ଯୀଶୁଓ ତାହାଙ୍କ ଶିଷ୍ଯମାନେ ଯାତ୍ରା କରୁଥିବା ଅବସର ରେ ଗୋଟିଏ ଗାଁକୁ ଯୀଶୁ ଗଲେ। ମାର୍ଥା ନାମକ ଜଣେ ସ୍ତ୍ରୀଲୋକ ଯୀଶୁଙ୍କୁ ନିଜ ଘରକୁ ସ୍ବାଗତ କଲା।
Cross references
କେତକେ ସ୍ତ୍ରୀଲୋକ ମଧ୍ଯ ତାହାଙ୍କ ସାଙ୍ଗ ରେ ଥିଲେ। ସମାନଙ୍କେୁ ଯୀଶୁ ଦୁଷ୍ଟାତ୍ମା କବଳରୁ ତଥା ରୋଗରୁ ମୁକ୍ତ କରିଥିଲେ। ସମାନଙ୍କେ ମଧ୍ଯରୁ ଜଣକର ନାଁ ଥିଲା ମରିୟମ। ସେ ମଗ୍ଦଲା ସହରର ବାସିନ୍ଦା ଥିଲେ। ତା'ଠାରୁ ସାତଟି ଭୁତ ବାହାର କରା ଯାଇଥିଲା।
ଲାଜାର ନାମ ରେ ଜଣେ ବ୍ଯକ୍ତି ଅସୁସ୍ଥ ଥିଲେ। ସେ ବେଥନିଆ ନଗର ରେ ରହୁଥିଲେ। ସଠାେରେ ମରିୟମ ଓ ତାହାଙ୍କ ଭଉଣୀ ମାର୍ଥା ବାସ ମଧ୍ଯ କରୁଥିଲେ।
ଅନକେ ଯିହୂଦୀ ମାର୍ଥା ଓ ମରିୟମଙ୍କ ପାଖକୁ ଆସିଥିଲେ। ସମାନେେ ମାର୍ଥା ଓ ମରିୟମଙ୍କୁ ସମାନଙ୍କେର ଭାଇ ଲାଜାର ସକାେଶ ସାନ୍ତ୍ବନା ଦବୋ ପାଇଁ ଆସିଥିଲେ।
ଯୀଶୁ ନିସ୍ତାରପର୍ବ ଉତ୍ସବର ଛଅ ଦିନ ପୂର୍ବରୁ ବେଥନିଆକୁ ଗଲେ। ଲାଜାର ବେଥନିଆ ରେ ରହୁଥିଲେ। (ଯାହାଙ୍କୁ ଯୀଶୁ ମୃତ୍ଯୁରୁ ଉେଠଇ ଥିଲେ))।
ସେ ଓ ତା'ର ଘ ରେ ରହୁଥିବା ସମସ୍ତେ ବାପ୍ତିଜିତ ହବୋପରେ, ସେ ଆମ୍ଭମାନଙ୍କୁ ଅନୁରୋଧ କରି ଡ଼ାକି କହିଲା, ତୁମ୍ଭମାନେେ ଯଦି ମାେତେ ପ୍ରଭୁଙ୍କଠା ରେ ଜଣେ ପ୍ରକୃତ ବିଶ୍ବାସୀ ବୋଲି ଭାବୁଛ, ତବେେ ମାେ ଘ ରେ ଆସି ରୁହ। ଏହିପରି ସେ ଆମ୍ଭମାନଙ୍କୁ ତା'ର ଘରକୁ ୟିବାପାଇଁ ରାଜି କରାଇଲେ।
ଯଦି ତୁମ୍ଭ ପାଖକୁ କହେି ଆ ସେ କିନ୍ତୁ ଏହି ଶିକ୍ଷା ନ ଦିଏ, ତବେେ ତାହାକୁ ଗୃହ ରେ ସ୍ବାଗତ ଓ ଗ୍ରହଣ କର ନାହିଁ।