Home Bibles ଲୂକଲିଖିତ ସୁସମାଚାର 11:21 · ଓଡ଼ିଆ ବାଇବେଲ
ଲୂକଲିଖିତ ସୁସମାଚାର 11:21 · ଓଡ଼ିଆ ବାଇବେଲ

ଯେତବେେଳେ ଜଣେ ଶକ୍ତିଶାଳୀ ଲୋକ ଅନକେ ଅସ୍ତ୍ରଶସ୍ତ୍ର ଧରି ନିଜ ଘରକୁ ଜଗିରହେ, ସେତବେେଳେ ତା'ର ସମସ୍ତ ସମ୍ପତ୍ତି ସୁରକ୍ଷିତ ରହେ।

Cross references

ମାଥିଉଲିଖିତ ସୁସମାଚାର 12:29

ଜଣେ ଲୋକ କୌଣସି ବଳବାନ ଲୋକ ଘ ରେ ପଶି ତା'ର ସମ୍ପତ୍ତି ଚେ଼ା ରଇନବେୋକୁ ଚାହିଁଲେ, ସେ ବଳବାନ ଲୋକଟିକୁ ପ୍ରଥମେ ବାନ୍ଧି ପକାଇବ। ତା'ପରେ ସେ ବଳବାନ ଲୋକର ଘରୁ ସବୁ ଲୁଟି କରି ନଇେ ଯାଇ ପାରିବ।

ମାର୍କଲିଖିତ ସୁସମାଚାର 3:27

ଯଦି ଜଣେ ଲୋକ ଗୋଟିଏ ଶକ୍ତିଶାଳୀ ଲୋକର ଘ ରେ ପଶି ତାର ସମ୍ପତ୍ତି ଲୁଟି ନବୋକୁ ଚାହିଁବ, ତବେେ ପ୍ରଥମେ ସେ ଶକ୍ତିଶାଳୀ ଲୋକଟିକୁ ବାନ୍ଧିବା ଦରକାର। ତା'ପରେ ସେ ଶକ୍ତିଶାଳୀ ଲୋକଟିର ଘର ଲୁଟି କରି ସବୁ ଜିନିଷ ନଇେ ଯାଇ ପାରିବ।

Interlinear

Choose Theme