Home Bibles ଲେବୀୟ ପୁସ୍ତକ 7:25 · ଓଡ଼ିଆ ବାଇବେଲ
ଲେବୀୟ ପୁସ୍ତକ 7:25 · ଓଡ଼ିଆ ବାଇବେଲ

ଯଦି କୌଣସି ବ୍ଯକ୍ତି ସଦାପ୍ରଭୁଙ୍କ ଉଦ୍ଦେଶ୍ଯ ରେ ଉତ୍ସର୍ଗୀକୃତ ପଶୁର ମଦେ ଭକ୍ଷଣ କରେ। ତବେେ ସହେି ଭୋଜନକାରୀ ଆପଣା ଲୋକମାନଙ୍କଠାରୁ ପୃଥକ୍ ରହିବା ଉଚିତ୍।

Cross references

ଆଦି ପୁସ୍ତକ 17:14

ଯେଉଁ ମନୁଷ୍ଯମାନଙ୍କର ସୁନ୍ନତ ହାଇନୋହିଁ, ସମାନଙ୍କେୁ ତା'ର ଲୋକମାନଙ୍କଠାରୁ ବାସନ୍ଦ କରାୟିବ। କାହିଁକି? କାରଣ ସେ ମାରେ ଚୁକ୍ତି ଭଙ୍ଗ କରିଛି।

ଯାତ୍ରା ପୁସ୍ତକ 29:25

ଏହାପରେ ହାରୋଣ ଏବଂ ତାଙ୍କର ପୁତ୍ରଙ୍କ ହସ୍ତରୁ ଏହି ନବୈେଦ୍ଯ ନଇେ ୟଜ୍ଞବଦେୀର ହାମବେଳି ଉପରେ ଦଗ୍ଧ କର। ଏହା ସଦାପ୍ରଭୁଙ୍କ ପାଇଁ ଏକ ସୁବାସିତ ଉପହାର।

ଲେବୀୟ ପୁସ୍ତକ 3:17

ଏହି ବିଧି ପ୍ରେତ୍ୟକକ ଗୃହ ରେ ତୁମ୍ଭମାନଙ୍କର ସମସ୍ତ ଭବିଷ୍ଯତ ବଂଶାନୁକ୍ରମମାନଙ୍କ ପାଇଁ ଅନୁକରଣୀଯ ହବେ। ତୁମ୍ଭମାନେେ ଯେଉଁ ଠା ରେ ରୁହ ନା କାହିଁକି ମଦେ କିମ୍ବା ରକ୍ତ ଭୋଜନ କରିବ ନାହିଁ।

ଲେବୀୟ ପୁସ୍ତକ 7:20

ମାତ୍ର ଯଦି କୌଣସି ଅଶୁଚି ବ୍ଯକ୍ତି ସଦାପ୍ରଭୁଙ୍କ ମଙ୍ଗଳାର୍ଥକ ବଳି ଭୋଜନ କରେ ତବେେ ସେ ନିଜେ ଲୋକମାନଙ୍କଠାରୁ ଅଲଗା ରହିବ।

ଲେବୀୟ ପୁସ୍ତକ 7:21

ଯଦି କୌଣସି ବ୍ଯକ୍ତି ଅଶୁଚି ବସ୍ତୁ କିମ୍ବା ଅଶୁଚି ପ୍ରାଣୀ କିମ୍ବା କୌଣସି ଘୃଣା ଯୋଗ୍ଯ ଅଶୁଚି ବସ୍ତୁ ସ୍ପର୍ଶ କରେ ତବେେ ସେ ଅପବିତ୍ର ହୁଏ ଓ ଯଦି ସେ ସଦାପ୍ରଭୁଙ୍କ ସମ୍ବନ୍ଧୀଯ ମଙ୍ଗଳାର୍ଥକ ବଳିର ମାଂସ ଭୋଜନ କରେ ତବେେ ସହେି ବ୍ଯକ୍ତି ଆପଣା ଲୋକମାନଙ୍କଠାରୁ ପୃଥକ୍ ରହିବ।

ଲେବୀୟ ପୁସ୍ତକ 7:27

ଯଦି କୌଣସି ବ୍ଯକ୍ତି ସେ ରକ୍ତ ଭୋଜନ କରେ ତବେେ ସେ ନିଜ ଲୋକମାନଙ୍କଠାରୁ ଅଲଗା ରହିବ।

Interlinear

Choose Theme