ଲେବୀୟ ପୁସ୍ତକ 7:10 · ଓଡ଼ିଆ ବାଇବେଲ
ସମସ୍ତ ଶସ୍ଯ ନବୈେଦ୍ଯ ହାରୋଣଙ୍କ ପୁତ୍ରମାନଙ୍କର। ତାହା ତୈଳ ମିଶ୍ରିତ ହେଉ ବା ଶୁଷ୍କ ହେଉ, ସେଥି ରେ କିଛି ପ୍ରଭଦେ ରହିବ ନାହିଁ। ସହେି ନବୈେଦ୍ଯ ହାରୋଣଙ୍କ ପୁତ୍ରଗଣଙ୍କ ମଧିଅରେ ବଣ୍ଟାୟିବ।
Cross references
ଯାତ୍ରା ପୁସ୍ତକ 16:18
ଏହାପରେ ସମାନେେ ତାଙ୍କର ପରିବାର ରେ ଖାଦ୍ୟ ବଣ୍ଟନ କଲେ। ଏଥି ରେ ଯେଉଁମାନେ ଅଧିକ ସଂଗ୍ରହ କରିଥିଲେ ତାଙ୍କର ଖାଦ୍ୟ ବଳିଲା ନାହିଁ କି ଯେଉଁମାନେ କମ୍ ଖାଦ୍ୟ ସଂଗ୍ରହ କରିଥିଲେ ତାଙ୍କର ଅଭାବ ହେଲାନାହିଁ।
କରିନ୍ଥୀୟଙ୍କ ପ୍ରତି ଦ୍ୱିତୀୟ ପତ୍ର 8:14
ବର୍ତ୍ତମାନ ତୁମ୍ଭମାନଙ୍କ ପାଖ ରେ ବହୁତ ଅଛି। ଯାହା ତୁମ୍ଭମାନଙ୍କର ଅଛି, ଯଦି ଦିଅ, ତାହାହେଲେ ଅନ୍ୟମାନଙ୍କ ଆବଶ୍ଯକ ପୂରଣ ହବେ। ତା'ପରେ ଯେତବେେଳେ ସମାନଙ୍କେର ବୁଦ୍ଧି ହବେ, ସମାନେେ ତୁମ୍ଭମାନଙ୍କର ଆବଶ୍ଯକତା ରେ ସାହାୟ୍ଯ କରିବେ।