ଏହା ଶୁଣି ଯୀଶୁ ତାହାଙ୍କୁ କହିଲେ, ବ୍ଯବସ୍ଥାଶାସ୍ତ୍ର ରେ କ'ଣ ଲଖାେଅଛି? ସେଥି ହେ ତୁମ୍ଭେ କ'ଣ ପଢୁଛ?
Cross references
ତୁମ୍ଭମାନେେ ଚୁକ୍ତି ଅନୁସାରେ ପ୍ରଭୁଙ୍କ ଶିକ୍ଷାସମୂହକୁ ଅନୁସରଣ କର। ତୁମ୍ଭମାନେେ ଯଦି ସେ ଆଦେଶକୁ ଅନୁସରଣ ନ କରିବ ତବେେ ତୁମ୍ଭମାନେେ ଭୁଲ୍ ପଥରେ ୟିବ। ସହେି ଭୁଲ ଆଦେଶ ଆଗତ ଭବିଷ୍ଯତ୍ କହୁଥିବା ବ୍ଯକ୍ତି ଗୁଣିଆମାନଙ୍କଠାରୁ ଆସିଛି। ସେ ଆଦେଶ ନିରର୍ଥକ। ତୁମ୍ଭମାନେେ ତାହା ଅନୁସରଣ କଲେ କିଛି ଲାଭ ତୁମ୍ଭମାନଙ୍କର ହବେ ନାହିଁ।
ବ୍ଯବସ୍ଥା ରେ ଯେଉଁ କଥାଗୁଡ଼ିକ କୁହା ଯାଇଛି, ତାହା ବ୍ଯବସ୍ଥାଧିନ ରହିଥିବା ଲୋକଙ୍କ ପାଇଁ ପ୍ରୟୋଜନ। ଏହି ବ୍ଯବସ୍ଥାଗୁଡ଼ିକ ସମସ୍ତ ଯିହୂଦୀ ଲୋକଙ୍କୁ ଆଳ ଦଖାଇବୋରୁ ଅଟକାଏ ଏବଂ ସମଗ୍ର ସଂସାରର ଲୋକମାନଙ୍କୁ ପରମେଶ୍ବରଙ୍କ ନ୍ଯାୟବିଚ଼ାରକୁ ଆଣେ।
ବ୍ଯବସ୍ଥା ପାଳନ କରିବା ଦ୍ବାରା ଯଦି ଜଣେ ଲୋକ ପରମେଶ୍ବର ଯାହା ପ୍ରତିଜ୍ଞା ଦଇେଥିଲେ ତାହା ପାଏ, ତା' ହେଲେ ବିଶ୍ବାସର କିଛି ଅର୍ଥ ନାହିଁ ଓ ପ୍ରତିଜ୍ଞାର କିଛି ମୂଲ୍ଯ ନାହିଁ।
ବ୍ଯବସ୍ଥା ପାଳନ ଦ୍ବାରା ଧାର୍ମିକ ହବୋ ବିଷୟ ରେ ମାଶାେ କହିଛନ୍ତି: ଯେଉଁ ଲୋକ ବ୍ଯବସ୍ଥା ପାଳନ ଦ୍ବାରା ଜୀବନ ପାଇବା ପାଇଁ ଚେଷ୍ଟା କରେ, ସେ ନିଜର କାର୍ୟ୍ଯ ବ୍ଯବସ୍ଥା ଅନୁସାରେ କରିବା ଆବଶ୍ଯକ।
କିନ୍ତୁ ବ୍ଯବସ୍ଥା ବିଶ୍ବାସ ଉପରେ ଆଧାରିତ ନୁହେଁ, ପ୍ରତିବଦଳ ରେ ଶାସ୍ତ୍ର କୁ ହେ : ଯେଉଁ ଲୋକ ବ୍ଯବସ୍ଥାର ବିଧିଗୁଡ଼ିକ ପାଳନ କରେ, ସେ ସଗେୁଡ଼ିକ ମାଧ୍ଯମ ରେ ବଞ୍ଚିବ।275
ଏହାର ଅର୍ଥ କ'ଣ ଏହା ଯେ ବ୍ଯବସ୍ଥା ପରମେଶ୍ବରଙ୍କ ପ୍ରତିଜ୍ଞାଗୁଡ଼ିକର ବିରୋଧୀ ଅଟେ? ଲୋକଙ୍କ ଭିତ ରେ ଜୀବନ ଭଳି ବ୍ଯବସ୍ଥା ଯଦି ଦିଆଯାଇ ପାରିଥାଆନ୍ତା, ତବେେ ସହେି ବ୍ଯବସ୍ଥା ଦ୍ବାରା ପରମେଶ୍ବରଙ୍କ ସହିତ ଆମ୍ଭେ ପ୍ରକୃତ ରେ ଧାର୍ମିକ ହାଇେ ପାରିଥାଆନ୍ତୁ।