Home Bibles ☰ Books ଲେବୀୟ ପୁସ୍ତକ 8:34 · ଓଡ଼ିଆ ବାଇବେଲ
ଲେବୀୟ ପୁସ୍ତକ 8:34 · ଓଡ଼ିଆ ବାଇବେଲ

ଆଜି ଯାହାସବୁ କରାଗଲା, ସଦାପ୍ରଭୁ ତୁମ୍ଭମାନଙ୍କ ନିମନ୍ତେ ପ୍ରାଯଶ୍ଚିତ କରିବାକୁ ସେସବୁ ଆଜ୍ଞା ଦଇେଛନ୍ତି।

Cross references

ଏବ୍ରୀ 7:16

ସେ କୌଣସି ଗୋଷ୍ଠୀର ବ୍ଯବସ୍ଥା ଦ୍ବାରା ଯାଜକ ହାଇେ ନ ଥିଲେ। ବରଂ ଅକ୍ଷୟ ଜୀବନର ଶକ୍ତି ଅନୁସାରେ ଯାଜକ ହେଲେ।

ଏବ୍ରୀ 7:27

ସେ ଅନ୍ୟ ଯାଜକମାନଙ୍କ ଭଳି ନୁହଁନ୍ତି। ଅନ୍ୟ ଯାଜକମାନେ ପ୍ରତିଦିନ ବଳି ଉତ୍ସର୍ଗ କରିବା ଆବଶ୍ଯକ ଥିଲା। ପ୍ରଥମେ ନିଜ ପାଇଁ ଓ ପରେ ଅନ୍ୟ ଲୋକମାନଙ୍କ ପାପ ଲାଗି ସମାନଙ୍କେୁ ବଳି ଉତ୍ସର୍ଗ କରିବାକୁ ପଡ଼ୁଥିଲା। କିନ୍ତୁ ଯୀଶୁଙ୍କୁ ଏହା କରିବାକୁ ପଡ଼ି ନାହିଁ। ଯୀଶୁ ଚିରକାଳ ନିମନ୍ତେ ଏକାଥରକେ ବଳୀକୃତ ହେଲେ। ସେ ନିଜକୁ ସମର୍ପି ଦେଲେ।

ଏବ୍ରୀ 10:11

ଯାଜକମାନେ ପ୍ରତିଦିନ ଠିଆ ହାଇେ ସମାନଙ୍କେର ଧାର୍ମିକ ସବୋ କାର୍ୟ୍ଯ କରନ୍ତି। ସହେି, ସମାନ ବଳିଗୁଡ଼ିକ ସମାନେେ ବାରମ୍ବାର ସମର୍ପଣ କରନ୍ତି। କିନ୍ତୁ ସହେିଭଳି ବଳି କବେେ ହେଲେ ପାପହରଣ କରି ପା ରେ ନାହିଁ।

Interlinear

Choose Theme