Home Bibles ଲେବୀୟ ପୁସ୍ତକ 9:1 · ଓଡ଼ିଆ ବାଇବେଲ
ଲେବୀୟ ପୁସ୍ତକ 9:1 · ଓଡ଼ିଆ ବାଇବେଲ

ଅନନ୍ତର ଅଷ୍ଟମ ଦିନ ରେ ମାଶାେ ହାରୋଣ ଓ ତାଙ୍କର ପୁତ୍ରଗଣଙ୍କୁ ଓ ଇଶ୍ରାୟେଲର ପ୍ରାଚୀନବର୍ଗଙ୍କୁ ଡକାଇଲେ।

Cross references

ଲେବୀୟ ପୁସ୍ତକ 8:33

ଆଉ ପଦ ଅଭିଷକେ ଉତ୍ସବ ସାଦଦିନ ଧରି ଚାଲିବ। ତୁମ୍ଭମାନେେ ଏହି ସାତଦିନ ୟାଏ ସମାଗମ ତମ୍ବୁ ଦ୍ବାରରୁ ବାହାରକୁ ୟିବ ନାହିଁ। କାରଣ ପୌରହିତ୍ଯ ନିଶ୍ଚଯ ସାତଦିନ ୟାଏଁ ଚାଲିବ।

ଲେବୀୟ ପୁସ୍ତକ 14:10

ଅଷ୍ଟମ ଦିନ ରେ ସେ କୁଷ୍ଠ ରୋଗୀ ଦୁଇ ନିଖୁଣ ମଷେବତ୍ସ, ଏକବର୍ଷୀଯା ଏକ ନିଖୁଣ ମଷେବତ୍ସା, ଶସ୍ଯ ନବୈେଦ୍ଯ ନିମନ୍ତେ ଏକ ଐଫାର ତିନି ଦଶମାଂଶ ତୈଳମିଶ୍ରିତ ସରୁ ମଇଦା ଓ ଏକ ଲୋଗ୍ ତୈଲ ନବେ।

ଲେବୀୟ ପୁସ୍ତକ 14:23

ଆଉ ଅଷ୍ଟମ ଦିନ ରେ ସହେି ଲୋକ ସମସ୍ତ ଦ୍ରବ୍ଯ ଆଣି ସମାଗମ ତମ୍ବୁ ଦ୍ବାର ନିକଟରେ ଯାଜକ ପାଖକୁ ଆଣିବ। ଯାଜକ ସହେି ସମସ୍ତ ଜିନିଷ ସଦାପ୍ରଭୁଙ୍କ ସମ୍ମୁଖ ରେ ତା'ର ପ୍ରାଯଶ୍ଚିତ ପାଇଁ ଉତ୍ସର୍ଗ କରିବ ଓ ସେ ଶୁଚି ହବେ।

ଲେବୀୟ ପୁସ୍ତକ 15:14

ଅଷ୍ଟମ ଦିନ ରେ ସହେି ଲୋକ ଦୁଇଟି କପୋତ କିମ୍ବା ଦୁଇଟି ପାରାଛୁଆ ଆଣିବ। ସେ ସମାଗମ ତମ୍ବୁ ଦ୍ବାର ନିକଟରେ ସଦାପ୍ରଭୁଙ୍କ ସମ୍ମୁଖ ରେ ଯାଜକକୁ ଅର୍ପଣ କରିବ।

ଲେବୀୟ ପୁସ୍ତକ 15:29

ତା'ପରେ ଅଷ୍ଟମ ଦିନ ରେ ସହେି ସ୍ତ୍ରୀ ଲୋକ ଦୁଇଟି କପୋତ କିମ୍ବା ଦୁଇଟି ପାରା ଛୁଆ ଆଣି ସମାଗମ ତମ୍ବୁର ଦ୍ବାର ନିକଟରେ ଯାଜକକୁ ଅର୍ପଣ କରିବ।

ଗଣନା ପୁସ୍ତକ 6:10

ପୁଣି ଅଷ୍ଟମ ଦିନ ରେ ନାସରୀଯ ଦୁଇଟି କପୋତ କିମ୍ବା ପାରା ସମାଗମ ତମ୍ବୁ ଦ୍ବାର ରେ ଯାଜକ ନିକଟକୁ ଆଣିବ।

ଯିହିଜିକଲ 43:26

ସାତଦିନ ୟାଏ ଯାଜକମାନେ ୟଜ୍ଞବଦେୀ ନିମନ୍ତେ ପୂଜା କରି ତାହା ଶୁଚି କରିବେ।

ଯିହିଜିକଲ 43:27

ସାତଦିନ ପ ରେ ଅଷ୍ଟମ ଦିନରୁ ଯାଜକମାନେ ୟଜ୍ଞବଦେୀ ଉପ ରେ ତୁମ୍ଭମାନଙ୍କର ହାମାେର୍ଥକ ବଳି ଓ ସହଭାଗିତାର ବଳି ଉତ୍ସର୍ଗ କରିବେ। ତା'ପ ରେ ମୁଁ ତୁମ୍ଭକୁ ଗ୍ରହଣ କରିବି। ଏହା ସଦାପ୍ରଭୁ ମାରେ ପ୍ରଭୁ କହନ୍ତି।

ମାଥିଉଲିଖିତ ସୁସମାଚାର 28:1

ବିଶ୍ରାମଦିବସର ପରଦିନ ଅର୍ଥାତ୍ ସପ୍ତାହର ପ୍ରଥମ୍ ଦିନ ଅତି ସକାଳୁ ମଗ୍ଦଲିନୀ ମରିୟମ ଓ ମରିୟମ ନାମକ ଅନ୍ୟ ସ୍ତ୍ରୀଲୋକ ଜଣକ କବର ଦେଖିବାକୁ ଆସିଲେ।

Interlinear

Choose Theme