Home Bibles ଲୂକଲିଖିତ ସୁସମାଚାର 1:33 · ଓଡ଼ିଆ ବାଇବେଲ
ଲୂକଲିଖିତ ସୁସମାଚାର 1:33 · ଓଡ଼ିଆ ବାଇବେଲ

ସେ ଅନନ୍ତକାଳ ପର୍ୟ୍ଯନ୍ତ ଯାକୁବବଂଶ ଉପରେ ରାଜତ୍ବ କରିବେ। ଯୀଶୁଙ୍କ ରାଜ୍ଯର କବେେ ହେଲେ ଶଷେ ହବେ ନାହିଁ।

Cross references

ଦିତୀୟ ଶାମୁୟେଲ 7:16

ତକ୍ସ୍ଟମ୍ଭ ପରିବାର ଓ ତକ୍ସ୍ଟମ୍ଭ ରାଜତ୍ବ ଓ ତକ୍ସ୍ଟମ୍ଭ ସମ୍ମକ୍ସ୍ଟଖ ରେ ଅନନ୍ତକାଳ ସ୍ଥିରିକୃତ ହବେ। ତୁମ୍ଭର ସିଂହାସନ ଅନନ୍ତକାଳସ୍ଥାଯୀ ହବେ।

ଗୀତସଂହିତା 45:6

ପରମେଶ୍ବର, ତୁମ୍ଭର ସିଂହାସନ ଅନନ୍ତକାଳସ୍ଥାଯୀ ବିରାଜମାନ କରିବ। ତୁମ୍ଭର ଉତ୍ତମତା ତୁମ୍ଭକୁ ଶାସନ କରିବାର କ୍ଷମତା ଦିଏ।

ଗୀତସଂହିତା 89:35

ଆମ୍ଭେ ଆପଣା ପ୍ରବିତ୍ରତା ଦ୍ବାରା ସାକ୍ଷୀରଖି ଆମ୍ଭେ ଦାଉଦ ନିକଟରେ ଏକ ବିଶଷେ ପ୍ରତିଜ୍ଞା କରିଥିଲୁ। ତଣେୁ ଆମ୍ଭେ ଦାଉଦ ପ୍ରତି ଆପଣା ପ୍ରତିଜ୍ଞା ଭଂଗ କରିବା ନାହିଁ।

ଦାନିଏଲ 2:44

ଚତୁର୍ଥ ରାଜ୍ଯର ରାଜତ୍ବ ସମୟରେ ସ୍ବର୍ଗସ୍ଥ ପରମେଶ୍ବର ଗୋଟିଏ ରାଜ୍ଯ ସ୍ଥାପନ କରିବେ। ସହେି ରାଜ୍ଯ ଅନନ୍ତକାଳସ୍ଥାଯୀ ହାଇେ ରହିବ। ଆଉ ମଧ୍ଯ ତାହା ଅନ୍ୟ ହାତକୁ ୟିବ ନାହିଁ। ଆଉ ଏହା ଅନ୍ୟ ସମସ୍ତ ରାଜ୍ଯଗୁଡିକୁ ଧ୍ବଂସ କରି ଦବେ।

ଦାନିଏଲ 7:13

ଆଉ ମୁଁ ରାତ୍ରି ରେ ଦର୍ଶନ ରେ ଦେଖିଲି, ମନୁଷ୍ଯ ସଦୃଶ କହେି ଆକାଶ ରେ ମେଘ ରେ ଆସିଲେ। ଏବଂ ସେ ଆକାଶର ମେଘଖଣ୍ତ ଉପ ରେ ସହେି ବୃଦ୍ଧଙ୍କ ନିକଟକୁ ଆସିଲେ ଓ ସମାନେେ ତାଙ୍କୁ ତାହାଙ୍କ ଛାମୁକୁ ଆଣିଲେ।

ଦାନିଏଲ 7:18

ମାତ୍ର ପରମେଶ୍ବରଙ୍କ ପବିତ୍ର ଲୋକମାନେ ରାଜ୍ଯ ପ୍ରାପ୍ତ ହବେେ ଓ ଅନନ୍ତକାଳ ପର୍ୟ୍ଯନ୍ତ ରାଜ୍ଯ ଭୋଗ କରିବେ।'

ଦାନିଏଲ 7:27

ଆଉ ରାଜତ୍ବ, କତ୍ତୃର୍ତ୍ବ ଓ ରାଜ୍ଯ ସମୂହର ମହିମା ସର୍ବୋପରିସ୍ଥ ପରମେଶ୍ବରଙ୍କର ପବିତ୍ର ଲୋକମାନଙ୍କୁ ଦତ୍ତ ହବେ। ତାଙ୍କର ରାଜ୍ଯ ଅନନ୍ତ କାଳ ପାଇଁ ସ୍ଥାଯୀ ହବେ ଓ ଅନ୍ୟ ସମସ୍ତ ଶାସକ ଗୋଷ୍ଠୀ ତାଙ୍କର ସବୋ କରିବେ ଓ ତାଙ୍କର ଆଜ୍ଞାବହ ହବେେ।'

ଓବଦିୟ 1:21

ବିଜତାକୋରୀମାନେ ସିୟୋନ ପର୍ବତ ଉପରକୁ ଯିବେ ଏବଂ ଏଷୌ ପର୍ବତ ବାସ କରୁଥିବା ଲୋକମାନଙ୍କୁ ଶାସନ କରିବେ ଏବଂ ରାଜ୍ଯ ସଦାପ୍ରଭୁଙ୍କର ଅଧିକୃତ ହବେ।

ମୀଖା 4:7

ଆମ୍ଭେ ସହେି ନଗରର 'ପଙ୍ଗୁ' ଲୋକମାନଙ୍କୁ ଅବଶିଷ୍ଟାଂଶ ରୂପେ ରଖିବା ଓ ବିତାଡିତ ହାଇେଥିବା ସହେି ଲୋକମାନଙ୍କୁ ପୁଣି ଶକ୍ତିଶାଳୀ ଗୋଷ୍ଠୀ ରେ ପରିଣତ କରିବା। ସଦାପ୍ରଭୁ ସମାନଙ୍କେର ରାଜା ହବେେ ଏବଂ ସେ ସିୟୋନ ପର୍ବତ ଉପ ରେ ଏବଠାରୁେ ଚିରକାଳ ପର୍ୟ୍ଯନ୍ତ ସମାନଙ୍କେ ଉପ ରେ ଶାସନ କରିବେ।

ମାଥିଉଲିଖିତ ସୁସମାଚାର 1:1

ଯୀଶୁ ଖ୍ରୀଷ୍ଟଙ୍କ ବଂଶାବଳୀ ଏହିପରି। ସେ ଦାଉଦଙ୍କ ପୁତ୍ର। ଦାଉଦ ଅବ୍ରହାମଙ୍କ ବଂଶଧର।

ମାଥିଉଲିଖିତ ସୁସମାଚାର 28:18

ତେଣୁ ଯୀଶୁ ସମାନଙ୍କେ ପାଖକୁ ଆସି କହିଲେ, ସ୍ବର୍ଗ ଓ ପୃଥିବୀର ସମସ୍ତ ଅଧିକାର ମାେତେ ଦିଆ ଯାଇଛି।

ରୋମୀୟଙ୍କ ପ୍ରତି ପତ୍ର 9:6

ମୁଁ ଯିହୂଦୀମାନଙ୍କ ଲାଗି ଦୁଃଖ ପ୍ରକାଶ କରୁଛି। ପରମେଶ୍ବର ତାହାଙ୍କର ପ୍ରତିଶ୍ରୁତି ରକ୍ଷା କଲେ ନାହିଁ ବଲେି ନୁହେଁ, କାରଣ ଇଶ୍ରାୟେଲର କବଳେ ଅଳ୍ପ କିଛି ଲୋକ ହିଁ ପ୍ରକୃତ ରେ ପରମେଶ୍ବରଙ୍କର ଲୋକ।

କରିନ୍ଥୀୟଙ୍କ ପ୍ରତି ପ୍ରଥମ ପତ୍ର 15:24

ତା'ପରେ ୟୁଗାନ୍ତ ହବେ। ସମସ୍ତ ଶାସକ, କ୍ଷମତା ଓ ଶକ୍ତିଗୁଡ଼ିକୁ ଲୋପ କରିବା ପରେ ଖ୍ରୀଷ୍ଟ ପିତା ପରମେଶ୍ବରଙ୍କ ରାଜତ୍ବ ସମର୍ପଣ କରିବେ।

ଗାଲାତୀୟଙ୍କ ପ୍ରତି ପତ୍ର 3:29

ଯଦି ତୁମ୍ଭମାନେେ ସମସ୍ତେ ଖ୍ରୀଷ୍ଟଙ୍କର ଅଟ, ତବେେ ସ୍ବଭାବତଃ ତୁମ୍ଭେ ଅବ୍ରହାମଙ୍କ ବଂଶଜ ମଧ୍ଯ ଅଟ, ଓ ପରମେଶ୍ବର ଅବ୍ରହାମଙ୍କୁ ଯେଉଁ ପ୍ରତିଶୃତି ଦଇେଥିଲେ, ସହେି ପ୍ରତିଶୃତିର ମଧ୍ଯ ତୁମ୍ଭେ ଉତ୍ତରାଧିକାରୀ ଅଟ।

ଗାଲାତୀୟଙ୍କ ପ୍ରତି ପତ୍ର 6:16

ଯେଉଁମାନେ ଏହି ନିୟମ ପାଳନ କରୁଛନ୍ତି, ସମାନଙ୍କେୁ ଓ ପରମେଶ୍ବରଙ୍କ ସମସ୍ତ ଲୋକମାନଙ୍କୁ ଶାନ୍ତି ଓ ଦୟା ମିଳୁ।

ଫିଲି‌ପ୍‌ପୀୟଙ୍କ ପ୍ରତି ପତ୍ର 3:3

କିନ୍ତୁ ଆମ୍ଭମାନେେ ପ୍ରକୃତ ରେ ସୁନ୍ନତ ହାଇେଥିବା ଲୋକ ଅଟୁ। ଆମ୍ଭେ ଆତ୍ମା ଦ୍ବାରା ପରମେଶ୍ବରଙ୍କର ସବୋ କରୁ। ଆମ୍ଭେ ଖ୍ରୀଷ୍ଟ ଯୀଶୁଙ୍କଠା ରେ ଗର୍ବ କରୁ। ଆମ୍ଭେ ନିଜେ କିଛି କରି ପାରିବା ବୋଲି ନିଜ ଉପରେ ନିର୍ଭର କରୁ ନାହୁଁ।

ଏବ୍ରୀ 1:8

କିନ୍ତୁ ପରମେଶ୍ବର ନିଜ ପୁତ୍ର ବିଷୟ ରେ କୁହନ୍ତି :

ଯୋହନଙ୍କ ପ୍ରତି ପ୍ରକାଶିତ ବାକ୍ୟ 11:15

ସପ୍ତମ ଦୂତ ତାହାଙ୍କ ତୂରୀ ବଜାଇଲେ। ସ୍ବର୍ଗ ରେ ଉଚ୍ଚ ସ୍ବରମାନ ଶୁଣାଗଲା। ସମାନେେ କହିଲେ,

ଯୋହନଙ୍କ ପ୍ରତି ପ୍ରକାଶିତ ବାକ୍ୟ 20:4

ତା'ପରେ ମୁଁ ତିନୋଟି ସିଂହାସନ ଓ ତା'ଉପରେ ଲୋକମାନଙ୍କୁ ବସିଥିବାର ଦେଖିଲି। ସହେି ଲୋକମାନଙ୍କୁ ବିଚାର କରିବାର ଶକ୍ତି ଦିଆଯାଇଥିଲା। ଯୀଶୁଙ୍କ ପାଇଁ ସାକ୍ଷୀ ହବୋ ଓ ପରମେଶ୍ବରଙ୍କର ବାକ୍ଯ ପ୍ରଚାର କରିବା ହତେୁ ଯେଉଁମାନଙ୍କୁ ମାରି ଦିଆଯାଇଥିଲା, ମୁଁ ସହେି ଲୋକମାନଙ୍କର ଆତ୍ମାକୁ ଦେଖିଲି। ସହେି ଲୋକମାନେ ପଶୁକୁ କିମ୍ବା ତାହାର ପ୍ରତିମାକୁ ପୂଜା କରି ନ ଥିଲେ। ସମାନେେ ତାହାଙ୍କ କପାଳ ରେ ବା ହାତ ରେ ସହେି ପଶୁର ଚିହ୍ନ ଧାରଣ କରି ନ ଥିଲେ। ସମାନେେ ପୁନର୍ବାର ଜୀବିତ ହେଲେ ଓ ଖ୍ରୀଷ୍ଟଙ୍କ ସହିତ ଏକହଜାର ବର୍ଷ ପର୍ୟ୍ଯନ୍ତ ଶାସନ କଲେ।

ଯୋହନଙ୍କ ପ୍ରତି ପ୍ରକାଶିତ ବାକ୍ୟ 22:3

ସଠାେରେ ପରମେଶ୍ବରଙ୍କ ଦ୍ବାରା ବିଚାରିତ ଦୋଷୀ ବିଷୟ ରହିବ ନାହିଁ। ପରମେଶ୍ବର ଓ ମଷେଶାବକଙ୍କ ସିଂହାସନ ସଠାେରେ ରହିବ। ତାହାଙ୍କର ସବେକମାନେ ତାହାଙ୍କୁ ଉପାସନା କରିବେ।

Interlinear

Choose Theme