ନିଜେ ଠିକ୍ ଜୀବନ ଯାପନ କରୁଛନ୍ତି ବୋଲି ଧର୍ମଶାସ୍ତ୍ରୀ ଜଣକ ପ୍ରମାଣ କରିବାକୁ ଚାହୁଁଥିଲେ। ତେଣୁ ସେ ଯୀଶୁଙ୍କୁ ପଚାରିଲେ, ତବେେ ଯେଉଁମାନଙ୍କୁ ପ୍ ରମେ କରିବି, ସମାନେେ କିଏ?
Cross references
ତୁମ୍ଭମାନେେ ସ୍ବଦେଶୀମାନଙ୍କ ପ୍ରତି ଯେପରି ଆଚରଣ କରିବ, ତୁମ୍ଭ ସହବାସୀ ବିଦେଶୀମାନଙ୍କ ପ୍ରତି ମଧ୍ଯ ସହେିପରି ଆଚରଣ କରିବ। ତୁମ୍ଭେ ସମାନଙ୍କେୁ ଆତ୍ମତୁଲ୍ଯ ପ୍ ରମେ କରିବ। କାରଣ ମିଶର ଦେଶ ରେ ତୁମ୍ଭମାନେେ ବିଦେଶୀ ଥିଲ। ଆମ୍ଭେ ସଦାପ୍ରଭୁ ତୁମ୍ଭମାନଙ୍କର ପରମେଶ୍ବର ଅଟୁ।
କିନ୍ତୁ ସଠାେରେ ଜଣେ ୟୁବକ ଇଲୀହୁ ଉପସ୍ଥିତ ଥିଲା। ସେ ବାରେଖଲର ପୁଅ ଥିଲା। ବାରେଖଲ ବୂଷୀଯ ନାମକ ଜଣେ ବ୍ଯକ୍ତିର ବଂଶଧର ଥିଲା। ଇଲୀହୂ ରାମ୍ ପରିବାରର ଲୋକ ଥିଲା। ଇଲୀହୂ ଆୟୁବ ଉପରେ ରାଗ କରିଥିଲା। କାହିଁକି ? କାରଣ ଆୟୁବ ନିଜେ ଠିକ୍ ବୋଲି ଘାଷେଣା କରୁଥିଲା। ଆୟୁବ କହୁଥିଲା ସେ ଠିକ୍ ଏବଂ ପରମେଶ୍ବର ଭୁଲ୍।
ତୁମ୍ଭେ ଶୁଣିଛ ଯେ ଏକଥା କୁହା ଯାଇଛି: 'ତୁମ୍ଭର ପଡ଼ୋଶୀଙ୍କୁ ପ୍ ରମେ କର ଓ ଶତୃମାନଙ୍କୁ ଘୃଣା କର।'
ଏହାପରେ ଯୀଶୁ କହିଲେ, ଏବେ କୁହ, ଡକାୟତମାନଙ୍କ ହାବୁଡ ରେ ପଡି ଆହତ ହାଇେଥିବା ଲୋକଟିକୁ ଏହି ତିନି ଜଣଙ୍କ ମଧ୍ଯରୁ କିଏ ପ୍ ରମେଭାବ ଦଖାଇେଲେ ବୋଲି ତୁମ୍ଭେ ଭାବୁଛ?
ଯୀଶୁ ଫାରୂଶୀମାନଙ୍କୁ କହିଲେ, ଲୋକଙ୍କ ଆଗ ରେ ତୁମ୍ଭମାନେେ ନିଜକୁ ଭଲ ବୋଲି ଦେଖଇେ ହେଉଛ। କିନ୍ତୁ ତୁମ୍ଭମାନଙ୍କ ହୃଦୟ ରେ ପ୍ରକୃତ ରେ କ'ଣ ଅଛି, ତାହା ପରମେଶ୍ବର ଜାଣନ୍ତି। ଯେଉଁସବୁ ବିଷୟକୁ ଲୋକମାନେ ବହୁତ ମୂଲ୍ଯବାନ ବୋଲି ମନେ କରିଥାନ୍ତି, ତାହା ପରମେଶ୍ବରଙ୍କ ଦୃଷ୍ଟି ରେ ମୂଲ୍ଯ ହୀନ।
କେତକେ ଲୋକ ଭାବୁଥିଲେ ଯେ ସମାନେେ ବହୁତ ଭଲ ଅଟନ୍ତି। ସମାନେେ ନିଜେ ଅନ୍ୟମାନଙ୍କ ଅପେକ୍ଷା ବହୁତ ଭଲ ହାଇେଥିବା ଭଳି ବ୍ଯବହାର କରୁଥିଲେ। ଯୀଶୁ ସମାନଙ୍କେୁ ଉପଦେଶ ଦବୋପାଇଁ ଏହି ଦୃଷ୍ଟାନ୍ତ କହିଲେ:
ସେ ବିଶ୍ବାସ ବିଷୟ ରେ କ'ଣ ଶିଖିଲେ? ଅବ୍ରାହାମ ଯଦି ନିଜର କର୍ମ ପାଇଁ ଧାର୍ମିକ ବୋଲି ଧରା ହେଲେ, ତା' ହେଲେ, ସେଥି ରେ ତାହାଙ୍କର ଗର୍ବ କରିବା କଥା। କିନ୍ତୁ ଅବ୍ରାହାମ ପରମେଶ୍ବରଙ୍କ ଆଗ ରେ ଗର୍ବ କରି ପାରିଲେ ନାହିଁ।
ସମାନେେ ଜାଣି ନଥିଲେ ଯେ, ପରମେଶ୍ବର କିପରି ତାହାଙ୍କ ସହିତ ଲୋକମାନଙ୍କୁ ଧାର୍ମିକ କହନ୍ତି। ସମାନେେ ଧାର୍ମିକ ହବୋ ପାଇଁ ନିଜର ଉପାୟ ଦ୍ବାରା ଚେଷ୍ଟା କଲେ। ଅତଏବ ସମାନେେ ଧାର୍ମିକତା ବୋଲି ଗଣିତ ପରମେଶ୍ବରଙ୍କ ମାର୍ଗର ଅନୁ ସରଣ କଲେ ନାହିଁ।
ଏଥିରୁ ସ୍ପଷ୍ଟ ଯେ, କୌଣସି ଲୋକ ବ୍ଯବସ୍ଥା ପାଳନ ଦ୍ବାରା ପରମେଶ୍ବରଙ୍କଠା ରେ ଧାର୍ମିକ ବୋଲି ପ୍ରମାଣିତ ହୁଏ ନାହିଁ। କାରଣ ଶାସ୍ତ୍ର କ ହେ : ବିଶ୍ବାସକୁ ଆଧାର କରି ଧାର୍ମିକ ବ୍ଯକ୍ତି ସଦାକାଳ ପାଇଁ ଜୀବିତ ରହିବ।274
ଅତଏବ ତୁମ୍ଭେ ଦେଖ ଯେ, କର୍ମ ଦ୍ବାରା ଜଣେ ଲୋକ ପରମେଶ୍ବରଙ୍କ ନିକଟରେ ଧାର୍ମିକ ହାଇପୋରୁଛି। ସେ କବଳେ ବିଶ୍ବାସ ଦ୍ବାରା ଧାର୍ମିକ ହାଇପୋରିବ ନାହିଁ।