ତୁମ୍ଭମାନେେ ଶାନ୍ତି ଥିବା ଘ ରେ ରୁହ। ସେ ଲୋକମାନେ ତୁମ୍ଭମାନଙ୍କୁ ୟହା ଦବେେ ତାହା ଖାଅ ଓ ପିଅ। କାରଣ କାମ କରିବା ଲୋକର ତା' ବତନେ ଉପରେ ଅଧିକାର ଅଛି। ଅନ୍ୟ ଘ ରେ ରହିବା ପାଇଁ ସହେି ଘର ଛାଡି ଯାଅନାହିଁ।
Cross references
ପୁଣି ତୁମ୍ଭମାନେେ ଓ ତୁମ୍ଭ ପରିବାର ଲୋକମାନେ ସବୁ ସ୍ଥାନ ରେ ତାହା ଭୋଜନ କରିବ। କାରଣ ତାହା ସମାଗମ ତମ୍ବୁ ରେ କରିଥିବା ସବୋକାର୍ୟ୍ଯର ପୁରସ୍କାର ଅଟେ।
ତୁମ୍ଭମାନେେ ଓ ତୁମ୍ଭମାନଙ୍କର ସନ୍ତାନ ସନ୍ତତିଗଣ ତୁମ୍ଭମାନଙ୍କର ଦାସଗଣ, ତୁମ୍ଭମାନଙ୍କର ଦାସୀଗଣ ତୁମ୍ଭମାନଙ୍କର ନଗରଦ୍ବାରବର୍ତ୍ତୀ ଲବେୀୟ ଲୋକର କୌଣସି ଅଂଶ କି ଅଧିକାର ତୁମ୍ଭମାନଙ୍କ ମଧିଅରେ ନ ଥିବା ହତେକ୍ସ୍ଟ ସେ ଏପରି ତୁମ୍ଭେ ସମସ୍ତେ ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ବରଙ୍କ ସମ୍ମକ୍ସ୍ଟଖ ରେ ଆନନ୍ଦ କରିବ।
ସଦାପ୍ରଭୁ ତକ୍ସ୍ଟମ୍ଭ ପରମେଶ୍ବର ଯେଉଁ ସ୍ଥାନ ମନୋନୀତ କରିବେ ସହେି ସ୍ଥାନ ରେ ସଦାପ୍ରଭୁ ତକ୍ସ୍ଟମ୍ଭ ପରମେଶ୍ବରଙ୍କ ସମ୍ମକ୍ସ୍ଟଖ ରେ ତୁମ୍ଭମାନେେ ତାହା ଭୋଜନ କରିବ। ତୁମ୍ଭେ ଓ ତୁମ୍ଭର ପକ୍ସ୍ଟତ୍ର ତୁମ୍ଭର କନ୍ଯା ତକ୍ସ୍ଟମ୍ଭ ଦାସ ଓ ଦାସୀଗଣ ଏବଂ ନଗରଦ୍ବାର ମଧ୍ଯବର୍ତ୍ତୀ ଲବେୀୟ ଲୋକ ସହେି ନବୈେଦ୍ଯ ଭୋଜନ କରିବ। ଯେଉଁଗକ୍ସ୍ଟଡିକ ତୁମ୍ଭମାନଙ୍କର କଠିନ ପରିଶ୍ରମର ଫଳ, ତହିଁରେ ତୁମ୍ଭେ ସଦାପ୍ରଭୁ ତକ୍ସ୍ଟମ୍ଭ ପରମେଶ୍ବରଙ୍କ ସମ୍ମକ୍ସ୍ଟଖ ରେ ତୁମ୍ଭେ ଆନନ୍ଦ କରିବ।
ଲବେୀୟମାନେ ଆପଣା ପୈତୃକ ଅଧିକାରର ମୂଲ୍ଯଛଡା ସମାନଙ୍କେ ସମାନ ଭୋଜନର ଅଂଶ ପାଇବେ।
ଯାତ୍ରା ବେଳେ ଝୁଲା ନିଅନାହିଁ। ପିନ୍ଧିଥିବା ପୋଷାକ ଓ ୟୋତା ଛଡା ଅଧିକା ପୋଷାକ ବା ୟୋତା କି ବାଡି ନିଅନାହିଁ। ଜଣେ ସବେକ କବଳେ ନିହାତି ଆବଶ୍ଯକୀୟ ପଦାର୍ଥ ନବୋ ଉଚିତ।
କୌଣସି ଘ ରେ ପ୍ରବେଶ କଲେ ସେ ସହର ଛାଡି ଚାଲିୟିବା ପର୍ୟ୍ଯନ୍ତ ସହେି ଘ ରେ ରହିବ।
ତୁମ୍ଭମାନେେ ଯେଉଁ ଘରକୁ ୟିବ, ସେ ସ୍ଥାନ ଛାଡିବା ସମୟ ନ ହବୋ ପର୍ୟ୍ଯନ୍ତ ସହେିଠା ରେ ରହିବ।
ସେ ଓ ତା'ର ଘ ରେ ରହୁଥିବା ସମସ୍ତେ ବାପ୍ତିଜିତ ହବୋପରେ, ସେ ଆମ୍ଭମାନଙ୍କୁ ଅନୁରୋଧ କରି ଡ଼ାକି କହିଲା, ତୁମ୍ଭମାନେେ ଯଦି ମାେତେ ପ୍ରଭୁଙ୍କଠା ରେ ଜଣେ ପ୍ରକୃତ ବିଶ୍ବାସୀ ବୋଲି ଭାବୁଛ, ତବେେ ମାେ ଘ ରେ ଆସି ରୁହ। ଏହିପରି ସେ ଆମ୍ଭମାନଙ୍କୁ ତା'ର ଘରକୁ ୟିବାପାଇଁ ରାଜି କରାଇଲେ।
ତା'ପରେ ସହେି କାରାଧ୍ଯକ୍ଷ ପାଉଲ ଓ ଶୀଲାଙ୍କୁ ଘରକୁ ଡ଼ାକି ନଇେ ଖାଇବାକୁ ଦେଲେ। ସେ ଓ ତାହାଙ୍କର ପରିବାରର ସମସ୍ତେ ଆନନ୍ଦିତ ହେଲେ।
ପାଉଲ ଓ ଶୀଲା କାରାଗାରରୁ ବାହାରକୁ ଆସି ଲୁଦିଯାର ଘରକୁ ଆସିଲେ। ସଠାେରେ ଭାଇମାନଙ୍କୁ ଦେଖି ସମାନେେ ସମାନଙ୍କେୁ ଉତ୍ସାହର ବାଣୀ ଶୁଣାଇଲେ। ତା'ପରେ ସମାନେେ ସେ ସ୍ଥାନରୁ ଚ଼ାଲିଗଲେ।
ଆମ୍ଭର ଖାଇବା ଓ ପିଇବା ପାଇଁ କ'ଣ ଅଧିକାର ନାହିଁ ?
ଯେଉଁ ଲୋକ ପରମେଶ୍ବରଙ୍କ ବାକ୍ଯର ଶିକ୍ଷା କରୁଛି, ସେ ନିଜର ଶିକ୍ଷକଙ୍କୁ ତା' ନିକଟରେ ଥିବା ସମସ୍ତ ଭଲ ବିଷୟ ଗୁଡ଼ିକର ସହଭାଗୀ କରାଉ।
ମୁଁ ତୁମ୍ଭ ଉପହାର ପାଇଁ ଲାଳାଯିତ ନୁହେଁ କିନ୍ତୁ ମୁଁ ଚା ହେଁ ଯେ, ଦବୋ ଦ୍ବାରା ଯେଉଁ ଲାଭ ମିଳେ, ତାହା ତୁମ୍ଭେ ପାଅ।
ସହେି ୟୁବତୀ ବିଧବାମାନେ ଘରକୁ ଘର ଅଯଥା ରେ ବୁଲାବୁଲି କରି ସମୟ ନଷ୍ଟ କରିବା ଶିଖନ୍ତି। ସମାନେେ ବଚସା କରିବା ଓ ଅନ୍ଯଲୋକଙ୍କ ଜୀବନ ବିଷୟ ରେ ଚର୍ଚ୍ଚା କରିବା ଆରମ୍ଭ କରନ୍ତି। ଅନୁଚିତ କଥାଗୁଡ଼ିକ କୁହନ୍ତି।
ମଣ୍ଡଳୀକୁ ଉତ୍ତମରୂପେ ଆଗଇେ ନଇେ ଯାଉଥିବା ପ୍ରାଚୀନମାନେ ଅତ୍ଯଧିକ ସମ୍ମାନ ପାଇବା ଉଚିତ। ଯେଉଁ ପ୍ରାଚୀନମାନେ ପ୍ରଚାର ଓ ଉପଦେଶ ପ୍ରଦାନ କରୁଛନ୍ତି, ସମାନେେ ଅତ୍ଯଧିକ ସମ୍ମାନର ଅଧିକାରୀ ଅଟନ୍ତି।
ଜଣେ ଚାଷୀ ନିଜର କଠିନ ପରିଶ୍ରମ କରି ଯେଉଁ ଶସ୍ଯ ଉତ୍ପାଦନ କରିଛି, ସେ ପ୍ରଥମ ରେ ସହେି ଉତ୍ପାଦନରୁ ଖାଦ୍ୟ ପାଇବା ଉଚିତ।
ମାରେ ପ୍ରିୟ ବନ୍ଧୁ, ଏହା ଉତ୍ତମ ଯେ ତୁମ୍ଭେ ଖ୍ରୀଷ୍ଟ ରେ ଥିବା ଭାଇମାନଙ୍କୁ ସାହାୟ୍ଯ କରୁଛ। ତୁମ୍ଭେ ଅପରିଚିତ ଭାଇମାନଙ୍କୁ ମଧ୍ଯ ସାହାୟ୍ଯ କରୁଛ।