ବାଳକର ଜନ୍ମ ହବୋର ଅଷ୍ଟମ ଦିନ ସମାନେେ ଶିଶୁକୁ ସୁନ୍ନତ କରବାକୁ ଆସିଲେ ଓ ସମାନେେ ବାଳକର ନାମ ତାର ପିତାଙ୍କ ନାମ ଅନୁସାରେ ଜିଖରିୟ ଦବୋକୁ ଗ୍ଭହୁଁଥିଲେ।
Cross references
ତୁମ୍ଭର ପୁତ୍ରମାନଙ୍କୁ ଯେତବେେଳେ ଆଠଦିନ ହବେ, ତୁମ୍ଭେ ସେତବେେଳେ ସମାନଙ୍କେୁ ସୁନ୍ନତ କରିବ। ତୁମ୍ଭମାନଙ୍କର ଓ ତୁମ୍ଭମାନଙ୍କ ଦାସମାନଙ୍କର, ତୁମ୍ଭର ଘ ରେ ଯେଉଁମାନେ ଜନ୍ମ ହାଇେଛନ୍ତି, ଯେଉଁମାନେ ବିଦେଶରୁ କିଣା ୟାଇଅଛନ୍ତି, ସମସ୍ତ ପୁତ୍ରଗଣଙ୍କୁ ସୁନ୍ନତ କରାୟିବ।
ସାରା ଏକ ପୁତ୍ର ସନ୍ତାନ ଜନ୍ମ ଦଲୋ, ଏବଂ ଅବ୍ରହାମ ତାଙ୍କର ନାମକରଣ କରି ତା'ର ନାମ ଦେଲେ ଇସ୍ହାକ,
ଅଷ୍ଟମ ଦିନ ରେ ବାଳକ ନିଶ୍ଯ ସୁନ୍ନତ ହବେ।
ଶିଶୁଟି ଆଠ ଦିନର ହବୋରୁ ତାର ସୁନ୍ନତ କରାଗଲା ଓ ତାହାଙ୍କର ନାମ ଯୀଶୁ ରଖାଗଲା। ସେ ଗର୍ଭ ରେ ରହି ବଢିବା ପୂର୍ବରୁ ସ୍ବର୍ଗଦୂତ ତାହାଙ୍କୁ ଏହି ନାମ ଦଇେଥିଲେ।
ଏହିପରି ପରମେଶ୍ବର ଅବ୍ରହାମଙ୍କୁ ଏହି ଚୁକ୍ତି ପାଇଁ ସୁନ୍ନତର ଚ଼ିହ୍ନ ପ୍ରଦାନ କଲେ। ସେ ୟିସ୍ହାକଙ୍କର ପିତା ହେଲେ। ୟିସ୍ହାକଙ୍କ ଜନ୍ମର ଅଷ୍ଟମଦିନ ଅବ୍ରାହାମ ତାହାଙ୍କର ସୁନ୍ନତ କଲେ ଓ ୟିସ୍ହାକ ତାହାଙ୍କର ପୁତ୍ର ଯାକୁବର ସୁନ୍ନତ କଲେ। ପୁଣି ଯାକୁବ ତାହାଙ୍କ ବାରଜଣ ପୁତ୍ରଙ୍କର ସୁନ୍ନତ କଲେ, ଏହି ପୁତ୍ରମାନେ ଆମ୍ଭ ଗୋଷ୍ଠୀଗୁଡ଼ିକର ପିତା ହେଲେ।
ମାରେ ଜନ୍ମ ହବୋର ଆଠ ଦିନପରେ, ମାରେସୁନ୍ନତ କରାଯାଇଥିଲା। ମୁଁ ଜଣେ ଇଶ୍ରାୟେଲୀୟ ଲୋକ। ମୁଁ ବିନ୍ଯାମିନଙ୍କ ବଂଶଧର। ଏବ୍ରୀୟ ପିତାମାତାଙ୍କଠାରୁ ଜନ୍ମିଥିବାରୁ ମୁଁ ଜଣେ ଏବ୍ରୀୟ ଅଟେ। ମାେ ପାଇଁ ମାଶାଙ୍କେ ବ୍ଯବସ୍ଥା ଆଜି ଗୁରୁତ୍ବପୂର୍ଣ୍ଣ, ସେ ଦୃଷ୍ଟିରୁ ମୁଁ ଜଣେ ଫାରୁଶୀ।