କହେି ଯବେେ ସଦାପ୍ରଭୁଙ୍କୁ ପ୍ରଶଂସା କରିବାକୁ ମଙ୍ଗଳାର୍ଥକ ବଳି ଆଣେ, ତବେେ ସେ ତଲେ ରେ ଛଣା ହାଇେଥିବା ମଙ୍ଗଳାର୍ଥକ ବଳି ସହିତ ତାଡିଶୂନ୍ଯ ରୋଟୀ, ତୈଳୟୁକ୍ତ ଚାଡିଶୂନ୍ଯ ଚକୁଳି ଓ ସରୁ ମଇଦାର ତୈଳମିଶ୍ରିତ ପକ୍ବପିଠା ଉତ୍ସର୍ଗ କରିବ।
Cross references
ଆଉ ଯଦି କହେି ତୁନ୍ଦୁର ରେ ପକ୍ବ କରି ଶସ୍ଯ-ନବୈେଦ୍ଯ ଦିଏ, ତବେେ ତାହା ତାଡିଶୁନ୍ଯ ରୋଟୀ ଓ ତୈଳର ଛଣା ୟାଇଥିବା ସରୁ ମଇଦାର ପିଠା କିମ୍ବା ତୈଳାକ୍ତ ସରୁଚକୁଳୀ ହବେ।
ପୁଣି ଯଦି ନବୈେଦ୍ଯ କରଇେ ରେ ସକୋ ହାଇେଥିବା ପିଠା ହୁଏ, ତବେେ ଏହା ନିଶ୍ଚିତ ତାଡିଶୂନ୍ଯ ସରୁ ମଇଦାରୁ ତିଆରି ହାଇେ ତୈଳ ରେ ଭଜା ହାଇେ ତିଆରି ହାଇେଥିବ।
ପୁଣି ହାରୋଣ ଓ ତାହାର ପୁତ୍ରଗଣ ତହିଁର ଅବଶିଷ୍ଟାଂଶ ଭୋଜନ କରିବେ। ସମାନେେ ସମାଗମ ତମ୍ବୁର ପା୍ରଙ୍ଗଣ ଭିତ ରେ କୌଣସି ଏକ ପବିତ୍ର ସ୍ଥାନ ରେ ତାଡି ବିନା ତାକୁ ଭକ୍ଷଣ କରିବେ।
ମଙ୍ଗଳାର୍ଥକ ବଳି ପ୍ରଭୁଙ୍କ ଧନ୍ଯବାଦର ବଳି ରୂପେ ଉତ୍ସର୍ଗ କରାୟାଏ। ସହେି ବଳିର ମାଂସ ସହେି ଉତ୍ସର୍ଗ ଦିନ ରେ ଭୋଜନ କରାୟିବ। ତହିଁରୁ କୌଣସି ମାଂସ ପରଦିନ ପ୍ରାତଃକାଳ ପର୍ୟ୍ଯନ୍ତ ରହିବ ନାହିଁ।
ତୁମ୍ଭମାନେେ ଯେତବେେଳେ ସଦାପ୍ରଭୁଙ୍କ ପ୍ରଶଂସାର୍ଥେ ବଳିଦାନ ଉତ୍ସର୍ଗ କର, ତୁମ୍ଭେ ଏହା ଠିକ୍ ପଦ୍ଧତି ରେ ଉତ୍ସର୍ଗ କରିବା ଉଚିତ୍ ଯାହା ଫଳ ରେ ତାହା ଗ୍ରାହ୍ଯ ହବେ।
ସେ ଉତ୍ସର୍ଗ କରିବ, ଏକ ଡାଲା ତାଡିଶୂନ୍ଯ ରୋଟୀ ଭଲ ମଇଦା ରେ, ତଲେ ମିଶାଇ ବନାଇବ ଏବଂ ତାଡିଶୂନ୍ଯ ସରୁ ପିଠା ତଲେ ତାହା ଉପରେ ଦଇେ ବନା ହବେ। ଓ ତହିଁର ଶସ୍ଯ ଓ ପଯେ ନବୈେଦ୍ଯ ଉତ୍ସର୍ଗ କରିବ।
ହିଜକିଯ କହିଲେ, ବର୍ତ୍ତମାନ, ଯିହୁଦାର ଲୋକମାନେ, ତୁମ୍ଭମାନେେ ନିଜକୁ ସଦାପ୍ରଭୁଙ୍କ ଉତ୍ସର୍ଗୀକୃତ କରିଅଛ। ନିକଟକୁ ଆସ ଓ ସଦାପ୍ରଭୁଙ୍କ ମନ୍ଦିରକୁ ବଳିଦାନ ଓ ଧନ୍ଯବାଦର ଉପହାରସବୁ ଆଣ। ଏହାପରେ ଲୋକମାନେ ବଳିଦାନ ଓ ଧନ୍ଯବାଦର ଉପହାର ସବୁ ଆଣିଲେ। ଯଦି କୌଣସି ଲୋକ ଚାହିଁଲା, ସେ ହାମବେଳି ଉପହାରସବୁ ଆଣିଲା।
ଏହାପରେ ସେ ସଦାପ୍ରଭୁଙ୍କ ୟଜ୍ଞବଦେୀକୁ ସ୍ଥାପନ କଲେ ଓ ତାହା ଉପରେ ମଙ୍ଗଳାର୍ଥକ ବଳି ଓ ଧନ୍ଯବାଦର ବଳି ଉତ୍ସର୍ଗ ଗଲେ। ଇଶ୍ରାୟେଲର ସଦାପ୍ରଭୁ ପରମେଶ୍ବରଙ୍କର ସବୋ କରିବାକୁ ମନଃଶି ଯିହୁଦାର ସମସ୍ତ ଲୋକଙ୍କୁ ଆଦେଶ ଦେଲେ।
ପୁଣି ସହେି ଦିନ ଲୋକମାନେ ମହାବଳିଦାନ କରି ଆନନ୍ଦ କଲେ। କାରଣ ପରମେଶ୍ବର ସମାନଙ୍କେୁ ମହା ଆନନ୍ଦ ରେ ଆନନ୍ଦିତ କରିଥିଲେ। ଆଉ ସ୍ତ୍ରୀମାନେ ମଧ୍ଯ ଓ ବାଳକ ବାଳିକାଗଣ ଆନନ୍ଦ କଲେ। ତହିଁରେ ୟିରୁଶାଲମର ଆନନ୍ଦ ଧ୍ବନି ଅନକେ ଦୂର ପର୍ୟ୍ଯନ୍ତ ଶୁଣାଗଲା।
ମୁଁ ଷଣ୍ଢର ମାଂସ ଖାଏ ନାହିଁ। ମୁଁ ଛଳେିର ରକ୍ତ ପିଏ ନାହିଁ।
ୟେକହେି ମାେତେ ଧନ୍ଯବାଦାର୍ଥକ ନବୈେଦ୍ଯ ଉତ୍ସର୍ଗ କରେ, ମାେତେ ସମ୍ମାନ ପ୍ରଦର୍ଶନ କରେ ଏବଂ ୟିଏ କହେି ସତ୍ମାର୍ଗରେ ଚାଲିବାକୁ ନିଷ୍ପତ୍ତି ନିଏ, ସେ ମାରେ ରକ୍ଷା କରିବାର ଶକ୍ତି ଦେଖିପାରିବ।
ହେ ମାରେ ପ୍ରାଣ, ସଦାପ୍ରଭୁଙ୍କର ପ୍ରଶଂସା କର ! ହେ ମାରେ ସବୁ ଅଙ୍ଗପ୍ରତ୍ଯଙ୍ଗ, ତାଙ୍କ ପବିତ୍ର ନାମର ପ୍ରଶଂସା କର।
ସମାନେେ ସଦାପ୍ରଭୁଙ୍କ କରୁଣା ପାଇଁ ତାଙ୍କୁ ଧନ୍ଯବାଦ କରିବା ଉଚିତ୍ କାରଣ ସେ ଲୋକମାନଙ୍କ ପାଇଁ ବହୁତ ଆଶ୍ଚର୍ୟ୍ଯ କର୍ମମାନ କରିଛନ୍ତି।
ସଦାପ୍ରଭୁଙ୍କୁ ତାଙ୍କର ସ୍ନହପେୂର୍ଣ୍ଣ କରୁଣା ନିମନ୍ତେ ଧନ୍ଯବାଦ କର କାରଣ ସେ ଆପଣା ଲୋକମାନଙ୍କ ପାଇଁ ଆଶ୍ଚର୍ୟ୍ଯ କର୍ମମାନ କରିଛନ୍ତି।
ସମାନେେ ଧନ୍ଯବାଦାର୍ଥକ ବଳି ଉତ୍ସର୍ଗ କରନ୍ତୁ ଓ ଗାନକରି ତାଙ୍କ କର୍ମସକଳ ବର୍ଣ୍ଣନା କରନ୍ତୁ।
ମୁଁ ତୁମ୍ଭକୁ ଏକ ଧନ୍ଯବାଦାର୍ଥକ ବଳି ଦବେି। ମୁଁ ସଦାପ୍ରଭୁଙ୍କର ନାମକୁ ଡ଼ାକିବି।
ସଦାପ୍ରଭୁ କହନ୍ତି, ଏଠା ରେ ତୁମ୍ଭମାନେେ ଆନନ୍ଦ ଧ୍ବନି ଓ ହର୍ଷନାଦ, ବର କନ୍ଯାଙ୍କର ହର୍ଷଧ୍ବନି, ସଦାପ୍ରଭୁଙ୍କର ପ୍ରଶଂସାଗାନର କୋଳାହଳ ପାଇବ। ସମାନେେ କହିବେ, 'ସଦାପ୍ରଭୁ ମଙ୍ଗଳମଯ ଓ ତାଙ୍କର କରୁଣା ସଦାକାଳ ସ୍ଥାଯୀ।' ତେଣୁ ତାଙ୍କର ଧନ୍ଯବାଦ କର। ପୁଣି ସଦାପ୍ରଭୁଙ୍କ ଗୃହକୁ ଧନ୍ଯବାଦସ୍ବରୂପ ବଳି ଆଣିବାର ଶବ୍ଦ ଶୁଣାୟିବ। ଏହା ହବେ କାରଣ ଆମ୍ଭେ ଆପଣା ଲୋକମାନଙ୍କର ଭାଗ୍ଯ ପରିବର୍ତ୍ତନ କରିବା। ସେଥିପାଇଁ ସବୁକିଛି ପୂର୍ବରୁ ଯେପରି ଥିଲା, ସପରେି ହାଇଯେିବ।
କ'ଣ କହିବ ସେ ବିଷଯ ରେ ଚିନ୍ତା କର ଏବଂ ସଦାପ୍ରଭୁଙ୍କ ପାଖକୁ ଫରେିଆସ। ତାଙ୍କୁ କୁହ,
ଆଉ ମଧ୍ଯ ଦ୍ରାକ୍ଷାରସର ଫଣରେ ନବୈେଦ୍ଯ ପାଇଁ ଧନ୍ଯବାଦ ଦିଅ। ଏହି ସ୍ବେଚ୍ଛାଦତ୍ତ ନବୈେଦ୍ଯ ବିଷଯ ରେ ପ୍ରେତ୍ୟକକଙ୍କୁ ଜଣାଅ। ହେ ଇଶ୍ରାୟେଲୀୟ, ତୁମ୍ଭେ ଏହିସବୁ କାର୍ୟ୍ଯ କରିବାକୁ ଭଲ ପାଉଛ। ସଦାପ୍ରଭୁ ଏହାହିଁ କହିଲେ।
ଜଣେ ଲୋକ ନିଜକୁ ସୁସ୍ଥ ହାଇେ ଯାଇଥିବାର ଦେଖି ଯୀଶୁଙ୍କ ପାଖକୁ ଫରେି ଆସିଲା। ସେ ବଡ ପାଟିକରି ନଇଁପଡି ପ୍ରଣାମ କଲା ଓ ତାହାଙ୍କୁ ଧନ୍ଯବାଦ ଦୋଲା। ସେ ଯୀଶୁଙ୍କ ପାଦତଳେ ନଇଁପଡି ପ୍ରମାଣ କଲା ଓ ତାହାଙ୍କୁ ଧନ୍ଯବାଦ ଦଲୋ। ଏହି ଲୋକଟି ଶମିରୋଣର ଅଧିବାସୀ ଥିଲା। ସେ ଯିହୂଦୀ ନଥିଲା,
ସୁସ୍ଥ ହାଇେ ସାରିବା ପରେ ପୁଣି ଫରେି ଆସି ପରମେଶ୍ବରଙ୍କୁ ଧନ୍ଯବାଦ ଜଣାଇବା ପାଇଁ କ'ଣ ଏହି ଶମିରୋଣୀୟ ଜଣକ କବଳେ ଥିଲା?
ଲୋକେ ପରମେଶ୍ବରଙ୍କୁ ଜାଣିଥିଲେ। କିନ୍ତୁ ସମାନେେ ପରମେଶ୍ବରଙ୍କୁ ଗୌରବ ଦେଲେ ନାହିଁ ଓ ତାହାଙ୍କୁ ଧନ୍ଯବାଦ ଜଣାଇଲେ ନାହିଁ। ଲୋକଙ୍କ ଚ଼ିନ୍ତାଧାରା ନିରର୍ଥକ ହେଲା। ସମାନଙ୍କେର ଜ୍ଞାନ ଅନ୍ଧକାର ରେ ଭରିଗଲା।
ପରମେଶ୍ବର ତୁମ୍ଭମାନଙ୍କୁ ପ୍ରେତ୍ୟକକ ବିଷୟ ରେ ଧନୀ କରିବେ, ଫଳ ସ୍ବରୂପ ତୁମ୍ଭମାନେେ ସବୁବେଳେ ଉଦାର ମନ ରେ ଦାନ ଦଇେ ପାରିବ। ଆମ୍ଭ ମାଧ୍ଯମ ରେ ତୁମ୍ଭମାନଙ୍କର ଦାନ ପାଇଁ ପରମେଶ୍ବରଙ୍କୁ ଲୋକେ ଧନ୍ଯବାଦ ଦବେେ।
ପ୍ରେତ୍ୟକକ କଥା ପାଇଁ ପରମପିତା ପରମେଶ୍ବରଙ୍କୁ ସର୍ବଦା ଧନ୍ଯବାଦ ଦିଅ, ଆମ୍ଭ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କ ନାମ ରେ ପରମେଶ୍ବରଙ୍କୁ ଧନ୍ଯବାଦ ଅର୍ପଣ କର।
ଅତଏବ ଯୀଶୁଙ୍କ ମାଧ୍ଯମ ରେ ପରମେଶ୍ବରଙ୍କୁ ଆମ୍ଭର ବଳି ଉତ୍ସର୍ଗ କରିବା ବିଷୟ ଆମ୍ଭେ କବେେ ହେଲେ ବନ୍ଦ କରିବା ଉଚିତ ନୁହେଁ। ମୁଖ ଦ୍ବାରା ପ୍ରଶଂସାପୂର୍ବକ ତାହାଙ୍କର ନାମ ଉଚ୍ଚାରଣ ସହେି 'ବଳି' ଅଟେ।
ଅତଏବ ତାହାଙ୍କ ପାଖକୁ ଆସ। ତୁମ୍ଭମାନେେ ମଧ୍ଯ ଜୀବନ୍ତ ପଥର ଭଳି। ପରମେଶ୍ବର ଗୋଟିଏ ଆଧ୍ଯାତ୍ମିକ ମନ୍ଦିର ନିର୍ମାଣ କରୁଛନ୍ତି। ସହେି ମନ୍ଦିର ରେ ପରମେଶ୍ବରଙ୍କ ଦ୍ବାରା ଯୀଶୁଖ୍ରୀଷ୍ଟଙ୍କ ମାଧ୍ଯମ ରେ ଗୃହୀତ ହବୋ ଭଳି ଆଧ୍ଯାତ୍ମିକ ବଳିଦାନ ଉତ୍ସର୍ଗ କରି ପବିତ୍ର ଯାଜକ ହବୋ ପାଇଁ, ନିଜକୁ ନିଯୋଜିତ କର।