Home Bibles ☰ Books ଲୂକଲିଖିତ ସୁସମାଚାର 1:49 · ଓଡ଼ିଆ ବାଇବେଲ
ଲୂକଲିଖିତ ସୁସମାଚାର 1:49 · ଓଡ଼ିଆ ବାଇବେଲ

କାରଣ ସର୍ବଶକ୍ତିମାନ ପରମେଶ୍ବର ମାେ ପାଇଁ ମହାନ୍ କାର୍ୟ୍ଯ ସବୁ କରିଛନ୍ତି। ତାହାଙ୍କର ନାମ ପବିତ୍ର ହେଉ।

Cross references

ଆଦି ପୁସ୍ତକ 17:1

ଯେତବେେଳେ ଅବ୍ରାମକୁ ଅନେଶ୍ବତ ବର୍ଷ ସେତବେେଳେ ସଦାପ୍ରଭୁ ତାଙ୍କୁ ଦର୍ଶନ ଦେଲେ ଏବଂ କହିଲେ, ମୁଁ ସର୍ବଶକ୍ତିମାନ ପରମେଶ୍ବର। ଉତ୍ତମ କାର୍ୟ୍ଯମାନ କର। ମାେତେ ମାନ ଏବଂ ନିଷ୍ଠାପର ଜୀବନୟାପନ କର।

ଯାତ୍ରା ପୁସ୍ତକ 15:11

ହେ ସଦାପ୍ରଭୁ, ତୁମ୍ଭ ତୁଲ୍ଯ ଆଉ କୌଣସି ଦବେତା ଅଛି କି? ନା, ତୁମ୍ଭ ପରି ଆଉ କହେି ନାହିଁନ୍ତି। ତୁମ୍ଭେ ପବିତ୍ର ଅଟ। ତୁମ୍ଭେ ଆଶ୍ଚର୍ୟ୍ଯ ଶକ୍ତି ରେ ପରିପୂର୍ଣ୍ଣ, ତୁମ୍ଭେ ବଡ ଅଦ୍ଭୁତ କାର୍ୟ୍ଯ କର!

ପ୍ରଥମ ଶାମୁୟେଲ 2:2

ପରମେଶ୍ବରଙ୍କ ତକ୍ସ୍ଟଲ୍ଯ ପବିତ୍ର ଆଉ କହେି ନାହିଁ, କାରଣ ତକ୍ସ୍ଟମ୍ଭ ବ୍ଯତୀତ ଆଉ କହେି ପରମେଶ୍ବର ନାହାନ୍ତି। ଆମ୍ଭର ପରମେଶ୍ବରଙ୍କ ତକ୍ସ୍ଟଲ୍ଯ କୌଣସି ଶୈଳ ନାହିଁ।

ଗୀତସଂହିତା 24:8

କିଏ ସହେି ଗୌରବମଯ ରାଜା ? ସଦାପ୍ରଭୁ ହିଁ ସହେି ରାଜା ଅଟନ୍ତି। ସେ ହେଉଛନ୍ତି ଶକ୍ତିଶାଳୀ ଯୋଦ୍ଧା। ସଦାପ୍ରଭୁ ହେଉଛନ୍ତି ସହେି ରାଜା ୟିଏ ଜଣେ ୟୁଦ୍ଧଜଯୀ ବୀର ଅଟନ୍ତି।

ଗୀତସଂହିତା 71:19

ହେ ପରମେଶ୍ବର, ତୁମ୍ଭର ଧର୍ମ ବହୁତ ଉଚ୍ଚ। ହେ ପରମେଶ୍ବର, ତୁମପରି ଆଉ କହେି ପରମେଶ୍ବର ନାହିଁ। ତୁମ୍ଭେ ଅନକେ ଆଶ୍ଚର୍ୟ୍ଯ କର୍ମମାନ କର।

ଗୀତସଂହିତା 99:3

ସମସ୍ତ ଜାତି ତୁମ୍ଭର ନାମର ପ୍ରଶଂସା ଓ ଭୟ କରନ୍ତୁ, ଏହା ପବିତ୍ର ଅଟେ।

ଗୀତସଂହିତା 99:9

ତୁମ୍ଭମାନେେ ଆମ୍ଭମାନଙ୍କର ପରମେଶ୍ବରଙ୍କର ପ୍ରଶଂସା କର। ତାଙ୍କର ପବିତ୍ର ପର୍ବତରେ ତାଙ୍କର ଉପାସନା କର। ପ୍ରକୃତରେ ସଦାପ୍ରଭୁ ଆମ୍ଭର ପରମେଶ୍ବର ପବିତ୍ର ଅଟନ୍ତି।

ଗୀତସଂହିତା 111:9

ପରମେଶ୍ବର ତାଙ୍କର ଲୋକମାନଙ୍କୁ ରକ୍ଷା କଲେ। ସେ ଗୋଟିଏ ଚୁକ୍ତି କଲେ ଏବଂ ଏହା ଅନନ୍ତକାଳସ୍ଥାଯୀ ହାଇେ ରହିଲା। ତାଙ୍କର ନାମ ପବିତ୍ର ଏବଂ ଭୟଙ୍କର।

ଗୀତସଂହିତା 126:2

ଆମ୍ଭମାନେେ ଖୁସିରେ ପୂର୍ଣ୍ଣ ହାଇେଥିଲୁ ଏବଂ ଖୁସିରେ ଗୀତ ଗାଇଲୁ। ଅନ୍ୟ ଜାତିର ଲୋକମାନେ କହିଲେ, ସଦାପ୍ରଭୁ ସମାନଙ୍କେ ପାଇଁ ମହତ କର୍ମ କଲେ।

ଯିଶାଇୟ 1:24

ଏହିସବୁ ପ୍ରଭୁ ସର୍ବଶକ୍ତିମାନ ସଦାପ୍ରଭୁ ଇଶ୍ରାୟେଲ ବଳଦାତା କୁହନ୍ତି, ମୁଁ ମାରେ ଶତ୍ରୁମାନଙ୍କୁ ଶାସ୍ତି ଦବେି, ମୁଁ ମାରେ ଶତ୍ରୁମାନଙ୍କୁ ଶାସ୍ତି ଦବେି।

ଯିଶାଇୟ 6:3

ସମାନେେ ପରସ୍ପରକୁ ଡ଼ାକି କହୁଥିଲେ, ସର୍ବ ଶକ୍ତିମାନ ସଦାପ୍ରଭୁ ଧର୍ମମଯ, ଧର୍ମମଯ, ଧର୍ମମଯ। ତାଙ୍କର ମହିମା ସମଗ୍ର ପୃଥିବୀ ରେ ବ୍ଯାପିୟାଇଛି।' ସହେି ଦବଦେୂତମାନଙ୍କର ସ୍ବର ଅତି ଉଚ୍ଚ ଥିଲା।

ଯିଶାଇୟ 57:15

କାରଣ ଯେ ଅନନ୍ତକାଳ ନିବାସୀ, ଯାହାଙ୍କର ନାମ ପରମେଶ୍ବର, ସହେି ଉଚ୍ଚ ଓ ଉନ୍ନତ ପୁରୁଷ ଏହି କଥା କୁହନ୍ତି ; ଆମ୍ଭେ ଉର୍ଦ୍ଧ୍ବ ଓ ପବିତ୍ର ସ୍ଥାନ ରେ ବାସ କରୁ। ଆଉ ମଧ୍ଯ ନମ୍ର ଲୋକମାନଙ୍କର ଆତ୍ମାକୁ ସଜୀବ ଓ ଚୂର୍ଣ୍ଣମନା ଲୋକମାନଙ୍କର ଅନ୍ତଃକରଣକୁ ସଜୀବ କରିବା ପାଇଁ ଆମ୍ଭେ ଚୂର୍ଣ୍ଣ ଓ ନିମ୍ରମନା ଲୋକଙ୍କ ସହିତ ହିଁ ବାସ କରୁ।

ଯିଶାଇୟ 63:1

ଇଦୋମରୁ, ଲାଲରଙ୍ଗ ବସ୍ତ୍ର ପରିହିତ ବସୋରାରୁ ଏ ଯେ ଆସୁଛନ୍ତି, ସେ କିଏ ? ନିଜ ପରିଧଯେ ବସ୍ତ୍ର ରେ ଗୌରବନ୍ବିତ ଓ ନିଜ ମହାଶକ୍ତି ରେ ୟିଏ ବିଜେ କରୁଛନ୍ତି, ସେ କିଏ ? ସଦାପ୍ରଭୁ କୁହନ୍ତି, ଆମ୍ଭେ ଧର୍ମବାଦୀ ଓ ପରିତ୍ରାଣ କରିବାକୁ ସମର୍ଥ ଅଟୁଁ।

Interlinear

Choose Theme