ଯଦି ତୁମ୍ଭର ସମଗ୍ର ଶରୀର ଆଲୋକରେ ପରିପୂର୍ଣ୍ଣ ଏବଂ ଏହାର କୌଣସି ଅଂଶ ଅନ୍ଧକାରମୟ ନୁହେଁ, ତାହା ହେଲ ଏହା ଆଲୋକରେ ପୂର୍ଣ୍ଣ ରହିବ। ତାହା ତୁମ୍ଭ ଉପରେ ଝଟକୁ ଥିବା ପ୍ରଦୀପ ପରି ହବେ।
Cross references
ହେ ସଦାପ୍ରଭୁ, ମୁଁ ତୁମ୍ଭର ଶିକ୍ଷାଗୁଡ଼ିକୁ ଭଲ ପାଏ। ତାହା ମୁଁ ଦିନସାରା ଭାବେ।
ଏପରିକି ବୁଦ୍ଧିମାନ ଲୋକମାନେ ଏହି ବାକ୍ଯଗୁଡ଼ିକ ଶୁଣିବା ଉଚିତ୍। ଏଥିରୁ ସମାନେେ ବହୁଜ୍ଞାନ ଲାଭ କରିବେ। ଶିକ୍ଷିତ ଲୋକମାନେ ଏପରିକି ଅଧିକ ବୁଝାମଣା ଶକ୍ତି ପାଇବେ।
ହେ ମାରେ ପୁତ୍ର, ମାରେବାକ୍ଯ ଗ୍ରହଣ କର। ମାରେ ନିର୍ଦ୍ଦେଶ ମନେ କର।
ଧାର୍ମିକ ଲୋକମାନେ ପ୍ରଭାତର ସୂର୍ୟ୍ଯକିରଣ ପରି। ସୂର୍ େଯ୍ଯାଦଯ ପ ରେ ମଧ୍ଯାହ୍ନ ରେ ସୂର୍ୟ୍ଯ ଯେପରି ତଜେସ୍ବୀ ହାଇେ ଉେଠ,
ତୁମ୍ଭ ପିତାମାତାଙ୍କର ଶିକ୍ଷା ଆଲୋକ ବର୍ତ୍ତୀକା ପରି ତୁମ୍ଭକୁ ସର୍ବଦା ସତ୍ ପଥରେ ଚଳାଇ ନବେ। ତାହା ତୁମ୍ଭକୁ ତାଲିମ ପ୍ରାପ୍ତ କରିବ ଓ ଜୀବନ ପଥରେ ଚଳାଇ ନବେ।
ମନୁଷ୍ଯର ଆତ୍ମା ସଦାପ୍ରଭୁଙ୍କ ପାଇଁ ପ୍ରଦୀପପରି ଏହା ଆତ୍ମାର ସମସ୍ତ ଅନ୍ତରାଳ ବିଷଯ ପରିପ୍ରକାଶ କରେ।
ତୁମ୍ଭମାନେେ ଚୁକ୍ତି ଅନୁସାରେ ପ୍ରଭୁଙ୍କ ଶିକ୍ଷାସମୂହକୁ ଅନୁସରଣ କର। ତୁମ୍ଭମାନେେ ଯଦି ସେ ଆଦେଶକୁ ଅନୁସରଣ ନ କରିବ ତବେେ ତୁମ୍ଭମାନେେ ଭୁଲ୍ ପଥରେ ୟିବ। ସହେି ଭୁଲ ଆଦେଶ ଆଗତ ଭବିଷ୍ଯତ୍ କହୁଥିବା ବ୍ଯକ୍ତି ଗୁଣିଆମାନଙ୍କଠାରୁ ଆସିଛି। ସେ ଆଦେଶ ନିରର୍ଥକ। ତୁମ୍ଭମାନେେ ତାହା ଅନୁସରଣ କଲେ କିଛି ଲାଭ ତୁମ୍ଭମାନଙ୍କର ହବେ ନାହିଁ।
ତା'ପ ରେ ଆମ୍ଭେ ଅନ୍ଧମାନଙ୍କୁ ସମାନଙ୍କେର ଅଜ୍ଞାତ ପଥ ଦଇେ ଆଣିବୁ ଓ ଯେଉଁ ପଥ ସମାନେେ ଜାଣନ୍ତି ନାହିଁ, ସହେି ପଥରେ ସମାନଙ୍କେୁ କଢ଼ାଇ ନବେୁ। ଆମ୍ଭେ ସମାନଙ୍କେ ସମ୍ମୁଖ ରେ ଅନ୍ଧକାରକୁ ଆଲୋକର ଓ ବକ୍ର ସ୍ଥାନକୁ ସଳଖ ରେ ପରିଣତ କରିବୁ। ଏହିସବୁ କାର୍ୟ୍ଯ କରି ଆମ୍ଭେ ନିଜ ସନ୍ତାନମାନଙ୍କୁ ପରିତ୍ଯାଗ କରିବୁ ନାହିଁ।
ଆସ, ସଦାପ୍ରଭୁଙ୍କ ସମ୍ବନ୍ଧ ରେ ଅଧ୍ଯଯନ କରିବା। ତାଙ୍କ ସମ୍ବନ୍ଧ ରେ ଅଧିକ ଜାଣିବା ପାଇଁ କଠାେର ଅଧ୍ଯବସାଯ କରିବା। ପ୍ରଭାତ ଆସିଲା ପରି ସଦାପ୍ରଭୁ ଆସୁଛନ୍ତି ବୋଲି ଆମ୍ଭେ ଜାଣୁଛୁ। ବର୍ଷା ଓ ବସନ୍ତବର୍ଷା ଭୂମିକୁ ଜଳମଯ କଲା ପରି ପରମେଶ୍ବର ଆମ୍ଭମାନଙ୍କ ନିକଟକୁ ଆସିବେ।
ଯୀଶୁ କହିଲେ, ସ୍ବର୍ଗରାଜ୍ଯର ନିଗୂଢ ସତ୍ଯ ଜାଣିବା ପାଇଁ କବଳେ ତୁମ୍ଭମାନଙ୍କୁ ଅଧିକାର ମିଳିଛି। ଏ ଅଧିକାର ସମାନଙ୍କେୁ ଦିଆଯାଇନାହିଁ।
ତା'ପରେ ଯୀଶୁ କହିଲେ, ସ୍ବର୍ଗରାଜ୍ଯ ବିଷୟ ରେ ଜାଣିଥିବା ପ୍ରେତ୍ୟକକ ଧର୍ମଶାସ୍ତ୍ରୀ ଜଣେ ଘରମାଲିକ ଭଳି। ଯେ କି ଭଣ୍ଡାର ରେ ଥିବା ତାହାଙ୍କ ନୂଆ ଓ ପୁରୁଣା ଉଭୟ ପଦାର୍ଥ ବାହାରକରି ଆଣନ୍ତି।
ତୁମ୍ଭେ ଯାହା ଶୁଣୁଛ, ତାହା ଉପରେ ସାବଧାନ ହାଇେ ବିଚାର କରା ତୁମ୍ଭେ ଯେଉଁଭଳି ଭାବରେ ଅନ୍ୟକୁ ଦେଉଛ, ପରମେଶ୍ବର ତୁମ୍ଭକୁ ଠିକ୍ ସହେିଭଳି ଭାବରେ ଦବେେ। ବରଂ ପରମେଶ୍ବର ତୁମ୍ଭକୁ ଆହୁରି ଅଧିକ ଦବେେ।
ଥରେ ପରମେଶ୍ବର କହିଲେ : ଅନ୍ଧକାର ମଧ୍ଯରୁ ଆଲୋକ ପ୍ରକାଶିତ ହବେ।