Home Bibles ଲୂକଲିଖିତ ସୁସମାଚାର 1:75 · ଓଡ଼ିଆ ବାଇବେଲ
ଲୂକଲିଖିତ ସୁସମାଚାର 1:75 · ଓଡ଼ିଆ ବାଇବେଲ

ଆମ୍ଭମାନେେ ବଞ୍ଚିଥିବା ପର୍ୟ୍ଯନ୍ତ ପରମେଶ୍ବରଙ୍କ ଆଗ ରେ ଧାର୍ମିକ ଓ ପବିତ୍ର ରହିବୁ।

Cross references

ଦିତୀୟ ବିବରଣ 6:2

ଏହା ଏପରି ଅଟେ ଯେ, ତୁମ୍ଭମାନେେ ତୁମ୍ଭମାନଙ୍କର ସନ୍ତାନଗଣ ଏବଂ ନାତିନାତକ୍ସ୍ଟଣୀଗଣ ସଦାପ୍ରଭୁ ତୁମ୍ଭମାନଙ୍କର ପରମେଶଓରଙ୍କୁ ତୁମ୍ଭମାନେେ ବଞ୍ଚିଥିବା ପର୍ୟ୍ଯନ୍ତ ଭୟ କରିବା ପାଇଁ ଏବଂ ତାଙ୍କର ସମସ୍ତ ଆଜ୍ଞା ଓ ନିଯମ ପାଳନ କରିବା ପାଇଁ ମୁ ଯାହା ତୁମ୍ଭମାନଙ୍କୁ ଦେଉଛି, ସେଥିପାଇଁ ଦୀର୍ଘଜିବୀ ହବେ।

ଗୀତସଂହିତା 105:44

ଏହାପରେ ପରମେଶ୍ବର ତାଙ୍କର ଗୋଷ୍ଠୀଯବର୍ଗଙ୍କୁ ବାସ କରିବାକୁ ସ୍ଥାନ ଦେଲେ। ପରମେଶ୍ବରଙ୍କର ଲୋକମାନେ ସମସ୍ତ ଦ୍ରବ୍ଯ ପାଇଲେ। ଯେଉଁଥିପାଇଁ ଅନ୍ୟ ଜାତିଗଣ ବହୁ ପରିଶ୍ରମ କରିଥଲେ।

ଯିରିମିୟ 31:33

ମାତ୍ର ସଦାପ୍ରଭୁ କହନ୍ତି, ଭବିଷ୍ଯତ ରେ ଆମ୍ଭେ ଇଶ୍ରାୟେଲ ବଂଶ ସହିତ ଏହି ନିଯମ ସ୍ଥିର କରିବା। ଆମ୍ଭେ ସମାନଙ୍କେ ଅନ୍ତର ରେ ଆମ୍ଭର ବ୍ଯବସ୍ଥା ରଖିବା ଓ ସମାନଙ୍କେ ହୃଦଯ ରେ ଆମ୍ଭେ ତାହା ଲେଖିବା। ଆଉ ଆମ୍ଭେ ସମାନଙ୍କେର ପରମେଶ୍ବର ହବୋ ଓ ସମାନେେ ଆମ୍ଭର ଲୋକ ହବେେ।

ଯିରିମିୟ 32:39

ଆଉ ସମାନେେ ଓ ସମାନଙ୍କେର ସନ୍ତାନମାନେ ସମାନଙ୍କେ ମଙ୍ଗଳ ନିମନ୍ତେ ଯେପରି ଆମ୍ଭକୁ ଭୟ କରିବେ, ଏଥିପାଇଁ ଆମ୍ଭେ ସମାନଙ୍କେୁ ଏକ ଚିତ୍ତ ଓ ଏକ ପଥ ଦବୋ।

ଯିହିଜିକଲ 36:24

ପରମେଶ୍ବର କହନ୍ତି, ମୁଁ ଜାତିମାନଙ୍କ ମଧ୍ଯରୁ ତୁମ୍ଭମାନଙ୍କୁ ନଇେ ଆସିବି ଓ ସବୁ ଦେଶରୁ ତୁମ୍ଭମାନଙ୍କୁ ସଂଗ୍ରହ କରିବି ଓ ତୁମ୍ଭମାନଙ୍କୁ ତୁମ୍ଭ ନିଜ ଦେଶକୁ ଆଣିବି

ମାଥିଉଲିଖିତ ସୁସମାଚାର 1:21

ମରିୟମ ପୁତ୍ର ସନ୍ତାନଟିଏ ଜନ୍ମ ଦବେେ। ତୁମ୍ଭେ ତାହାଙ୍କ ନାମ ଯୀଶୁ ରଖିବ। କାରଣ ସେ ନିଜ ଲୋକମାନଙ୍କୁ ସମାନଙ୍କେ ପାପରୁ ରକ୍ଷା କରିବେ।

ଏଫିସୀୟଙ୍କ ପ୍ରତି ପତ୍ର 1:4

ଖ୍ରୀଷ୍ଟଙ୍କଠା ରେ, ଜଗତର ସୃଷ୍ଟି ପୂର୍ବରୁ ପରମେଶ୍ବର ଆମ୍ଭକୁ ତାହାଙ୍କ ସମ୍ମୁଖ ରେ ପବିତ୍ର ଓ ନିର୍ଦ୍ ଦୋଷ ହବୋ ପାଇଁ ଆଦର ରେ ବାଛି ଥିଲେ।

ଏଫିସୀୟଙ୍କ ପ୍ରତି ପତ୍ର 2:10

ଆମ୍ଭେ ଯାହା, ତାହା କବଳେ ପରମେଶ୍ବରଙ୍କ ଦ୍ବାରା ହାଇେଅଛୁ। ଆମ୍ଭେ ଯେପରି ଭଲ କାମ କରିପାରୁ, ସେଥିପାଇଁ ପରମେଶ୍ବର ଆମ୍ଭକୁ ଖ୍ରୀଷ୍ଟ ଯୀଶୁଙ୍କ ମଧିଅରେ ନୂତନ ବ୍ଯକ୍ତି କଲେ। ଏହି ଭଲ କାମଗୁଡ଼ିକୁ ମଧ୍ଯ ସେ ଆମ୍ଭପାଇଁ ପୂର୍ବରୁ ଯୋଜନା କରି ରଖିଅଛନ୍ତି। ସେ ହିଁ ଯୋଜନା କରିଛନ୍ତି ଆମ୍ଭେ ସହେି ଭଲକାମ କରି ଜୀବନଯାପନ କରିବା।

ଏଫିସୀୟଙ୍କ ପ୍ରତି ପତ୍ର 4:24

ତୁମ୍ଭକୁ ସମ୍ପୂର୍ଣ୍ଣ ନୂତନ ବ୍ଯକ୍ତି ସ୍ବରୂପ ହାଇେ ପରମେଶ୍ବରଙ୍କ ଭଳି ପ୍ରକୃତ ରେ ଭଲ ଓ ପବିତ୍ର ହବୋକୁ ପଡ଼ିବ।

ଥେସଲନୀକୀୟଙ୍କ ପ୍ରତି ପ୍ରଥମ ପତ୍ର 4:1

ଭାଇ ଓ ଭଉଣୀମାନେ! ବର୍ତ୍ତମାନ ତୁମ୍ଭମାନଙ୍କୁ ମାରେ କେତକେ ଅନ୍ୟ କଥାଗୁଡ଼ିକ କହିବାକୁ ଅଛି। ପରମେଶ୍ବରଙ୍କୁ ପ୍ରସନ୍ନ କରିପାରୁଥିବା ଜୀବନଯାପନ ପ୍ରଣାଳୀ ବିଷୟ ରେ ଆମ୍ଭମାନେେ ତୁମ୍ଭମାନଙ୍କୁ ଶିଖାଇଛୁ। ତୁମ୍ଭମାନେେ ସହେିଭଳି ଜୀବନଯାପନ କରୁଛ। ପ୍ରଭୁଯୀଶୁଙ୍କ ପାଇଁ ଅଧିକରୁ ଅଧିକ ସହେିଭଳି ଜୀବନଯାପନ କରିବା ପାଇଁ ଆମ୍ଭେ ତୁମ୍ଭମାନଙ୍କୁ କହୁଛୁ ଓ ଉତ୍ସାହିତ ମଧ୍ଯ କରୁଛୁ।

ଥେସଲନୀକୀୟଙ୍କ ପ୍ରତି ପ୍ରଥମ ପତ୍ର 4:7

ପରମେଶ୍ବର ଆମ୍ଭକୁ ପବିତ୍ର ହବୋ ପାଇଁ ଆହ୍ବାନ କରିଛନ୍ତି। ଆମ୍ଭେ ପାପରେ ଜୀବନ ଯାପନ କରିବା ପାଇଁ ସେ ଚାହାଁନ୍ତି ନାହିଁ।

ଥେସଲନୀକୀୟଙ୍କ ପ୍ରତି ଦ୍ୱିତୀୟ ପତ୍ର 2:13

ଭାଇ ଓ ଭଉଣୀମାନେ ! ପ୍ରଭୁ ତୁମ୍ଭମାନଙ୍କୁ ପ୍ ରମେ କରନ୍ତି। ସେ ତୁମ୍ଭମାନଙ୍କୁ ଉଦ୍ଧାର କରିବା ପାଇଁ ପ୍ରଥମରୁ ବାଛିଛନ୍ତି। ଅତଏବ ଆମ୍ଭେ ତୁମ୍ଭମାନଙ୍କ ପାଇଁ ସର୍ବଦା ପରମେଶ୍ବରଙ୍କୁ ଧନ୍ଯବାଦ ଦବୋ ଉଚିତ। ଆତ୍ମା ତୁମ୍ଭକୁ ପବିତ୍ର କରିବା ଯୋଗୁଁ ଓ ସତ୍ଯ ରେ ତୁମ୍ଭମାନଙ୍କର ବିଶ୍ବାସ ଥିବା ଯୋଗୁଁ ତୁମ୍ଭମାନେେ ଉଦ୍ଧାର ପାଇଛ।

ତୀମଥିଙ୍କ ପ୍ରତି ଦ୍ୱିତୀୟ ପତ୍ର 1:9

ପରମେଶ୍ବର ଆମ୍ଭକୁ ଉଦ୍ଧାର କରି ନିଜର ପବିତ୍ର ଲୋକ କରିଛନ୍ତି। ଆମ୍ଭମାନଙ୍କର ନିଜ ବଳ ରେ ତାହା ହାଇେ ନାହିଁ। ବରଂ ପରମେଶ୍ବର ନିଜେ ଇଚ୍ଛାକରି ଓ ନିଜର ଅନୁଗ୍ରହ ଦ୍ବାରା ଆମ୍ଭମାନଙ୍କୁ ଉଦ୍ଧାର କରିଛନ୍ତି ଓ ନିଜ ଲୋକ କରିଛନ୍ତି। ସହେି ଅନୁଗ୍ରହ ଖ୍ରୀଷ୍ଟ ଯୀଶୁଙ୍କ ମାଧ୍ଯମ ରେ ଆମ୍ଭକୁ ଅନାଦି କାଳରୁ ମିଳିଛି।

ତୀତସଙ୍କ ପ୍ରତି ପତ୍ର 2:11

ଯଦି ତା'ପରେ ମଧ୍ଯ ସେ ପୁନଃ ତର୍କବିତର୍କ କରେ, ତା' ସହିତ ସମ୍ପର୍କ ରଖ ନାହିଁ। ତୁମ୍ଭେ ଜାଣି ରଖ ଯେ ସଭେଳି ଲୋକ ମନ୍ଦ ଓ ପାପୀ। ତାହାର ପାପ ପ୍ରମାଣିତ କରେ ଯେ ସେ ହେଉଛି ଦୋଷୀ।

ପିତରଙ୍କ ପ୍ରଥମ ପତ୍ 1:14

ଅତୀତ ରେ ତୁମ୍ଭେ ଏହି କଥା ବୁଝି ନ ପାରି, ନିଜ ଇଚ୍ଛା ରେ ସହେି ସବୁ ମନ୍ଦ କାମ କରିଥିଲ କିନ୍ତୁ ଏବେ ତୁମ୍ଭେ ପରମେଶ୍ବରଙ୍କ ଆଜ୍ଞାକାରୀ ସନ୍ତାନ ଅଟ। ଅତଏବ ଅତୀତର ମନ୍ଦ ଜୀବନଯାପନ କର ନାହିଁ।

ପିତରଙ୍କ ଦିତୀୟ ପତ୍ର 1:4

ଯୀଶୁ ନିଜ ମହିମା ଓ ଉତ୍ତମତା ହତେୁ, ପ୍ରତିଜ୍ଞା କରିଥିବା ଅତି ମୂଲ୍ଯବାନ୍ ଓ ମହତ ବିଷୟଗୁଡ଼ିକ ଆମ୍ଭକୁ ଦଇେଛନ୍ତି। ସହେି ଦାନଗୁଡ଼ିକ ସାହାୟ୍ଯ ରେ ତୁମ୍ଭେ ପରମେଶ୍ବରଙ୍କ ଆଚରଣର ଅଂଶ ହାଇପୋରିବ। ଏହାଦ୍ବାରା ଜଗତ ରେ ଥିବା ମନ୍ଦ ବିଷୟଗୁଡ଼ିକ ତୁମ୍ଭକୁ ନଷ୍ଟ କରିପାରିବ ନାହିଁ।

Interlinear

Choose Theme