ମନରେଖ, ତୁମ୍ଭ ଭିତରର ଆଲୁଅ ଯେପରି ଅନ୍ଧକାରମୟ ହାଇେ ନଯାଏ।
Cross references
ମନୁଷ୍ଯର ଦୃଷ୍ଟି ରେ ଯେଉଁ ପଥ ସରଳ ଦିଶେ କିନ୍ତୁ ତାହା ମୃତ୍ଯୁ ରେ ହିଁ ଶଷେ ହୁଏ।
ଯେଉଁ ମୂର୍ଖ ଲୋକର ବହୁତ ଆଶା ଅଛି, ଅନ୍ୟ ଜଣ ଅପେକ୍ଷା ୟିଏ ଭାବେ ସେ ଜ୍ଞାନୀ, ସେତବେେଳେ ସେ ଜ୍ଞାନୀ ନ ଥାଏ।
ସସହିସଲାକମାଲନ ଭଲକୁ ମନ୍ଦ ଓ ମନ୍ଦକୁ ଭଲ କୁହନ୍ତି। ପୁଣିସସମାଲନ ଅନ୍ଧକାରକୁ ଆଲଲାକ ଓ ଆସଲାକକୁ ଅନ୍ଧକାର ଚିନ୍ତା କରନ୍ତି ଓ ମଧୁରକୁ ତିକ୍ତ ଓ ତିକ୍ତକୁ ମଧୁର ମଲନ କରନ୍ତି,ସସମାଲନ ସନ୍ତାପର ପାତ୍ର।
ତୁମ୍ଭମାନେେ କହୁଛ ଯେ, 'ଆମ୍ଭମାନେେ ଜ୍ଞାନୀ ଓ ସଦାପ୍ରଭୁଙ୍କର ବ୍ଯବସ୍ଥା ଆମ୍ଭମାନଙ୍କଠା ରେ ଅଛି।' ମାତ୍ର ଏହା ସତ୍ଯ ନୁହେଁ। କାରଣ ଅଧ୍ଯାପକଗଣଙ୍କ ମିଥ୍ଯା ଲେଖନୀ ମିଥ୍ଯା ଲେଖିଅଛି।
କୌଣସି ନେତା କ'ଣ ତାକୁ ବିଶ୍ବାସ କରିଛନ୍ତି? ନା। ଆମ୍ଭ ଫାରୂଶୀମାନଙ୍କ ମଧ୍ଯରୁ କ'ଣ ତାହାଙ୍କୁ କହେି ବିଶ୍ବାସ କରିଛନ୍ତି? ନା।
ଯୀଶୁ କହିଲେ, ମୁଁ ଜଗତକୁ ଆସିଛି, ଯେପରି ଏ ଜଗତ ବିଚାରିତ ହବେ। ମୁଁ ଆସଛି ଯେପରି ଅନ୍ଧ ଲୋକମାନେ ଦେଖି ପାରିବେ। ଏବଂ ଯେଉଁମାନେ ଦେଖି ପାରୁଛନ୍ତି ବୋଲି ମନେ ମନେ ଭାବୁଛନ୍ତି, ସମାନେେ ଅନ୍ଧ ହବେେ।
ଲୋକେ ନିଜକୁ ବୁଦ୍ଧିମାନ ବୋଲି କହିଲେ କିନ୍ତୁ ପ୍ରକୃତ ରେ ସମାନେେ ମୂର୍ଖ ହାଇଗେଲେ।
ତୁମ୍ଭେ ଭାବୁଛ ଯେ, ଯେଉଁ ଲୋକମାନେ ସତ୍ଯ ମାର୍ଗ ବିଷୟ ରେ ଜାଣନ୍ତି ନାହିଁ, ତୁମ୍ଭେ ସମାନଙ୍କେର ମାର୍ଗ ଦର୍ଶକ। ତୁମ୍ଭେ ଭାବୁଛ ଯେ, ଯେଉଁମାନେ ଅନ୍ଧକାର ରେ ଅଛନ୍ତି ସମାନଙ୍କେ ପାଇଁ ତୁମ୍ଭେ ଆଲୁଅ ସଦୃଶ।
ଶାସ୍ତ୍ର ରେ ଲଖାେ ଅଛି :
ନିଜକୁ ଠକ ନାହିଁ, ଯଦି କୌଣସି ଲୋକ ଭାବେ ଯେ, ସେ ଏହି ୟୁଗ ଅନୁସାରେ ଜ୍ଞାନୀ ଅଟେ, ତା' ହେଲେ ତାକୁ ମୂର୍ଖ ହବୋକୁ ପଡ଼ିବ, ତହିଁରେ ସେ ପ୍ରକୃତ ଜ୍ଞାନୀ ହାଇପୋରିବା
ତୁମ୍ଭମାନଙ୍କ ଭିତ ରେ ପ୍ରକୃତ ଜ୍ଞାନୀ ଓ ବୁଦ୍ଧିମାନ କିଏ ଅଛି ? ତା ହେଲେ ସେ ଧାର୍ମିକ ଜୀବନଯାପନ କରି ନିଜର ବିଜ୍ଞତା ଦଖାେଉ। ସେ ନମ୍ର ଭାବରେ ଭଲ କାମ କରିବା ଉଚିତ। ଜ୍ଞାନୀ ଲୋକ ଗର୍ବ କରେ ନାହିଁ।
ଯଦି କୌଣସି ଲୋକଠା ରେ ଏଗୁଡ଼ିକ ନାହିଁ, ତା ହେଲେ ସେ ସ୍ପଷ୍ଟ ଭାବେ ଦେଖି ପାରିବ ନାହିଁ। ସେ ଲୋକ ଅନ୍ଧ। ସେ ପୂର୍ବକୃତ ପାପରୁ କ୍ଷମା ପାଇଅଛି ବୋଲି ଭୁଲିଯାଇଛି।