ତେଣୁ ସମସ୍ତ ଲୋକ ସମାଗମ ତମ୍ବୁ ନିକଟକୁ ଆସିଲେ ଓ ମାଶାଙ୍କେ ଆଜ୍ଞା ଅନୁସାରେ ସମସ୍ତ ଜିନିଷ ଆଣିଥିଲେ, ସମାନେେ ସଦାପ୍ରଭୁଙ୍କ ସମ୍ମୁଖ ରେ ଛିଡା ହେଲେ।
Cross references
ଏହାପରେ ମାଶାେ ଲୋକମାନଙ୍କୁ ଛାଉଣୀରୁ ବାହାର କରି ପରମେଶ୍ବରଙ୍କର ସାକ୍ଷାତ ପାଇଁ ପର୍ବତର ପାଦଦେଶକୁ ଆଣିଲେ।
ସମସ୍ତ ଲୋକମାନଙ୍କୁ ଏକତ୍ର କର, ପୁରୁଷ ଲୋକ, ସ୍ତ୍ରୀଲୋକ, େଛାଟପିଲା ଏବଂ ବିଦେଶୀଯମାନେ ଯେଉଁମାନେ ତକ୍ସ୍ଟମ୍ଭ ନଗର ରେ ବାସ କରୁଛନ୍ତି। ସମାନେେ ମଧ୍ଯ ଏହି ବ୍ଯବସ୍ଥା ଶକ୍ସ୍ଟଣିବେ। ସମାନେେ ମଧ୍ଯ ତୁମ୍ଭର ସଦାପ୍ରଭୁ ପରମେଶଓରଙ୍କୁ ଭକ୍ତି ଓ ସମ୍ମାନ କରିବେ। ଏହାପରେ ସମାନେେ ବ୍ଯବସ୍ଥା ଅନକ୍ସ୍ଟସା ରେ କର୍ମ କରିପାରିବେ।
ଲବେୀୟମାନେ ନିଯମସିନ୍ଦୁକକୁ ଦାଉଦଙ୍କ ଦ୍ବାରା ପ୍ରସ୍ତୁତ ସ୍ଥାନକୁ ବହିନବୋ ସମୟରେ ଇଶ୍ରାୟେଲର ସମସ୍ତ ଲୋକଙ୍କୁ ୟିରୁଶାଲମ ରେ ଏକତ୍ରୀତ ହବୋ ନିମନ୍ତେ ଦାଉଦ କହିଲେ।
ଇଶ୍ରାୟେଲର ସମସ୍ତ ପ୍ରାଚୀନ ଏବଂ ପ୍ରେତ୍ୟକକ ପରିବାରବର୍ଗର ମୁଖିଆମାନଙ୍କୁ ୟିରୁଶାଲମ ରେ ସମ୍ମିଳିତ ହବୋ ନିମନ୍ତେ ଶଲୋମନ ଆଜ୍ଞା ଦେଲେ। ଏହି ଲୋକମାନେ ଇଶ୍ରାୟେଲର ପରିବାରଗୁଡ଼ିକର ମୁଖିଆ ଥିଲେ। ସଦାପ୍ରଭୁଙ୍କର ନିଯମ-ସିନ୍ଦୁକ ସିୟୋନ ବାହାରକୁ ଦାଉଦଙ୍କର ନଗରକୁ ଆଣିବା ନିମନ୍ତେ ଶଲୋମନ ଏପରି କଲେ।
ତେଣୁ ସମସ୍ତ ଲୋକମାନେ ଜଳଦ୍ବାର ନିକଟରେ ଥିବା ଛକରେ ଏକମନ ରେ ଏକତ୍ରୀତ ହେଲେ। ସଦାପ୍ରଭୁ ଇଶ୍ରାୟେଲକୁ ମାଶାଙ୍କେର ଯେଉଁ ବ୍ଯବସ୍ଥା ପୁସ୍ତକ ଆଜ୍ଞା କରିଥିଲେ, ତାହା ଆଣିବା ପାଇଁ ସମାନେେ ଏଜ୍ରା ଲିପିକାରଙ୍କୁ କହିଲେ।