ଲୂକଲିଖିତ ସୁସମାଚାର 10:23 · ଓଡ଼ିଆ ବାଇବେଲ
ତା'ପରେ ଯୀଶୁ ଶିଷ୍ଯମାନଙ୍କ ଆଡକୁ ମୁହଁ ବୁଲାଇଲେ। ଯୀଶୁଙ୍କ ସହିତ ସଠାେରେ କବଳେ ତାହାଙ୍କ ଶିଷ୍ଯମାନେ ରହିଥିଲେ। ଯୀଶୁ କହିଲେ, ତୁମ୍ଭମାନେେ ଧନ୍ଯ, ଯେ ହତେୁ ତୁମ୍ଭମାନେେ ଏହିସବୁ ବିଷୟ ଦେଖିଲ।
Cross references
ମାଥିଉଲିଖିତ ସୁସମାଚାର 13:16
କିନ୍ତୁ ତୁମ୍ଭେ ଧନ୍ଯ, କାରଣ ତୁମ୍ଭେ ଯାହା ଆଖି ରେ ଦେଖୁଛ, ତାହା ବୁଝୁଛ। ତୁମ୍ଭେ ଯାହା କାନ ରେ ଶୁଣୁଛ, ତାହା ବୁଝୁଛ।