ଯୋହନ ଅନକେ ଇଶ୍ରାୟେଲ ଲୋକଙ୍କୁ ପ୍ରଭୁଙ୍କ ପାଖକୁ ଫରେି ଆସିବାକୁ ସାହାୟ୍ଯ କରିବେ। ପ୍ରଭୁ ସମାନଙ୍କେର ପରମେଶ୍ବର ଅଟନ୍ତି।
Cross references
ଏକ ବ୍ଯକ୍ତିର ଉଚ୍ଚସ୍ବର ଶୁଣ, ତୁମ୍ଭମାନେେ ପ୍ରାନ୍ତର ରେ ସଦାପ୍ରଭୁଙ୍କ ପାଇଁ ପଥ ପ୍ରସ୍ତୁତ କର। ମରୁଭୂମିରେ ଆମ୍ଭମାନଙ୍କ ପରମେଶ୍ବରଙ୍କ ଉଦ୍ଦେଶ୍ଯ ରେ ଏକ ରାଜପଥ ସଳଖ ଓ ଚିକ୍କଣ କର।
ପୁଣି ସଦାପ୍ରଭୁ କହିଲେ, ତୁମ୍ଭେ ଯାକୁବର ପରିବାରବର୍ଗକୁ ଉତ୍ଥାପନ କରିବା ପାଇଁ ଓ ଇଶ୍ରାୟେଲ ରକ୍ଷିତ ଲୋକମାନଙ୍କୁ ପୁନର୍ବାର ଆଣିବା ପାଇଁ ଆମ୍ଭର ସବେକ ହବେ ; ଏହା ଅତି କ୍ଷୁଦ୍ର ବିଷଯ ; ତୁମ୍ଭେ ଯେପରି ପୃଥିବୀର ଶଷେ ସୀମା ପର୍ୟ୍ଯନ୍ତ ଆମ୍ଭ କୃତ ପରିତ୍ରାଣ ସ୍ବରୂପ ହବେ, ସେଥିପାଇଁ ଆମ୍ଭେ ତୁମ୍ଭକୁ ଅନ୍ୟ ଦେଶୀଯମାନଙ୍କର ଦୀପ୍ତିସ୍ବରୂପ କରିବା।
ଆଉ ଜ୍ଞାନୀ ଲୋକମାନେ ଆକାଶର ଦୀପ୍ତିର ଗୌରବ ତୁଲ୍ଯ ହବେେ ଏବଂ ଯେଉଁମାନେ ଅନ୍ୟକୁ ବହୁତ ଧାର୍ମିକତା କାର୍ୟ୍ଯ କରିବେ, ଶଷେ ସମୟ ପର୍ୟ୍ଯନ୍ତ ତାରାଗଣ ତୁଲ୍ଯ ଉଜ୍ଜ୍ବଳ ହବେେ।
ସର୍ବଶକ୍ତିମାନ ସଦାପ୍ରଭୁ କୁହନ୍ତି, ଆମ୍ଭର ପଥ ପରିଷ୍କାର କରିବା ପାଇଁ ଆମ୍ଭେ ଆପଣା ଦୂତକୁ ପ୍ ରରଣେ କରିବା। ଆଉ ଦେଖ ତୁମ୍ଭମାନେେ ଯେଉଁ ପ୍ରଭୁଙ୍କୁ ଅନ୍ବଷେଣ କରୁଛ ସେ ହଠାତ୍ ତାଙ୍କ ମନ୍ଦିରକୁ ଆସିବ। ନିଶ୍ଚଯ ଚୁକ୍ତିର ବାର୍ତ୍ତାବାହକ ତୁମ୍ଭେ ଯାହା ବିଷଯ ରେ ସନ୍ତୁଷ୍ଟ ସେ ଆସୁଛନ୍ତି।
ସହେି ସମୟରେ ବାପ୍ତିଜକ ଯୋହନ ଆସି ୟିହୂଦା ପ୍ରଦେଶର ପ୍ରାନ୍ତର ମଧିଅରେ ଘାଷେଣା କରି କହିବାକୁ ଲାଗିଲେ
ତୁମ୍ଭମାନଙ୍କୁ ବଞ୍ଚିବା ପାଇଁ ଠିକ ବାଟ ଦଖାଇବୋକୁ ଯୋହନ ଆସି ଥିଲେ। ତୁମ୍ଭମାନେେ ଯୋହନଙ୍କୁ ବିଶ୍ବାସ କଲ ନାହିଁ।କିନ୍ତୁ କର ଆଦାୟକାରୀ ଓ ବେଶ୍ଯାମାନେ ଯୋହନଙ୍କୁ ବିଶ୍ବାସ କଲେ। କର ଆଦାୟକାରୀ ଓ ବେଶ୍ଯାମାନେ ଯୋହନଙ୍କୁ ବିଶ୍ବାସ କରିଛନ୍ତି ବୋଲି ତୁମ୍ଭେ ଦେଖିଲ। ତଥାପି ତାହାଙ୍କଠା ରେ ବିଶ୍ବାସ କରିବା ଲୋଗି ତୁମ୍ଭମାନେେ ହୃଦୟ ପରିବର୍ତ୍ତନ କଲ ନାହିଁ।
ଏବଂ ତୁମ୍ଭେ ହେ ଶିଶୁ! ତୁମ୍ଭେ ସହେି ପର୍ବୋପରିସ୍ଥ ପରମେଶ୍ବରଙ୍କ ଭବିଷ୍ଯଦ୍ବକ୍ତା ରୂପେ ଖ୍ଯାତ ହବେ। ପ୍ରଭୁଙ୍କ ଆଗମନ ପାଇଁ ଲୋକମାନଙ୍କୁ ପ୍ରସ୍ତୁତ କରିବା ନିମନ୍ତେ ପ୍ରଭୁଙ୍କ ପୂର୍ବରୁ ତୁମ୍ଭେ ପ୍ରଥମେ ୟିବ।