ଦାଉଦଙ୍କ ବଂଶଜ ୟୋ ସଫେ ନାମକ ଜଣେ ପୁରୁଷ ସହିତ ସେ କନ୍ଯାଙ୍କର ବିବାହ ନିର୍ବନ୍ଧ ହାଇେ ସାରିଥିଲା। ତାହାଙ୍କର ନାମ ମରିୟମ ଥିଲା।
Cross references
ମୁଁ ତୁମ୍ଭଙ୍କୁ ନାରୀର ଶତୃ କରିବି।
ମାତ୍ରସମାର ପ୍ରଭୁ ପରଲମଶ୍ବର ଏକ ଚିହ୍ନସଦଖାଇଲବ।
ହେ ଅବିଶ୍ବସ୍ତା କନ୍ଯା, ତୁମ୍ଭେ କେତକୋଳ ଏଣତେଣେେ ଭ୍ରମଣ କରିବ ? କାରଣ ସଦାପ୍ରଭୁ ପୃଥିବୀ ରେ ଏକ ନୂତନ ବିଷଯ ସୃଷ୍ଟି କରିଅଛନ୍ତି, ଜଣେ ସ୍ତ୍ରୀ ଜଣେ ପୁରୁଷକୁ ବେଷ୍ଟନ କରିବ।
ଯାକୁବ ଯୋଷଫଙ୍କେ ବାପା।
ଯୀଶୁଖ୍ରୀଷ୍ଟଙ୍କ ମାଆ ଥିଲେ ମରିୟମ। ଯୀଶୁଖ୍ରୀଷ୍ଟଙ୍କ ଜନ୍ମ ଏହିଭଳି ହାଇେଥିଲା। ମରିୟମଙ୍କର ଯୋଷଫଙ୍କେ ସହିତ ବିବାହ ସ୍ଥିର ହାଇେଥିଲା। କିନ୍ତୁ ବିବାହ ପୂର୍ବରୁ ଜଣା ପଡିଲା ଯେ, ମରିୟମ ପବିତ୍ର ଆତ୍ମାଙ୍କ ଶକ୍ତି ବଳ ରେ ଗର୍ଭବତୀ ହାଇେଛନ୍ତି।
କିନ୍ତୁ ଯୋଷଫେ ଯେତବେେଳେ ଏକଥା ଭାବୁଥିଲେ, ସେତବେେଳେ ସ୍ବପ୍ନ ରେ ଦର୍ଶନ ପାଇଲେ ପ୍ରଭୁଙ୍କର ଜଣେ ଦୂତ ତାହାଙ୍କ ପାଖକୁ ଆସି କହିଲେ, ହେ ଦାଉଦଙ୍କ ସନ୍ତାନ ଯୋଷଫେ ତୁମ୍ଭେ ମରିୟମଙ୍କୁ ଆପଣା ସ୍ତ୍ରୀ ରୂପେ ଗ୍ରହଣ କରିବାକୁ ଭୟ କରନାହିଁ। କାରଣ ତାହାଙ୍କ ଗର୍ଭ ରେ ଥିବା ଶିଶୁଟି ପବିତ୍ର ଆତ୍ମାଙ୍କର।
ଜଣେ କୁମାରୀ କନ୍ଯା ଗର୍ଭବତୀ ହାଇେ ପୁତ୍ର ସନ୍ତାନଟିଏ ଜନ୍ମ ଦବେ। ଲୋକେ ତାହାଙ୍କ ନାମ ଇମ୍ମାନୁଯଲେ ଦବେେ। (ଇମ୍ମାନୁଯଲରେ ଅର୍ଥ, ପରମେଶ୍ବର ଆମ୍ଭ ସହିତ ଅଛନ୍ତି।)
ୟୋ ସଫେ ଦାଉଦଙ୍କ ବଂଶର ହାଇେଥିବାରୁ ସେ ଗାଲିଲୀର ନାଜରିତ ନଗରରୁ ୟିହୂଦା ପ୍ରଦେଶର ବେଥ୍ଲହେିମକୁ ଗଲେ। ବେଥ୍ଲହେିମ ନଗର ଦାଉଦଙ୍କ ନଗର ନାମ ରେ ପରିଚିତ ଥିଲା।