ଲେବୀୟ ପୁସ୍ତକ 9:11 · ଓଡ଼ିଆ ବାଇବେଲ
ତା'ପରେ ସେ ମାଂସ ଓ ଚର୍ମ ନଇେ ଛାଉଣୀର ବାହା ରେ ସଗେୁଡିକୁ ଦଗ୍ଧ କଲେ।
Cross references
ଲେବୀୟ ପୁସ୍ତକ 4:11
ସହେି ଚର୍ମ, ମଦେ, ମସ୍ତକ, ପଦ, ଅନ୍ତ, ଗୋବର ଓ ଷଣ୍ଢର ସମସ୍ତ ଅଂଶ ନଇେ ଛାଉଣୀ
ଲେବୀୟ ପୁସ୍ତକ 4:21
ତା'ପରେ ସେ ଗୋବତ୍ସକୁ ଛାଉଣୀ ବାହାରକୁ ନଇେ ପୂର୍ବ ଗୋବତ୍ସ ପରି ତାକୁ ଦଗ୍ଧ କରିବା ଉଚିତ୍। ଏହା ସମଗ୍ର ଇଶ୍ରାୟେଲର ଲୋକମାନଙ୍କ ପାଇଁ ପାପାର୍ଥକ ନବୈେଦ୍ଯ।
ଲେବୀୟ ପୁସ୍ତକ 8:17
ମାନ୍ତ ସେ ଚର୍ମ, ମାଂସ ଓ ଗୋମଯ ନଇେ ଛାଉଣୀର ବାହା ରେ ଦଗ୍ଧ କଲେ। ସଦାପ୍ରଭୁଙ୍କ ଆଜ୍ଞା ଅନୁସାରେ ମାଶାେ ଏହା କଲେ।
ଲେବୀୟ ପୁସ୍ତକ 16:27
ଯେଉଁ ପାପର୍ଥକ ବଳି ଗୋବତ୍ସ ଓ ଛାଗର ରକ୍ତ ମହାପବିତ୍ର ସ୍ଥାନକୁ ଅଣାୟାଇ ପ୍ରାଯଶ୍ଚିତ ହବୋ ପାଇଁ ଥିଲା, ସମାନଙ୍କେର ଚର୍ମ, ମାଂସ ଓ ମଳ, ଲୋକମାନେ ଛାଉଣୀ ବାହାରକୁ ନଇେ ଅଗ୍ନି ରେ ଦଗ୍ଧ କରିବେ।
ଏବ୍ରୀ 13:11
ମହାୟାଜକ ପଶୁମାନଙ୍କର ରକ୍ତକୁ ଅତି ପବିତ୍ର ସ୍ଥାନକୁ ନଇେ ଯାଆନ୍ତି, ଓ ପାପ ପାଇଁ ସେ ରକ୍ତକୁ ସମର୍ପଣ କରନ୍ତି। କିନ୍ତୁ ଶିବିର ବାହା ରେ ପଶୁମାନଙ୍କର ଶରୀରଗୁଡ଼ିକୁ ପୋଡ଼ି ଦିଆଯାଏ।