ଲେବୀୟ ପୁସ୍ତକ 9:13 · ଓଡ଼ିଆ ବାଇବେଲ
ତା'ପରେ ତାଙ୍କର ପୁତ୍ରଗଣ ତାଙ୍କ ନିକଟରେ ହାମବେଳିର ଖଣ୍ଡ ଖଣ୍ଡ ମାଂସ ଓ ମସ୍ତକ ସମର୍ପଣ କଲେ। ସେ ସମସ୍ତ ୟଜ୍ଞବଦେୀ ଉପରେ ଦଗ୍ଧ କଲେ।
Cross references
ଲେବୀୟ ପୁସ୍ତକ 1:8
ପୁଣି ଯାଜକ ହାରୋଣର ପୁତ୍ର ଯାଜକମାନେ ୟଜ୍ଞବଦେୀ ଉପରିସ୍ଥ ଅଗ୍ନି ଉପରେ ଥିବା କାଠ ଉପରେ ସହେି ଖଣ୍ଡ ସକଳ, ମସ୍ତକ ଓ ମଦେ ରଖିବେ।