ପୁଣି ସମାଗମ ତମ୍ବୁ ଦ୍ବାରା ନିକଟରେ ସମଗ୍ର ମଣ୍ଡଳୀକୁ ଏକତ୍ର କର।
Cross references
ତହୁଁ ଶୁଚିକାରୀ ଯାଜକ ସହେି ଶାଧେନୀୟ ଲୋକକୁ ଓ ସହେିସବୁ ଦ୍ରବ୍ଯ ନଇେ ସମାଗମ-ତମ୍ବୁ ଦ୍ବାର ନିକଟରେ ସଦାପ୍ରଭୁଙ୍କ ସମ୍ମୁଖ ରେ ସ୍ଥାପନ କରିବ।
ତହୁଁ ତୁମ୍ଭେ ଲବେୀୟମାନଙ୍କୁ ସମାଗମ ତମ୍ବୁ ସମ୍ମୁଖ ରେ ଉପସ୍ଥିତ କରାଇବ। ତା'ପରେ ସମସ୍ତ ଇଶ୍ରାୟେଲ ସନ୍ତାନଗଣ ମଣ୍ତଳିକି ଏକତ୍ର କରିବ।
ତୁମ୍ଭେ ଆଶାବାଡି ନିଅ, ତୁମ୍ଭେ ଓ ତୁମ୍ଭ ଭାଇ ହାରୋଣ ସମସ୍ତ ମଣ୍ତଳୀକି ଏକତ୍ର କରିବା ଉଚିତ୍। ଆଉ ତୁମ୍ଭମାନେେ ସମାନଙ୍କେ ସମ୍ମୁଖ ରେ ସହେି ଶୈଳକୁ ଜଳ ଦବୋ ପାଇଁ ଆଜ୍ଞା ଦିଅ। ତହିଁରେ ସହେି ଶୈଳରୁ ଜଳ ବାହାର କରି ଲୋକମାନଙ୍କୁ ଓ ସମାନଙ୍କେର ପଶୁଗଣଙ୍କୁ ଜଳ ପାନ କରାଇବ।
ସଠାରୁେ ସମାନେେ ବରେ ନାମକ ସ୍ଥାନକୁ ଆସିଲେ। ସହେି କୂପ ବିଷଯ ରେ ସଦାପ୍ରଭୁ ମାଶାଙ୍କେୁ କହିଲେ, ତୁମ୍ଭେ ଏହି ସ୍ଥାନ ରେ ଲୋକମାନଙ୍କୁ ଏକତ୍ର କର। ମୁଁ ସମାନଙ୍କେୁ ଜଳ ଦବେି।
ତେଣୁ ଦାଉଦ ମିଶରର ଶିଯୋରନଦୀଠାରୁ ହମାତର ସହର ପର୍ୟ୍ଯନ୍ତ ଇଶ୍ରାୟେଲର ଲୋକମାନଙ୍କୁ ଏକତ୍ର କଲେ। ସମାନେେ କିରିଯତ୍-ୟିଯାରୀମ ସହରରୁ ନିଯମସିନ୍ଦୁକ ଫରୋଇ ଆଣିବା ନିମନ୍ତେ ଏକତ୍ର ହେଲେ।
ଲବେୀୟମାନେ ନିଯମସିନ୍ଦୁକକୁ ଦାଉଦଙ୍କ ଦ୍ବାରା ପ୍ରସ୍ତୁତ ସ୍ଥାନକୁ ବହିନବୋ ସମୟରେ ଇଶ୍ରାୟେଲର ସମସ୍ତ ଲୋକଙ୍କୁ ୟିରୁଶାଲମ ରେ ଏକତ୍ରୀତ ହବୋ ନିମନ୍ତେ ଦାଉଦ କହିଲେ।
ଇଶ୍ରାୟେଲର ସମସ୍ତ ପ୍ରାଚୀନ ଏବଂ ପ୍ରେତ୍ୟକକ ପରିବାରବର୍ଗର ମୁଖିଆମାନଙ୍କୁ ୟିରୁଶାଲମ ରେ ସମ୍ମିଳିତ ହବୋ ନିମନ୍ତେ ଶଲୋମନ ଆଜ୍ଞା ଦେଲେ। ଏହି ଲୋକମାନେ ଇଶ୍ରାୟେଲର ପରିବାରଗୁଡ଼ିକର ମୁଖିଆ ଥିଲେ। ସଦାପ୍ରଭୁଙ୍କର ନିଯମ-ସିନ୍ଦୁକ ସିୟୋନ ବାହାରକୁ ଦାଉଦଙ୍କର ନଗରକୁ ଆଣିବା ନିମନ୍ତେ ଶଲୋମନ ଏପରି କଲେ।
ରାଜା ଶଲୋମନ ଓ ଇଶ୍ରାୟେଲର ସମସ୍ତ ଲୋକ ନିଯମ-ସିନ୍ଦୁକ ସମ୍ମୁଖ ରେ ଏକାଠି ହେଲେ। ରାଜା ଶଲୋମନ ଓ ଇଶ୍ରାୟେଲର ସମସ୍ତ ଲୋକ ମଷେ ଓ ଷଣ୍ଢଗୁଡ଼ିକୁ ହାମବେଳି ରୂପେ ବଳିଦାନ ଦେଲେ। ସହେି ବଳିକୃତ ମଷେ ଓ ଷଣ୍ଢ ସଂଖ୍ଯା ଏତେ ଥିଲା ଯେ, ତା'କୁ କହେି ଗଣିପାରିଲେ ନାହିଁ।
ଦ୍ବିତୀୟ ମାସ ରେ ନିସ୍ତାରପର୍ବ ପାଳିବା ନିମନ୍ତେ ରାଜା ହିଜକିଯ ତାଙ୍କର ସମସ୍ତ ପଦାଧିକାରୀ ଓ ୟିରୁଶାଲମର ସମସ୍ତ ଜନତାଙ୍କ ସହ ଏକମତ ହେଲେ।
ଅନକେ ଲୋକ ତାଡ଼ୀଶୂନ୍ଯ ରୋଟୀର ପର୍ବ ପାଳନ କରିବା ନିମନ୍ତେ ଆସି ୟିରୁଶାଲମ ରେ ଦ୍ବିତୀୟ ମାସ ରେ ଏକତ୍ର ହେଲେ। ତାହା ଏକ ଅତି ବୃହତ୍ ଜନତାର ଭିଡ଼ ଥିଲା।
ଯିହୁଦାର ସମ୍ମିଳିତ ଜନତା, ଯାଜକଗଣ ଓ ଲବେୀୟ ସମସ୍ତେ, ଇଶ୍ରାୟେଲର ସମସ୍ତ ସମ୍ମିଳିତ ଜନତା ଓ ଇଶ୍ରାୟେଲୀୟମାନେ ଓ ଯିହୁଦା ରେ ବାସ କରୁଥିବା ବିଦେଶୀଗଣ ଅତ୍ଯନ୍ତ ଆନନ୍ଦିତ ଥିଲେ।
ତେଣୁ ସମସ୍ତ ଲୋକମାନେ ଜଳଦ୍ବାର ନିକଟରେ ଥିବା ଛକରେ ଏକମନ ରେ ଏକତ୍ରୀତ ହେଲେ। ସଦାପ୍ରଭୁ ଇଶ୍ରାୟେଲକୁ ମାଶାଙ୍କେର ଯେଉଁ ବ୍ଯବସ୍ଥା ପୁସ୍ତକ ଆଜ୍ଞା କରିଥିଲେ, ତାହା ଆଣିବା ପାଇଁ ସମାନେେ ଏଜ୍ରା ଲିପିକାରଙ୍କୁ କହିଲେ।
ହେ ସଦାପ୍ରଭୁ, ମୁଁ ମହାସଭାରେ ତୁମ୍ଭର ଯେଉଁ ଜଯଗାନ କଲି ତାହା ତୁମ୍ଭ ପ୍ରରଣୋର ଫଳ। ସମସ୍ତ ଉପାସକମାନଙ୍କ ସମ୍ମୁଖରେ ମୁଁ ମାରେ ନବୈେଦ୍ଯ ତାଙ୍କ ଉଦ୍ଦେଶ୍ଯରେ ଉତ୍ସର୍ଗ କରିବି ୟାହା ମୁଁ ପ୍ରତିଜ୍ଞା କରିଛି।
ଯେତବେେଳେ ପେଣ୍ଟିକଷ୍ଟ ଦିନ ଆସିଲା ସମାନେେ ସମସ୍ତେ ଗୋଟିଏ ସ୍ଥାନ ରେ ଏକାଠି ଜମା ହାଇେଥିଲେ।