Home Bibles ☰ Books ଲୂକଲିଖିତ ସୁସମାଚାର 1:23 · ଓଡ଼ିଆ ବାଇବେଲ
ଲୂକଲିଖିତ ସୁସମାଚାର 1:23 · ଓଡ଼ିଆ ବାଇବେଲ

ଜିଖରିୟଙ୍କ ସବୋକାର୍ୟ୍ଯର ସମୟ ଶଷେ ହାଇଯେିବା ପରେ ସେ ଘରକୁ ଫରେିଗଲେ।

Cross references

ଦିତୀୟ ରାଜାବଳୀ 11:5

ତା'ପରେ ସେ ସମାନଙ୍କେୁ ଆଜ୍ଞା ଦଇେ କହନ୍ତି, ତୁମ୍ଭମାନେେ ଏହା ନିଶ୍ଚଯ କରିବ। ତୁମ୍ଭମାନଙ୍କ ମଧ୍ଯରୁ ଏକ ତୃତୀଯାଂଶ ବିଶ୍ରାମ ଦିନ ଆରମ୍ଭ ରେ ଏହି ପ୍ରାସାଦକୁ ପ୍ରହରା ଦବୋକୁ ନିଶ୍ଚଯ ଆସିବ।

ପ୍ରଥମ ବଂଶାବଳୀ 9:25

ଦ୍ବାରପାଳମାନଙ୍କର ଯେଉଁ ଆତ୍ମୀଯମାନେ େଛାଟ ସହରଗୁଡ଼ିକରେ ବାସ କରୁଥିଲେ, ସମାନଙ୍କେୁ ଆସି କେତକେ ନିର୍ଦ୍ଦିଷ୍ଟ ସମୟରେ ସାହାୟ୍ଯ କରିବାକୁ ପଡ଼ୁଥିଲା। ସମାନେେ ଆସୁଥିଲେ ଓ ପ୍ରେତ୍ୟକକ ଥର ଦ୍ବାରପାଳମାନଙ୍କୁ ସାତଦିନ ପର୍ୟ୍ଯନ୍ତ ସାହାୟ୍ଯ କରୁଥିଲେ।

Interlinear

Choose Theme