ସ୍ବର୍ଗଦୂତ ତାହାଙ୍କୁ କହିଲେ, ମରିୟମ! ଭୟ କରନାହିଁ। କାରଣ ପରମେଶ୍ବର ତୁମ୍ଭ ଉପରେ ପ୍ରସନ୍ନ ହାଇେଛନ୍ତି।
Cross references
ତୁମ୍ଭେ ଭୟ କର ନାହିଁ, କାରଣ ଆମ୍ଭେ ତୁମ୍ଭ ସଙ୍ଗ ରେ ଅଛୁ। ନିରାଶ ହୁଅ ନାହିଁ କାରଣ ଆମ୍ଭେ ତୁମ୍ଭର ପରମେଶ୍ବର। ଆମ୍ଭେ ତୁମ୍ଭକୁ ସବଳ କରିବା, ଆମ୍ଭେ ତୁମ୍ଭକୁ ସାହାୟ୍ଯ କରିବା। ପୁଣି ଆମ୍ଭେ ଆପଣା ଧର୍ମସ୍ବରୂପ ଦକ୍ଷିଣ ହସ୍ତ ରେ ତୁମ୍ଭକୁ ଧରି ରଖିବା।
ହେ କୀଟରୂପୀ ଯାକୁବ ଓ ହେ ଇଶ୍ରାୟେଲୀୟ ନରଗଣ, ଭୟ କର ନାହିଁ। ସଦାପ୍ରଭୁ କୁହନ୍ତି, ଆମ୍ଭେ ତୁମ୍ଭକୁ ସାହାୟ୍ଯ କରିବା ଓ ଇଶ୍ରାୟେଲର ଧର୍ମସ୍ବରୂପ ତୁମ୍ଭର ମୁକ୍ତିଦାତା ଅଟନ୍ତି।
ହେ ଯାକୁବ, ଯେଉଁ ସଦାପ୍ରଭୁ ତୁମ୍ଭକୁ ସୃଷ୍ଟି କଲେ, ହେ ଇଶ୍ରାୟେଲ, ଯେଉଁ ସଦାପ୍ରଭୁ ତୁମ୍ଭକୁ ନିର୍ମାଣ କଲେ, ସହେି ସଦାପ୍ରଭୁ ଏହି କଥା କୁହନ୍ତି, ଭୟ କର ନାହିଁ, କାରଣ ଆମ୍ଭେ ତୁମ୍ଭକୁ ମୁକ୍ତ କରିଅଛୁ। ଆମ୍ଭେ ତୁମ୍ଭର ନାମଧରି ଆହ୍ବାନ କରୁଅଛୁ, ତୁମ୍ଭେ ଆମ୍ଭର।
ଆମ୍ଲଭ ସଦାପ୍ରଭୁସଯ କି ତୁମ୍ଭକୁ ଗଢ଼ିଲଲ ମାତୃ ଗର୍ଭରୁ ତୁମ୍ଭକୁସଯ ନିର୍ମାଣ କଲଲ। ୟିଏ ତୁମ୍ଭକୁ ସାହାୟ୍ଯ କଲଲ,ସସହି ସଦାପ୍ରଭୁ କୁହନ୍ତି,ସହ ଆମ୍ଭର ଦାସ ଯାକୁବ,ସହ ଆମ୍ଭର ମଲନାନୀତ ଶିଶୁଗଣ, ଭୟ କର ନାହିଁ।
ସଙ୍ଗେ ସଙ୍ଗେ ଯୀଶୁ ସମାନଙ୍କେୁ କହିଲେ, ସାହାସ ଧର! ମୁଁ ପରା ଆସିଛି! ଭୟ କର ନାହିଁ।
ସ୍ବର୍ଗଦୂତ ଜଣକ ସ୍ତ୍ରୀଲୋକମାନଙ୍କୁ କହିଲେ, ଭୟକର ନାହିଁ। ଯେଉଁ ଯୀଶୁଙ୍କୁ କୃଶ ରେ ଚ଼ଢ଼ାଇ ମାରି ଦିଆଯାଇଛି ତୁମ୍ଭେ ତାହାଙ୍କୁ ଖାଜେୁଥିବା କଥା ମୁଁ ଜାଣିଛି।
କିନ୍ତୁ ସ୍ବର୍ଗଦୁତ ତାହାଙ୍କୁ କହିଲେ, ଜିଖରିୟ! ଭୟ କରନାହିଁ, ତୁମ୍ଭର ପ୍ରାର୍ଥନା ପରମେଶ୍ବର ଶଣୁଛନ୍ତି। ତୁମ୍ଭର ପତ୍ନୀ ଏଲୀଶାବେଥ ଗୋଟିଏ ପୁତ୍ର ସନ୍ତାନ ଜନ୍ମ କରିବେ। ତୁମ୍ଭମାନେେ ତାହାର ନାମ ଯୋହନ ରଖିବ।
ହେ ସାନ ମଷେପଲ! ଭୟ କର ନାହିଁ। ତୁମ୍ଭମାନଙ୍କ ପରମପିତା ତୁମ୍ଭମାନଙ୍କୁ ସହେି ସ୍ବର୍ଗ ରାଜ୍ଯ ଦବୋକୁ ଚାହାଁନ୍ତି।
ଦିନେ ରାତି ରେ ପ୍ରଭୁ ପାଉଲଙ୍କୁ ସ୍ବପ୍ନ ରେ କହିଲେ, ଭୟ କରନାହିଁ। ନୀରବ ରୁହ ନାହିଁ। କଥା କୁହ।
'ଭୟ କରନାହିଁ, ପାଉଲ! ତୁମ୍ଭେ ନିଶ୍ଚୟ କାଇସରଙ୍କ ସମ୍ମୁଖକୁ ୟିବ। ପରମେଶ୍ବର ତୁମ୍ଭ ହତେୁ ତୁମ୍ଭର ସମସ୍ତ ସହଯାତ୍ରୀଙ୍କ ଜୀବନ ରକ୍ଷା କରିବେ।'
ସେଥିପାଇଁ ଆମ୍ଭେ ଏହି ବିଷୟ ରେ କ'ଣ କହିବା? ଯଦି ପରମେଶ୍ବର ଆମ୍ଭ ସହିତ ଅଛନ୍ତି, ତାହାହେଲେ କୌଣସି ଲୋକ ଆମ୍ଭକୁ ପରାଜିତ କରି ପାରିବ ନାହିଁ।
ଅତଏବ ଆମ୍ଭେ ନିଃସନ୍ଦହେ ଭାବରେ କହିପାରିବା :