ଯେତବେେଳେ କୌଣସି ଭୂତ କୌଣସି ମଣିଷ ଦହରେୁ ବାହାରି ଆ ସେ, ସେତବେେଳେ ସହେି ଆତ୍ମା ବିଶ୍ରାମ ସ୍ଥାନ ଖାଜେି ଖାଜେି ଶୁଖିଲା ଜାଗାସବୁ ରେ ବୁଲେ। କିନ୍ତୁ ସେ ବିଶ୍ରାମ ନବେକେୁ ଜାଗା ଟିକିଏ ନ ପାଇଲେ କୁ ହେ, 'ମୁଁ ଯେଉଁଠାରୁ ଆସିଛି, ପୁଣି ସହେି ଘରକୁ ଫରେିୟିବି।'
Cross references
ମୁ ଖଳା ରେ ମଷଚେମଡା ପକାଇବି ଯଦି ଖଳା ରେ ପଡିଥିବା ଚମଡା ଉପରେ କବଳେ କାକର ପଡିବ ଏ ଭୂମି ଶକ୍ସ୍ଟଷ୍କ ରହିବ। ତବେେ ମୁ ଜାଣିବି ଆପଣ ମାେଦ୍ବାରା ଇଶ୍ରାୟେଲକକ୍ସ୍ଟ ରକ୍ଷା କରୁଛନ୍ତି,। ଆପଣଙ୍କର ବାକ୍ଯାନକ୍ସ୍ଟସା ରେ।
ସଦାପ୍ରଭୁ ଶଯତାନକୁ ପଚାରିଲେ, ତୁମ୍ଭେ କେଉଁଠାରୁ ଆସିଲ ?
ସଦାପ୍ରଭୁ ଶଯତାନକୁ ପଚାରିଲେ, ତୁମ୍ଭେ ଏତଦେିନ ଧରି କେଉଁଠା ରେ ଥିଲ ? ଶଯତାନ ସଦାପ୍ରଭୁଙ୍କୁ ଉତ୍ତର ଦଲୋ, ମୁଁ ପୃଥିବୀର ଚାରିଆଡ଼େ ବିଚରଣ କରୁଥିଲି।
ହେ ପରମେଶ୍ବର, ତୁମ୍ଭେ ମାରେ ପରମେଶ୍ବର। ମୁଁ ତୁମ୍ଭକୁ ବହୁତ ଚାହୁଁଛି। ମାରେ ସମସ୍ତ ପ୍ରାଣ ତୁମ୍ଭ ପାଇଁ ଶୁଷ୍କ ଭୂମି ତୁଲ୍ଯ ତୃଷାର୍ତ୍ତ।
ମନ୍ଦ ଲୋକମାନେ ମନ୍ଦକାର୍ୟ୍ଯ ନ କଲା ପର୍ୟ୍ଯନ୍ତ ସମାନଙ୍କେୁ ନିଦ ହୁଏ ନାହିଁ। ଯଦି ସମାନେେ କାହାକୁ ଆଘାତ ନ କରନ୍ତି, ସମାନେେ ଶଯନ କରିବେ ନାହିଁ।
ଶୁଷ୍କ ମରୁଭୂମି ଆନନ୍ଦିତ ହବେ। ପୁଣି ମରୁଭୂମି ଉଲ୍ଲାସିତ ହାଇେ ପୁଷ୍ପତୁଲ୍ଯ ପ୍ରଫୁଲିତ ହବେ।
ମରିଚିକା ଜଳାଶଯ ହବେ। ଶୁଷ୍କ ମରୁଭୂମି ନିର୍ଝରମଯ ହବେ। ଶୃଗାଳମାନଙ୍କ ବାସ ସ୍ଥାନ ରେ ନଳ ଓ ତଣ୍ଡିବଣ ଜନ୍ମିବ।
ଦରିଦ୍ର ଓ ଦିନହୀନମାନେ ଜଳ ଅନ୍ବଷେଣ କରନ୍ତି, ମାତ୍ର ସମାନେେ ଜଳ ପାଆନ୍ତି ନାହିଁ। ସମାନଙ୍କେର ଜିହ୍ବା ତୃଷ୍ଣା ରେ ଶୁଖିୟାଏ। ଆମ୍ଭେ ସଦାପ୍ରଭୁ ସମାନଙ୍କେୁ ଉତ୍ତର ଦବୋ। ଆମ୍ଭେ ଇଶ୍ରାୟେଲ ପରମେଶ୍ବର ସମାନଙ୍କେୁ ତ୍ଯାଗ କରିବା ନାହିଁ।
'ଆମ୍ଲଭ ତୃଷିତ ଭୂମି ଉପସର ଜଳ ଓ ଶୁଷ୍କ ଭୂମି ଉପସର ଜଳଲଷାର୍ତ ଢ଼ାଳିବା। ଆମ୍ଲଭ ତୁମ୍ଭ ବଂଶ ଉପସର ଆପଣା ଆତ୍ମା ଓ ତୁମ୍ଭ ସନ୍ତାନଗଣ ଉପସର ଆପଣା ଆଶୀର୍ବାଦ ବର୍ଷାଇବା।
ମାତ୍ର ସଦାପ୍ରଭୁ କୁହନ୍ତି, ଦୁଷ୍ଟ ଲୋକମାନଙ୍କର ଶାନ୍ତି ନାହିଁ।
ମାତ୍ର ଦୁଷ୍ଟମାନେ ତରଙ୍ଗାଯିତ ସମୁଦ୍ର ତୁଲ୍ଯ, କାରଣ ତାହା ସ୍ଥିର ହାଇପୋ ରେ ନାହିଁ ଓ ତାହାର ଜଳ ରେ ପଙ୍କ ଓ କାଦୁଅ ଉେଠ।
ଲୋକଟି ମାେତେ କହିଲେ, ଏହି ଜଳସବୁ ପୂର୍ବ ଅଞ୍ଚଳ ଆଡ଼େ ବହୁଅଛି। ଆଉ ତାହା ପ୍ରବାହିତ ହାଇେ ଆରବ୍ବାକୁ ୟିବ, ଆଉ ତାହା ମୃତ ସମୁଦ୍ରକୁ ୟିବ, ଏବଂ ଯେତବେେଳେ ଏହା ସମୁଦ୍ର ରେ ପ୍ରବେଶ କଲେ, ଏହାର ଜଳ ନିର୍ମଳ ହାଇୟୋଏ।
ଯେତବେେଳେ ଗୋଟିଏ ଭୂତ କୌଣସି ଲୋକଦହରେୁ ବାହାରି ଗ୍ଭଲି ଆ ସେ, ସେତବେେଳେ ସେ ପଥଭ୍ରଷ୍ଟ ହାଇେ ବିଶ୍ରାମ ନବୋପାଇଁ ଶୁଖିଲା ଜାଗାଟିଏ ଖୋଚି ବୁଲେ। କିନ୍ତୁ ସଭେଳି ଜାଗାଟିଏ ତାକୁ ମିଳନୋହିଁ।