାହାରକୁ ନିଆୟିବା ଉଚିତ୍ ଓ ଧର୍ମକାର୍ୟ୍ଯର ପଦ୍ଧତି ପାଇଁ ଏ ସ୍ଥାନକୁ କାଠ ରଖି ଅଗ୍ନି ଦ୍ବାରା ଦଗ୍ଧ କରିବ।
ତା'ପରେ ସେ ଗୋବତ୍ସକୁ ଛାଉଣୀ ବାହାରକୁ ନଇେ ପୂର୍ବ ଗୋବତ୍ସ ପରି ତାକୁ ଦଗ୍ଧ କରିବା ଉଚିତ୍। ଏହା ସମଗ୍ର ଇଶ୍ରାୟେଲର ଲୋକମାନଙ୍କ ପାଇଁ ପାପାର୍ଥକ ନବୈେଦ୍ଯ।
ଏହି ନବୈେଦ୍ଯ ହାରୋଣ ଓ ତାଙ୍କର ପୁତ୍ରଗଣ ସଦାପ୍ରଭୁଙ୍କୁ ସମାନଙ୍କେର ଅଭିଷକେ ଦିନ ରେ ଉତ୍ସର୍ଗ କରିବା ଉଚିତ୍। ସମାନେେ ପ୍ରତିଦିନ ଶସ୍ଯ ନବୈେଦ୍ଯ ନିମନ୍ତେ ଐଫାର ଦଶମାଂଶ ସରୁ ମଇଦା ନଇେ ଅର୍ଦ୍ଧକେ ପ୍ରଭାତ ରେ ଓ ଅର୍ଦ୍ଧକେ ସନ୍ଧ୍ଯା କାଳ ରେ ଉତ୍ସର୍ଗ କରିବେ।
ହାରୋଣଙ୍କ ପରେ ତାଙ୍କର ଭବିଷ୍ଯତ ବଂଶଧରମାନଙ୍କ ମଧ୍ଯରୁ ଯେ ତାଙ୍କ ପଦ ରେ ଅଭିଷିକ୍ତ ଯାଜକ ହବେ, ସେ ଶସ୍ଯ ନବୈେଦ୍ଯ ଉତ୍ସର୍ଗ କରିବା ଉଚିତ୍। ଏହା ସମ୍ପୂର୍ଣ୍ଣ ଭାବରେ ଦଗ୍ଧ କରାୟିବା ଉଚିତ୍। ଏହା ସଦାପ୍ରଭୁଙ୍କର ଅଟେ। ଏହି ପ୍ରକା ରେ ତାହା ସଦାସର୍ବଦା କରାୟିବା ଉଚିତ୍।
ଯାଜକ ପରିବାର ମଧ୍ଯରୁ ଯେକୌଣସି ପୁରୁଷ ଏହି ଦୋଷାର୍ଥକ ବଳି ଭୋଜନ କରିପାରିବେ। ଏହା ମହାପବିତ୍ର, ତେଣୁ କୌଣସି ପବିତ୍ର ସ୍ଥାନ ରେ ତାହା ଭୋଜନ କରାୟିବ।
ତବେେ ଯାଜକ ସହେି ଦାଗୟୁକ୍ତ ପ୍ରସ୍ତରସବୁ ବାହାର କରି ନଗରର ବାହା ରେ ଅଶୁଚି ସ୍ଥାନ ରେ ପକାଇ ଦବୋକୁ ଲୋକମାନଙ୍କୁ ଆଜ୍ଞା ଦବେ।
ତା'ପରେ ହାରୋଣ ସମାଗମ ତମ୍ବୁକୁ ଆସିବ। ପବିତ୍ରସ୍ଥାନ ରେ ପ୍ରବେଶ କରିବା ସମୟରେ ଯେଉଁ ଶଣବସ୍ତ୍ର ପରିଧାନ କରିଥିଲେ, ତାହାକୁ କାଢି ହବେ। ସେ ସଗେୁଡିକୁ ସମାଗମ ତମ୍ବୁ ରେ ଛାଡିଦବେ।
ଯେଉଁ ପାପର୍ଥକ ବଳି ଗୋବତ୍ସ ଓ ଛାଗର ରକ୍ତ ମହାପବିତ୍ର ସ୍ଥାନକୁ ଅଣାୟାଇ ପ୍ରାଯଶ୍ଚିତ ହବୋ ପାଇଁ ଥିଲା, ସମାନଙ୍କେର ଚର୍ମ, ମାଂସ ଓ ମଳ, ଲୋକମାନେ ଛାଉଣୀ ବାହାରକୁ ନଇେ ଅଗ୍ନି ରେ ଦଗ୍ଧ କରିବେ।
ସହେି ରୋଟୀ ହାରୋଣ ଓ ତାଙ୍କର ପୁତ୍ର ଗଣଙ୍କର ହବେ। ଆଉ ସମାନେେ ସହେି ରୋଟୀକୁ ଏକ ପବିତ୍ରସ୍ଥାନ ରେ ଭକ୍ଷଣ କରିବା ଉଚିତ୍। କାରଣ ସଗେୁଡିକ ସଦାପ୍ରଭୁଙ୍କ ନବୈେଦ୍ଯର ପବିତ୍ର ଅଂଶ। ଏହି ରୋଟୀ ଚିରଦିନ ପାଇଁ ସମାନଙ୍କେର ଅଂଶ ହବେ।
ପୁଣି ସମାନେେ ବାହାର ପ୍ରାଙ୍ଗଣ ରେ ଲୋକମାନଙ୍କ ନିକଟକୁ ୟିବା ପୂର୍ବରୁ, ସମାନେେ ଉପାସନା ସମୟରେ ବ୍ଯବହୃତ ବସ୍ତ୍ର କାଢ଼ି ଦବୋ ଉଚିତ୍ ଏବଂ ପବିତ୍ର କଠାେରୀ ରେ ସଗେୁଡ଼ିକୁ ରଖିବେ। ଲୋକମାନେ ଯେପରି ସହେି ପବିତ୍ର ବସ୍ତ୍ର ନ ଛୁଇଁବେ, ସେଥିପାଇଁ ସମାନେେ ଅନ୍ୟ ବସ୍ତ୍ର ପରିଧାନ କରିବେ।
ମହାୟାଜକ ପଶୁମାନଙ୍କର ରକ୍ତକୁ ଅତି ପବିତ୍ର ସ୍ଥାନକୁ ନଇେ ଯାଆନ୍ତି, ଓ ପାପ ପାଇଁ ସେ ରକ୍ତକୁ ସମର୍ପଣ କରନ୍ତି। କିନ୍ତୁ ଶିବିର ବାହା ରେ ପଶୁମାନଙ୍କର ଶରୀରଗୁଡ଼ିକୁ ପୋଡ଼ି ଦିଆଯାଏ।