ଅନନ୍ତର ମାଶାେ ଅଭିଷକୋର୍ଥକ ତୈଳରୁ ଓ ୟଜ୍ଞବଦେୀ ଉପରିସ୍ଥ ରକ୍ତରୁ କିଛି ନଇେ ହାରୋଣଙ୍କ ଉପରେ ଓ ତାଙ୍କର ବସ୍ତ୍ର ଉପରେ। ପୁଣି ତାଙ୍କ ସହିତ ତାଙ୍କର ପୁତ୍ରଗଣଙ୍କ ଉପରେ ଓ ସମାନଙ୍କେ ବସ୍ତ୍ର ଉପରେ ତାହା ସିଞ୍ଚନ କଲେ। ଆଉ ହାରୋଣଙ୍କୁ ଓ ତାଙ୍କର ସମସ୍ତ ବସ୍ତ୍ରକୁ ପବିତ୍ର କଲେ।
Cross references
ଏହାପରେ ୟଜ୍ଞବଦେୀର ଉପରିସ୍ଥିତ ରକ୍ତରୁ ଓ ଅଭିଷକୋର୍ଥକ ତୈଳରୁ କିଛି ନଇେ ହାରୋଣ ଉପରେ ଓ ତାହାର ବସ୍ତ୍ର ଉପରେ, ପୁଣି ତାହା ସହିତ ତାହାର ପୁତ୍ରଗଣ ଉପରେ ଓ ସମାନଙ୍କେ ବସ୍ତ୍ର ଉପରେ ଛିଞ୍ଚିବ। ତହିଁରେ ସେ ଓ ତାହା ସହିତ ତାହାର ବସ୍ତ୍ର, ପୁଣି ତାହାର ପୁତ୍ରଗଣ ଓ ସମାନଙ୍କେ ବସ୍ତ୍ର ପବିତ୍ର ହବେ।
ଏହି ତୈଳକୁ ହାରୋଣ ଏବଂ ତାଙ୍କର ପୁତ୍ରମାନଙ୍କ ଉପରେ ଛିଞ୍ଚି ପବିତ୍ର କର। ଯେଉଁଥି ରେ ସମାନେେ ଆମ୍ଭର ଯାଜକ କର୍ମ କରିବା ପାଇଁ ଅଭିଷକେ କରି ପବିତ୍ର କରିବେ।
ସମାନେେ ସଦାପ୍ରଭୁଙ୍କର ଯାଜକରୂପେ ସବୋ କରିବାକୁ ଉପସ୍ଥିତ ହେଲାପରେ, ସଦାପ୍ରଭୁଙ୍କ ଉପହାରରୁ ଏହି ଅଂଶ ହାରୋଣ ଓ ତାଙ୍କର ପୁତ୍ରମାନଙ୍କୁ ଦିଆଗଲା।
ଏହାପରେ ସେ ହାରୋଣଙ୍କ ମସ୍ତକରେ କିଛି ଅଭିଷକୋର୍ଥକ ତୈଳ ଢାଳି ତାଙ୍କୁ ମଧ୍ଯ ପବିତ୍ର କଲେ।
ମାଶାେ ହାରୋଣଙ୍କୁ କହିଲେ, ସଦାପ୍ରଭୁ କୁହନ୍ତି, ' ଯେଉଁମାନେ ମାେ ନିକଟକୁ ଆସନ୍ତି, ସମାନେେ ଚିହ୍ନିବା ଉଚିତ୍ ଯେ, ମୁଁ ପବିତ୍ର କାରଣ ସବୁ ଲୋକଙ୍କ ସମ୍ମୁଖ ରେ ମୁଁ ଗୌରବାନ୍ବିତ ହବେି।' ତେଣୁ ହାରୋଣ ନିଜ ପୁତ୍ରମାନଙ୍କ ମୃତ୍ଯୁ କଥା ନ କହି ନୀରବ ରହିଲେ।
ଏହା ହେଉଛି ହାରୋଣଙ୍କର ପୁତ୍ରମାନଙ୍କର ନାମ, ଯେଉଁ ମାନେ ଯାଜକରୂପେ ଅଭିଷିକ୍ତ ହାଇେଥିଲେ ଓ
ସଦାପ୍ରଭୁଙ୍କର ସବେକ କୁହନ୍ତି, ପ୍ରଭୁ ସଦାପ୍ରଭୁଙ୍କର ଆତ୍ମା ମାଠାେ ରେ ଅଧିଷ୍ଠାନ କରନ୍ତି, କାରଣ ନମ୍ର ଲୋକମାନଙ୍କ ନିକଟରେ ସୁସମାଚାର ପ୍ରଚାର କରିବା ପାଇଁ ସଦାପ୍ରଭୁ ମାେତେ ଅଭିଷିକ୍ତ କରିଅଛନ୍ତି। ସେ ଭଗ୍ନାନ୍ତଃକରଣ ଲୋକମାନଙ୍କର କ୍ଷତ ବାନ୍ଧିବାକୁ ବନ୍ଦୀ ଲୋକମାନଙ୍କୁ ମୁକ୍ତି ଦବୋକୁ ଓ ନିର୍ବାସିତ ଲୋକମାନଙ୍କୁ କାରାମୁକ୍ତ କରିବାକୁ ପ୍ରଚାର କରିବା ନିମନ୍ତେ ମାେତେ ପ୍ ରରଣେ କରିଛନ୍ତି।
ସିୟୋନର ଶାେକର୍ତ୍ତ ଲୋକମାନଙ୍କୁ ଯୋଗାଇ ଦବୋକୁ ଓ ଭସ୍ମ ପରିବର୍ତେ ଭୂଷଣ, ଦୁଃଖ ପରିବର୍ତେ ସୁଖ ରୂପ ତୈଳ, ଅବସନ୍ନ ଆତ୍ମା ପରିବର୍ତେ ପ୍ରଶଂସାରୂପ ବସ୍ତ୍ର ପ୍ରଦାନ କରିବାକୁ ସେ ମାେତେ ପ୍ ରରଣେ କରିଅଛନ୍ତି । ତହିଁରେ ସଦାପ୍ରଭୁ ଯେପରି ଗୌରବାନ୍ବିତ ହବେେ, ଏଥିପାଇଁ ସମାନେେ 'ଧର୍ମରୂପ ବୃକ୍ଷ' ଓ 'ତାଙ୍କର ଉଦ୍ୟାନ ବୋଲି ବିଖ୍ଯାତ ହବେେ।'
ମାତ୍ର ପବିତ୍ର ଆତ୍ମା ଆମ୍ଭକୁ ଏହିଗୁଡ଼ିକ ପ୍ରଦାନ କରନ୍ତି : ପ୍ ରମେ, ଆନନ୍ଦ, ଶାନ୍ତି, ର୍ଧୈୟ୍ଯ, ଦୟାଭାବ, ଉଦାରତା, ବିଶ୍ବସ୍ତତା,
ତେଣୁ ୟିଏ ପବିତ୍ର କରନ୍ତି, ଓ ଯେଉଁମାନେ ପବିତ୍ର ହୁଅନ୍ତି ଦୁ ହେଁ ଗୋଟିଏ ପରିବାରର ଅଟନ୍ତି। ଅତଏବ ଯୀଶୁ ସମାନଙ୍କେୁ ନିଜ ଭାଇ ଓ ଭଉଣୀ ଡ଼ାକିବା ରେ ଲଜ୍ଜା ବୋଧ କରନ୍ତି ନାହିଁ। ଯୀଶୁ କୁହନ୍ତି :
ପରମେଶ୍ବର ଖୁବ୍ ଆଗରୁ ତାଙ୍କର ପବିତ୍ର ଲୋକ ହବୋ ପାଇଁ ତୁମ୍ଭମାନଙ୍କୁ ମନୋନୀତ କରିବାକୁ ଯୋଜନା କରିଥିଲେ। ତୁମ୍ଭକୁ ପବିତ୍ର କରିବା ଆତ୍ମାଙ୍କର କାମ ଅଟେ। ଯୀଶୁଖ୍ରୀଷ୍ଟଙ୍କ ରକ୍ତ ଦ୍ବାରା ପବିତ୍ର ହାଇେ ତୁମ୍ଭେ ଯେପରି ପରମେଶ୍ବରଙ୍କ ଆଜ୍ଞା ପାଳନ କରିବ, ଏହା ସେ ଚାହିଁଥିଲେ। ଈଶ୍ବରଙ୍କ ଅନୁଗ୍ରହ ଓ ଶାନ୍ତି ଅଧିକରୁ ଅଧିକ ତୁମ୍ଭ ଉପରେ ବତ୍ତୁର୍।
ଖ୍ରୀଷ୍ଟ ତୁମ୍ଭମାନଙ୍କୁ ଏକ ବିଶଷେ ଦାନ ଦଇେଛନ୍ତି, ତାହା ତୁମ୍ଭଠା ରେ ଏପର୍ୟ୍ଯନ୍ତ ଅଛି। ଏଥିପାଇଁ ତୁମ୍ଭର କାହାଠାରୁ ଶିକ୍ଷା ନବୋ ଆବଶ୍ଯକ ନାହିଁ। ମାତ୍ର ତାହାଙ୍କଠାରୁ ପ୍ରାପ୍ତ ସହେି ଦାନ ତୁମ୍ଭକୁ ସମସ୍ତ ବିଷୟ ରେ ଶିକ୍ଷା ଦେଉଛି। ସେ ତୁମ୍ଭକୁ ଦଇେଥିବା ସହେି ଦାନ ସତ୍ଯ ଅଟେ, ମିଥ୍ଯା ନୁହେଁ। ତେଣୁ ତାହାଙ୍କର ସହେି ଦାନର ଶିକ୍ଷାନୁସା ରେ ତୁମ୍ଭମାନେେ ଖ୍ରୀଷ୍ଟଙ୍କଠା ରେ ଆଉ ଜୀବନଯାପନ କର।
ମୁଁ ଉତ୍ତର ଦଲେି, ମାେ ପ୍ରଭୁ ! ଆପଣ ତାହା ଜାଣନ୍ତି, ସମାନେେ କିଏ।