Home Bibles ଲେବୀୟ ପୁସ୍ତକ 7:13 · ଓଡ଼ିଆ ବାଇବେଲ
ଲେବୀୟ ପୁସ୍ତକ 7:13 · ଓଡ଼ିଆ ବାଇବେଲ

ମଙ୍ଗଳାର୍ଥକ ବଳିର ଅର୍ଥ ଜଣେ ବ୍ଯକ୍ତି ସଦାପ୍ରଭୁଙ୍କୁ ଧନ୍ଯବାଦ ପ୍ରକାଶ କରିବା ଓ ପ୍ରଶଂସାର ସହିତ ଅର୍ପଣ କରୁଥିବା ବଳି। ଏହି ଉପହାର ସହିତ ସେ ତାଡିୟୁକ୍ତ ପିଠା ମଧ୍ଯ ଆଣିବା ଉଚିତ୍।

Cross references

ଲେବୀୟ ପୁସ୍ତକ 23:17

ତୁମ୍ଭମାନେେ ନିଜ ନିଜ ଘରୁ ଦୋଳନୀଯ ନବୈେଦ୍ଯାର୍ଥେ ଏକ ଐଫାର ଦୁଇ ଦଶମାଂଶର ଦୁଇ ରୋଟୀ ଆଣିବ। ତାହା ସରୁ ମଇଦା ରେ ପ୍ରସ୍ତୁତ ହବେ ଓ ତାଡି ରେ ପାକ କରାୟିବ, ତାହା ସଦାପ୍ରଭୁଙ୍କ ଉଦ୍ଦେଶ୍ଯ ରେ ପ୍ରଥମଜାତ ଉପହାର ହବେ।

ଆମୋଷ 4:5

ଆଉ ମଧ୍ଯ ଦ୍ରାକ୍ଷାରସର ଫଣରେ ନବୈେଦ୍ଯ ପାଇଁ ଧନ୍ଯବାଦ ଦିଅ। ଏହି ସ୍ବେଚ୍ଛାଦତ୍ତ ନବୈେଦ୍ଯ ବିଷଯ ରେ ପ୍ରେତ୍ୟକକଙ୍କୁ ଜଣାଅ। ହେ ଇଶ୍ରାୟେଲୀୟ, ତୁମ୍ଭେ ଏହିସବୁ କାର୍ୟ୍ଯ କରିବାକୁ ଭଲ ପାଉଛ। ସଦାପ୍ରଭୁ ଏହାହିଁ କହିଲେ।

ମାଥିଉଲିଖିତ ସୁସମାଚାର 13:33

ତା'ପରେ ଯୀଶୁ ଲୋକମାନଙ୍କୁ ଆଉ ଗୋଟିଏ କାହାଣୀ କହିଲେ: ସ୍ବର୍ଗରାଜ୍ଯ ଖମୀର ଭଳି। ଜଣେ ସ୍ତ୍ରୀଲୋକ ଗୋଟିଏ ବଡ ପାତ୍ର ରେ ଥିବା ଅଟା ରେ ଖମୀର ମିଶାଇଲା। ସବୁତକ ରୋଟୀ ଫୁଲିବା ରେ ଖମୀର କାମ ଦଲୋ।

ତୀମଥିଙ୍କ ପ୍ରତି ପ୍ରଥମ ପତ୍ର 4:4

ପରମେଶ୍ବର ଯାହା ସବୁ ସୃଷ୍ଟି କରିଛନ୍ତି, ସେ ସବୁ ଉତ୍ତମ ଅଟେ। ପରମେଶ୍ବରଙ୍କୁ ଧନ୍ଯବାଦ ଦଲୋ ପରେ, ତାହାଙ୍କ ସୃଷ୍ଟ କୌଣସି ବିଷୟ ଗ୍ରହଣ କରିବା ପାଇଁ ମନା କରିବା ଉଚିତ ନୁହେଁ।

Interlinear

Choose Theme