ଲୂକଲିଖିତ ସୁସମାଚାର 11:30 · ଓଡ଼ିଆ ବାଇବେଲ
ୟୂନସ ଯେପରି ନୀନିବୀୟମାନଙ୍କ ପାଇଁ ଚିହ୍ନ ସ୍ବରୂପ ହେଲେ, ସହେିଭଳି ଏହି ସମୟର ଲୋକମାନଙ୍କ ପାଇଁ ମନୁଷ୍ଯପୁତ୍ର ମଧ୍ଯ ଚିହ୍ନ ସ୍ବରୂପ ହବେେ।
Cross references
ଯୂନସ 1:17
ଯେତବେେଳେ ୟୂନସ ସମୁଦ୍ର ରେ ପଡିଲା, ସେତବେେଳେ ସଦାପ୍ରଭୁ ଏକ ବିରାଟ ମାଛ ୟୂନସକୁ ଗିଲିବାକୁ ପଠାଇଲେ। ୟୂନସ ସହେି ମାଛ ଗର୍ଭ ରେ ତିନିଦିନ ଓ ତିନିରାତି ରହିଲା।
ଯୂନସ 2:10
ତା'ପ ରେ ସଦାପ୍ରଭୁ ସେ ମାଛକୁ କହିଲେ ଏବଂ ମାଛଟି ବାନ୍ତି କଲା ଏବଂ ୟୂନସ ତା'ର ପାକସ୍ଥଳୀରୁ ବାହାରି ଭୂମିରେ ପଡିଲା।
ଯୂନସ 3:2
ପ୍ରଭୁ କହିଲେ, ବୃହତ୍ ନଗର ନୀନିବୀକୁ ୟାଅ ଏବଂ ଆମ୍ଭେ ଯାହା କହିଛୁ ତାକୁ ଲୋକମାନଙ୍କ ମଧିଅରେ ପ୍ରଗ୍ଭର କର।
ମାଥିଉଲିଖିତ ସୁସମାଚାର 12:40
ୟୁନସ ସମୁଦ୍ରର ଗୋଟିଏ ବଡ଼ ମାଛ ପଟେ ରେ ତିନିଦିନ ଓ ତିନିରାତି ଥିଲେ। ସହେିପରି ମନୁଷ୍ଯପୁତ୍ର ତିନିଦିନ ଓ ତିନିରାତି କବର ଭିତ ରେ ରହିବେ।
ଲୂକଲିଖିତ ସୁସମାଚାର 24:46
ଯୀଶୁ ସମାନଙ୍କେୁ କହିଲେ, ଖ୍ରୀଷ୍ଟଙ୍କୁ ମାରି ଦିଆୟିବା ଓ ମୃତ୍ଯୁରୁ ତିନିଦିନ ପରେ ପୁଣି ସେ ବଞ୍ଚି ଉଠିବା କଥା ଲଖାେ ଅଛି।