ପ୍ରଭୁଙ୍କ ପାଇଁ ଯୋହନ ମହାନ ହବେେ। ସେ କବେେ ହେଁ ଦ୍ରାକ୍ଷାରସ କିମ୍ବା ମଦ୍ଯପାନ କରିବେ ନାହିଁ। ଏପରିକି ଜନ୍ମ ସମୟରୁ ସେ ପବିତ୍ର ଆତ୍ମା ରେ ପରିପୂର୍ଣ୍ଣ ହବେେ।
Cross references
ମୁଁ ତୁମ୍ଭଠାରୁ ଏକ ମହାନ ଗୋଷ୍ଠୀ ଉତ୍ପନ୍ନ କରିବି। ମୁଁ ତୁମ୍ଭକୁ ଆଶୀର୍ବାଦ କରିବି ଓ ତୁମ୍ଭକୁ ମହାନ କରିବି ଏବଂ ତୁମ୍ଭେ ଆଶୀର୍ବାଦର ସଂକତେ ହବେ।
କିନ୍ତୁ ତାଙ୍କର ପିତା ଅସମ୍ମତ ହାଇେ କହିଲେ, ହେ ପୁତ୍ର, ମୁଁ ତାହା ଜାଣେ। ମୁଁ ମଧ୍ଯ ଜାଣେ ସେ ମଧ୍ଯ ଏକ ଗୋଷ୍ଠୀ ହବେ ଓ ସେ ମହାନ ହବେ। ମାତ୍ର ତୁମ୍ଭର କନିଷ୍ଠ ପୁତ୍ର ତା'ଠାରୁ ଅଧିକ ମହାନ ହବେ ଓ ତାହାର ବଂଶ ବହୁ ଗୋଷ୍ଠୀକ ହବେ।
ଇଶ୍ରାୟେଲ ଲୋକମାନଙ୍କୁ ଏହିସବୁ କୁହ, କୌଣସି ପୁରୁଷ କି ସ୍ତ୍ରୀ ସଦାପ୍ରଭୁଙ୍କ ଉବ୍ଦେଶ୍ଯ ରେ ଉତ୍ସର୍ଗିତ ହବୋ ନିମନ୍ତେ ବିଶଷେ ନାସରୀଯ ପ୍ରତିଜ୍ଞା କରିବା ଉଚିତ୍।
ତା'ପରେ ସଦାପ୍ରଭୁ ଯିହାଶୂେୟଙ୍କକ୍ସ୍ଟ କହିଲେ, ଆଜି ମୁ ତୁମ୍ଭକୁ ସମକ୍ସ୍ଟଦାଯ ଇଶ୍ରାୟେଲ ସମ୍ମକ୍ସ୍ଟଖ ରେ ତୁମ୍ଭକୁ ସମ୍ଭ୍ରାନ୍ତ କରିବାକୁ ଆରମ୍ଭ କରିବି। ଏଥି ରେ ଲୋକମାନେ ଜାଣିବେ ଯେ ମୁ ଯେପରି ମାଶାଙ୍କେ ସହିତ ଥିଲି, ତକ୍ସ୍ଟମ୍ଭ ସହିତ ସହେିପରି ଅଛି।
ସହେିଦିନ ସଦାପ୍ରଭୁ ଇଶ୍ରାୟେଲର ଲୋକମାନଙ୍କୁ ଆଗ ରେ ଯିହାଶୂେୟଙ୍କକ୍ସ୍ଟ ସମ୍ଭ୍ରାନ୍ତ କଲେ। ତହିଁରେ ଲୋକମାନେ ମାଶାଙ୍କେକ୍ସ୍ଟ ଯେପରି ଭୟ କରୁଥିଲେ, ସମ୍ମାନ କରୁଥିଲେ, ସହେିପରି ତାଙ୍କର ଜୀବନସାରା ତାଙ୍କୁ ଭୟ ଓ ସମ୍ମାନ କଲେ।
ତୁମ୍ଭେ କଦାପି ଦ୍ରାକ୍ଷାରସ କି ଅନ୍ଯାନ୍ଯ ମାଦକ ଦ୍ରବ୍ଯ ସ୍ପର୍ଶ କରିବ ନାହିଁ। ତୁମ୍ଭମାନେେ କୌଣସି ଅଶକ୍ସ୍ଟଚି ସାମଗ୍ରୀ ଖାଇବ ନାହିଁ। ସାବଧାନ ହକ୍ସ୍ଟଅ।
ତୁମ୍ଭେ ଯେଉଁଆଡ଼େ ଗଲ, ଆମ୍ଭେ ତୁମ୍ଭ ସହିତ ରେ ରହିଲୁ। ଆମ୍ଭେ ତୁମ୍ଭ ସମ୍ମୁଖ ରେ ତୁମ୍ଭର ଶତ୍ରୁଗଣକୁ ବଧ କଲୁ। ବର୍ତ୍ତମାନ ଆମ୍ଭେ ତୁମ୍ଭକୁ ପୃଥିବୀର ସବୁଠାରୁ ବିଖ୍ଯାତ ଲୋକଙ୍କ ମଧିଅରେ ଜଣେ କରିବା।
ଧନ ଓ ସମ୍ମାନ ତୁମ୍ଭଠାରୁ ଆ ସେ। ତୁମ୍ଭେ ସକଳ ବିଷଯକୁ ଶାସନ କର। ତୁମ୍ଭର ହସ୍ତ ରେ ପରାକ୍ରମ ଓ ଶକ୍ତି ଅଛି । ଆଉ ତୁମ୍ଭ ହସ୍ତ ରେ ଯେ କୌଣସି ବ୍ଯକ୍ତିକୁ ମହାନ୍ ଓ ପରାକ୍ରମୀ କରାଇବାର କ୍ଷମତା ଅଛି।
ହେ ପରମେଶ୍ବର, ସତ୍ଯ କଥା ଏହି, ତୁମ୍ଭେ ହେଉଛ ଏକମାତ୍ର ୟାହା ଉପରେ ମୁଁ ପ୍ରକୃତରେ ନିର୍ଭରଶୀଳ। ତୁମ୍ଭେ ମାରେ ଯତ୍ନ ନଇେଛ, ଯେଉଁଦିନରୁ ମୁଁ ଜନ୍ମଲାଭ କରିଛି। ତୁମ୍ଭେ ମାେତେ ସୁରକ୍ଷା ତଥା ବିଶ୍ବାସ ପ୍ରଦାନ କରିଛ, ୟବେେଠୁଁ ମୁଁ ଏକ େଛାଟ ପିଲା ଥିଲି।
ମାତୃଗର୍ଭ ରେ ତୁମ୍ଭର ସୃଷ୍ଟି ପୂର୍ବରୁ ଆମ୍ଭେ ତୁମ୍ଭକୁ ଜାଣିଲୁ। ଏପରିକି ତୁମ୍ଭେ ଜନ୍ମ ହବୋ ପୂର୍ବରୁ ଆମ୍ଭେ ତୁମ୍ଭକୁ ଅଲଗା କଲୁ ଏବଂ ତୁମ୍ଭକୁ ଜାତିମାନଙ୍କର ଭବିଷ୍ଯଦବକ୍ତା ରୂପେ ନିୟୁକ୍ତ କଲୁ।
ସର୍ବଶକ୍ତିମାନ୍ ସଦାପ୍ରଭୁ ସମାନଙ୍କେୁ ସୁରକ୍ଷା ଦବେେ। ସମାନେେ ଧ୍ବଂସ ହବେେ, ସମାନେେ ସମାନଙ୍କେର ଶତୃମାନଙ୍କୁ ବାଟୁଳି ଦ୍ବାରା ପରାସ୍ତ କରିବେ। ସମାନେେ ଦ୍ରାକ୍ଷାରସ ପାନ କରିବେ ଓ ଦୁର୍ଦ୍ଦାନ୍ତ ହବେେ, ସମାନେେ ୟଜ୍ଞବଦେୀର କଣ ରେ ଥିବା ପାତ୍ର ଯେପରି ସହେିପରି ପୂର୍ଣ୍ଣ ହବେେ।
ତବେେ କ'ଣ ଦେଖିବାକୁ ତୁମ୍ଭେ ଆସିଥିଲ? କ'ଣ କୌଣସି ଭବିଷ୍ଯଦ୍ବକ୍ତାଙ୍କୁ? ହଁ, ମୁଁ ତୁମ୍ଭକୁ କହୁଛି ଯେ ଯାହାକୁ ତୁମ୍ଭେ ଦେଖିଛ ସେ ଭବିଷ୍ଯଦ୍ବକ୍ତାଙ୍କ ଠାରୁ ମଧ୍ଯ ଆହୁରି ବଡ।
ମୁଁ ତୁମ୍ଭକୁ କହୁଛି, ନାରୀ ଗର୍ଭ ମଧ୍ଯରୁ ଜାତ ସମସ୍ତଙ୍କ ମଧିଅରେ ଯୋହନଙ୍କଠାରୁ ଅଧିକ ମହାନ୍ କହେି ନାହିଁ। ତଥାପି ପରମେଶ୍ବରଙ୍କ ରାଜ୍ଯର ଯେଉଁ ଲୋକ ସବୁଠାରୁ େଛାଟ, ସେ ମଧ୍ଯ ଯୋହନଙ୍କଠାରୁ ମହାନ।
ବାପ୍ତିଜକ ଯୋହନ ଆସିଲେ। ସେ ଅନ୍ୟ ଲୋକମାନଙ୍କ ଭଳି ଖାଉନଥିଲେ କିମ୍ବା ଦ୍ରାକ୍ଷାରସ ପିଉନଥିଲେ। ଆଉ ତୁମ୍ଭମାନେେ କହୁଛ ଯେ, 'ତାହାଙ୍କ ଦହେ ରେ ଭୂତ ପ୍ରବେଶ କରିଛି।'
ଯୋହନ ଗୋଟିଏ ପ୍ରଦୀପ ପରି ଜଳି ଆଲୋକ ଦଇେଥିଲେ। ଏବଂ ତୁମ୍ଭମାନେେ ସହେି ଆଲୋକ କିଛି କ୍ଷଣ ପାଇଁ ଉପ ଭୋଗ କରି ଖୁସି ହେଲ।
ସମସ୍ତେ ପବିତ୍ର ଆତ୍ମା ରେ ପରିପୂର୍ଣ୍ଣ ହେଲେ। ପବିତ୍ର ଆତ୍ମାଙ୍କ ଦ୍ବାରା ପାଉଥିବା ଶକ୍ତି ସାହାୟ୍ଯ ରେ ସମାନେେ ଭିନ୍ନ ଭିନ୍ନ ଭାଷା ରେ କଥା କହିବାକୁ ଆରମ୍ଭ କଲେ।
ପିତର ସହେି ଏଗାରଜଣ ପ୍ ରରେିତ ସହ ଠିଆ ହାଇେ ସହେି ଲୋକମାନଙ୍କୁ ବଡ଼ ପାଟି ରେ କହିଲେ, ହେ ୟିଦୂଦୀୟମାନେ, ହେ ୟିରୂଶାଲମ ବାସିନ୍ଦାମାନେ, ସମସ୍ତେ ମାେ କଥା ଶୁଣ।
କିନ୍ତୁ ପରମେଶ୍ବର ମାେ ଜନ୍ମ ପୂର୍ବରୁ ମାେତେ ଅନୁଗ୍ରହ କରି ବାଛି ନଇେଥିଲେ। ସେ ସ୍ଥିର କରିଥିଲେ ଯେ, ମୁଁ ଅଣଯିହୂଦୀମାନଙ୍କୁ ତାହାଙ୍କ ପୁତ୍ର ଯୀଶୁଖ୍ରୀଷ୍ଟଙ୍କର ସୁସମାଚାର କହିବି।
ମଦ ପିଇ ମାତାଲ ହୁଅ ନାହିଁ। କାରଣ ତାହା ଆତ୍ମିକ ଭାବେ ତୁମ୍ଭର ସଂପୂର୍ଣ୍ଣ ବିନାଶ ଘଟାଇବ ବରଂ ଆତ୍ମା ରେ ପରିପୂର୍ଣ୍ଣ ହୁଅ।