ଲୂକଲିଖିତ ସୁସମାଚାର 1:57 · ଓଡ଼ିଆ ବାଇବେଲ
ଏଲୀଶାବେଥଙ୍କର ସନ୍ତାନ ପ୍ରସବ କରିବା ସମୟ ହବୋରୁ ସେ ପୁତ୍ରସନ୍ତାନଟିଏ ଜନ୍ମ ଦେଲେ।
Cross references
ଆଦି ପୁସ୍ତକ 21:2
ସାରା ଗର୍ଭବତୀ ହାଇେ ଅବ୍ରହାମଙ୍କ ବାର୍ଦ୍ଧକ୍ଯ ଅବସ୍ଥା ରେ ଏକ ଶିଶୁକୁ ଜନ୍ମ ଦେଲେ। ଏସବୁ ପରମେଶ୍ବରଙ୍କ ନିରୁପିତ ସମୟରେ ଘଟିଲା।
ଗଣନା ପୁସ୍ତକ 23:19
ପରମେଶ୍ବର ମନୁଷ୍ଯ ନୁହଁନ୍ତି, ସେ ମିଥ୍ଯା କହିବେ ନାହିଁ। ସେ ମଧ୍ଯ ମନୁଷ୍ଯ ନୁହଁନ୍ତି। ସେ ତାଙ୍କର ସିଦ୍ଧାନ୍ତ ବଦଳାଇବେ ନାହିଁ। ସେ କହିବେ କି ଯାହା ସେ କରିବେ ନାହିଁ? ନା! ସେ କହିବେ କି ଏବଂ ତାହା ହବେ ନାହିଁ? ନା!
ଲୂକଲିଖିତ ସୁସମାଚାର 1:13
କିନ୍ତୁ ସ୍ବର୍ଗଦୁତ ତାହାଙ୍କୁ କହିଲେ, ଜିଖରିୟ! ଭୟ କରନାହିଁ, ତୁମ୍ଭର ପ୍ରାର୍ଥନା ପରମେଶ୍ବର ଶଣୁଛନ୍ତି। ତୁମ୍ଭର ପତ୍ନୀ ଏଲୀଶାବେଥ ଗୋଟିଏ ପୁତ୍ର ସନ୍ତାନ ଜନ୍ମ କରିବେ। ତୁମ୍ଭମାନେେ ତାହାର ନାମ ଯୋହନ ରଖିବ।
ଲୂକଲିଖିତ ସୁସମାଚାର 2:6
ୟୋ ସଫେ ଓ ମରିୟମ ବେଥ୍ଲହେିମ ରେ ଥିବା ସମୟରେ ମରିୟମଙ୍କର ପ୍ରସବ ସମୟ ଆସିଲା।