Home Bibles ଲେବୀୟ ପୁସ୍ତକ 6:7 · ଓଡ଼ିଆ ବାଇବେଲ
ଲେବୀୟ ପୁସ୍ତକ 6:7 · ଓଡ଼ିଆ ବାଇବେଲ

ତା'ପରେ ଯାଜକ ସଦାପ୍ରଭୁଙ୍କ ଛାମୁ ରେ ତାହା ନିମନ୍ତେ ପ୍ରାଯଶ୍ଚିତ କରିବ। ତେଣୁ ସେ ଯେଉଁ କର୍ମ ଯୋଗୁଁ ଦୋଷୀ ହାଇେଥିବ ସେଥିରୁ କ୍ଷମା ପ୍ରାପ୍ତ ହବେ।

Cross references

ଯାତ୍ରା ପୁସ୍ତକ 34:7

ସଦାପ୍ରଭୁ ତାଙ୍କର ହଜାର ହଜାର ବଂଶଧରଙ୍କୁ ଦୟା ଦଖାଇେଛନ୍ତି। ସଦାପ୍ରଭୁ ସମାନଙ୍କେର ସମସ୍ତ ଦୋଷ କ୍ଷମା କରିଛନ୍ତି। କିନ୍ତୁ ସଦାପ୍ରଭୁ ଦୋଷୀକୁ ଦଣ୍ଡ ଦଇେଛନ୍ତି।

ଲେବୀୟ ପୁସ୍ତକ 2:1

ଆଉ କହେି ସଦାପ୍ରଭୁ ପରମେଶ୍ବରଙ୍କ ଉଦ୍ଦେଶ୍ଯ ରେ ଶସ୍ଯ ନବୈେଦ୍ଯ ଆଣିଲେ, ତାହା ଅତି ସୂକ୍ଷ୍ମ ମଇଦା ରେ ନବୈେଦ୍ଯ ହବେ। ପୁଣି ସେଥି ରେ ସେ ତୈଳ ଢାଳିବ ଓ ତା'ଉପରେ ଲୋବାନି ରଖିବ।

ଲେବୀୟ ପୁସ୍ତକ 4:20

ପୁଣି ସହେି ପାପାର୍ଥକ ନବୈେଦ୍ଯର ଗୋବତ୍ସକୁ ଯେପରି କଲ, ଏହାକୁ ସହେିପରି କରିବ। ଏହିପରି ଯାଜକ ସମାନଙ୍କେ ପାଇଁ ପ୍ରାଯଶ୍ଚିତ କରିବ। ତା' ହେଲେ ଇଶ୍ରାୟେଲ ଲୋକ କ୍ଷମାପା୍ରପ୍ତ ହବେେ।

ଲେବୀୟ ପୁସ୍ତକ 4:26

ତା'ପରେ ସହେି ଯାଜକ ଉତ୍ସର୍ଗୀକୃତ ପଶୁର ସମସ୍ତ ମଦେ ନବେ ଏବଂ ୟଜ୍ଞବଦେୀ ଉପରେ ଦଗ୍ଧ କରିବ, ଯେଉଁ ଉପାଯ ରେ ସେ ମଙ୍ଗଳାର୍ଥକ ନବୈେଦ୍ଯରୁ ମଦେ ସହିତ କରିଥିଲା। ଏହିପ୍ରକା ରେ ଯାଜକ ସେ ଶାସକର ପାପ ପାଇଁ ପ୍ରାଯଶ୍ଚିତ କରିବ ଓ ତା'ଦ୍ବାରା ସେ ଶାସକ ପ୍ରଭୁଙ୍କ ଦ୍ବାରା କ୍ଷମା ପ୍ରାପ୍ତ ହବେ।

ଲେବୀୟ ପୁସ୍ତକ 4:31

ପୁଣି ସହଭାଗିତାର ନବୈେଦ୍ଯରୁ ନଇେଥିବା ମଦତେୁଲ୍ଯ ତାହାର ସମସ୍ତ ମଦେ ନବେ, ଆଉ ସହେି ଯାଜକ ସୁବାସିତ ଉପହାର ରୂପେ ସଦାପ୍ରଭୁଙ୍କ ଉଦ୍ଦେଶ୍ଯ ରେ ୟଜ୍ଞବଦେୀ ଉପରେ ତାକୁ ଦଗ୍ଧ କରିବ। ଏହିରୂପେ ଯାଜକ ପାପୀମାନଙ୍କୁ ପ୍ରାଯଶ୍ଚିତ କରାଇବା ଓ ସେଥି ରେ ସେ ପରମେଶ୍ବରଙ୍କ ଦ୍ବାରା କ୍ଷମା ପ୍ରାପ୍ତ ହବେ।

ଲେବୀୟ ପୁସ୍ତକ 5:10

ତା'ପରେ ଯାଜକ ବିଧି ଅନୁସାରେ ଦ୍ବିତୀୟ ପକ୍ଷୀକୁ ହାମବେଳି ରୂପେ ଉତ୍ସର୍ଗ କରିବ। ଏହିରୂପେ ସେ ତା'ର କୃତ ପାପ ନିମନ୍ତେ ଯାଜକ ଦ୍ବାରା ପ୍ରାଯଶ୍ଚିତ ପ୍ରପ୍ତ ହବେ ଏବଂ ପରମେଶ୍ବର ତାକୁ କ୍ଷମା କରିବେ।

ଲେବୀୟ ପୁସ୍ତକ 5:13

ଏହିରୂପେ ଯାଜକ ନିଜକୁ ପ୍ରାଯଶ୍ଚିତ କରିବ, ଏହି ପାପଗୁଡିକର କୌଣସି ବିଷଯ ପାଇଁ ସେ କରିଛି ଏବଂ ସଦାପ୍ରଭୁ ତାଙ୍କୁ କ୍ଷମା ଦବେେ। ଅବଶିଷ୍ଟ ନବୈେଦ୍ଯ ଶସ୍ଯ ନବୈେଦ୍ଯ ପରି ଯାଜକର ହବେ।

ଲେବୀୟ ପୁସ୍ତକ 5:15

କହେି ଯଦି ସଦାପ୍ରଭୁଙ୍କ ପବିତ୍ର ବସ୍ତୁ ବିଷଯ ରେ ଅଜାଣତ ରେ ପାପ କରେ, ସେ ତା'ର ପଲରୁ ଦୋଷାର୍ଥକ ବଳିରୂପେ କୌଣସି କ୍ଷତ ନଥିବା ଏକ ମଷେଛୁଆ ଆଣି ସଦାପ୍ରଭୁଙ୍କୁ ତା'ର ପାଇଁ କ୍ଷତି ପୂରଣ ଦବୋ ଉଚିତ୍। ସହେି ମଷେ ଛୂଆର ମୁଲ୍ଯ କାର୍ୟ୍ଯାଳଯ ମାପ ଅନୁୟାଯୀ ନିରୂପିତ ହବୋ ଉଚିତ୍।

ଲେବୀୟ ପୁସ୍ତକ 5:18

ସହେି ବ୍ଯକ୍ତି ଅପରାଧର ମାତ୍ରା ଅନୁସାରେ ଏକ ନିଖୁଣ ମଷେ ଦୋଷାର୍ଥକ ନବୈେଦ୍ଯ ରୂପେ ଯାଜକ ନିକଟକୁ ଆଣିବ। ପୁଣି ଯେଉଁ ପାପ ସେ ଅଜ୍ଞାତ ରେ କରିଛି ସେଥିପାଇଁ ଯାଜକ ପ୍ରାଯଶ୍ଚିତ କରିବ। ତହିଁରେ ସେ କ୍ଷମାପ୍ରାପ୍ତ ହବେ।

ଯିଶାଇୟ 1:18

ସଦାପ୍ରଭୁ ପୁଣି କୁହନ୍ତି, ଆସ, ମାେ ସହିତ ଆଳାପ କର। ତୁମ୍ଭମାନଙ୍କର ପାପ ସିନ୍ଦୁର ବର୍ଣ୍ଣ ପରି ଲାଲ ହେଲେ ହେଁ ବରଫ ସଦୃଶ ଶୁଭ୍ର ହବେ। ଆଉ ତୁମ୍ଭମାନଙ୍କର ପାପ ଉଜ୍ଜ୍ବଳ ଲୋହିତ ବର୍ଣ୍ଣ ପରି ହେଲେ ହେଁ ମଷେ ଲୋମ ସଦୃଶ ଶୁଭ୍ର ହବେ।

ଯିହିଜିକଲ 18:21

ଏବଂ ଦୁଷ୍ଟ ଲୋକ ଯବେେ ପାପ ପଥରୁ ବିରତ ହୁଏ, ମାରେ ବିଧି ସକଳ ପାଳନ କରେ ଓ ନ୍ଯାଯ ଏବଂ ଧର୍ମାଚରଣ କରେ ତବେେ ସେ ନିଶ୍ଚଯ ବଞ୍ଚିବ, ସେ ମରିବ ନାହିଁ।

ଯିହିଜିକଲ 18:26

ଯଦି ଜଣେ ଧାର୍ମିକ ଲୋକ ତା'ର ଧର୍ମାଚରଣରୁ ବିରତ ହୁଏ ଏବଂ ଯାହା ମନ୍ଦ ତାହା କରେ, ସେ ଏହି କାରଣରୁ ମରିବ।

ଯିହିଜିକଲ 33:14

ଏବଂ ଯେତବେେଳେ ମୁଁ ଜଣେ ଦୁଷ୍ଟ ଲୋକକୁ କୁ ହେ, ତୁମ୍ଭେ ନିଶ୍ଚିତ ଭାବରେ ମରିବ, ଏବଂ ସେ ପାପରୁ ବିରତ ହୁଏ ଯାହା ଠିକ୍ ଓ ଯଥାର୍ଥ ତାହା କରେ,

ଯିହିଜିକଲ 33:19

ଯଦି ଜଣେ ଦୁଷ୍ଟ ଆପଣା ଦୁଷ୍ଟତାରୁ ଫରେି ନ୍ଯାଯ ଓ ଧର୍ମାଚରଣ କରେ ସେ ବଞ୍ଚିବ।

ମୀଖା 7:18

ତୁମ୍ଭପରି ପରମେଶ୍ବର ଆଉ ସଠାେ ରେ କହେି ନାହିଁ। ତୁମ୍ଭେ ଲୋକମାନଙ୍କର ଦୋଷ କ୍ଷମା କର। ଅବଶିଷ୍ଟ ଲୋକମାନଙ୍କୁ ତୁମ୍ଭେ ମଧ୍ଯ କ୍ଷମା ଦିଅ। ତୁମ୍ଭେ ସର୍ବଦା କୋର୍ଧିତ ହବେ ନାହିଁ କାରଣ ତୁମ୍ଭେ ସ୍ନହେ ଗ୍ଭହଁ।

ମାଥିଉଲିଖିତ ସୁସମାଚାର 12:31

ତେଣୁ ମୁଁ ତୁମ୍ଭକୁ କହୁଛି ଯେ, ଲୋକେ ଯେଉଁ ସବୁ ପାପ କରୁଛନ୍ତି ତାହା କ୍ଷମା କରି ଦିଆୟିବ। ଲୋକମାନେ ଯେଉଁସବୁ ଖରାପ କଥା କହୁଛନ୍ତି, ତାହା କ୍ଷମା କରି ଦିଆୟିବ। କିନ୍ତୁ ପବିତ୍ରଆତ୍ମାଙ୍କ ବିରୁଦ୍ଧ ରେ ନିନ୍ଦା କଲେ କ୍ଷମା କରାଯାଇ ପାରିବନି।

କରିନ୍ଥୀୟଙ୍କ ପ୍ରତି ପ୍ରଥମ ପତ୍ର 6:9

ଅଥବା, ତୁମ୍ଭମାନେେ କ'ଣ ଜାଣ ନାହିଁ ଯେ ଯେଉଁ ଲୋକମାନେ ମନ୍ଦ କର୍ମ କରନ୍ତି, ସମାନେେ ପରମେଶ୍ବରଙ୍କ ରାଜ୍ଯର ଉତ୍ତରାଧକାରୀ ହବେେ ନାହିଁ। ନିଜକୁ ପ୍ରତାରଣା କର ନାହିଁ।

ଯୋହନଙ୍କ ପ୍ରଥମ ପତ୍ର 1:7

ପରମେଶ୍ବର ଆଲୋକରେ ବାସ କରନ୍ତି, ତେଣୁ ଆମ୍ଭେ ମଧ୍ଯ ଆଲୋକରେ ବାସ କରିବା ଉଚିତ। ଯଦି ଆମ୍ଭେ ଆଲୋକରେ ଜୀବନଯାପନ କରୁ, ତବେେ ଆମ୍ଭେ ପରସ୍ପର ସହଭାଗୀ ହାଇପୋରିବା। ଯଦି ଆମ୍ଭମାନେେ ଆଲୋକରେ ରହୁ, ତବେେ ତାହାଙ୍କ ପୁତ୍ର ଯୀଶୁଙ୍କ ରକ୍ତ ଆମ୍ଭର ସମସ୍ତ ପାପ ଧୋଇଦିଏ।

ଯୋହନଙ୍କ ପ୍ରଥମ ପତ୍ର 1:9

ଯଦି ଆମ୍ଭେ ନିଜ ନିଜର ପାପ ସ୍ବୀକାର କରୁ ତବେେ ପରମେଶ୍ବର ଆମ୍ଭକୁ ପାପରୁ କ୍ଷମା କରିବେ। କାରଣ ସେ ବିଶ୍ବସ୍ତ ଓ ନ୍ଯାୟବାନ ଅଟନ୍ତି। ସେ ଆମ୍ଭକୁ ସମସ୍ତ ଅଧର୍ମରୁ ପରିଷ୍କାର କରିବେ।

ଯୋହନଙ୍କ ପ୍ରଥମ ପତ୍ର 2:1

ମାରେପ୍ରିୟ ପିଲାମାନେ, ମୁଁ ଏହିସବୁ ତୁମ୍ଭମାନଙ୍କୁ ଲେଖୁଅଛି ଯେପରି, ତୁମ୍ଭମାନେେ ପାପ ନ କର। କିନ୍ତୁ ଯଦି କହେି ପାପ କରେ, ଆମ୍ଭର ଯୀଶୁ ଖ୍ରୀଷ୍ଟ ୟିଏ କି ଧାର୍ମିକ ଓ ୟିଏ ପିତାଙ୍କ ଛାମୁ ରେ ଆମ୍ଭମାନଙ୍କର ସପକ୍ଷବାଦୀ ; ସେ ଆମ୍ଭମାନଙ୍କୁ ସାହାୟ୍ଯ କରିବେ।

Interlinear

Choose Theme